ଟଙ୍କା ଉଠାଣ ପାଇଁ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ
ଦେବଗଡ଼,୧୫।୪(ଡି.ଏନ.ଏ.)-ବୁଧବାର ଦେବଗଡ଼ ସହରରେ ଥିବା ବିଭିନ୍ନ ବ୍ୟାଙ୍କରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। କେନ୍ଦ୍ର ସରକାର ଜନଧନ ଜମା ଖାତାରେ ୫ଶହ ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ସେହି ଟଙ୍କା ଉଠାଣ ପାଇଁ ବ୍ୟାଙ୍କ ପରିସରରୁ ରାସ୍ତା ପର୍ଯ୍ୟନ୍ତ...