ଟ୍ରକ୍କୁ ପିଟିଲା ବସ୍, ୨୦ରୁ ଊର୍ଦ୍ଧ୍ୱ ଆହତ
ଦେବଗଡ଼,୧୦।୧(ଡି.ଏନ୍.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବଣାଇ ଓ ବାରକୋଟ...