ଅପହରଣ ଉଦ୍ୟମ ବେଳେ ନାବାଳକ ଉଦ୍ଧାର
ଦେବଗଡ଼, ୫।୯ (ଶଶାଙ୍କ ଶେଖର ଝାଙ୍କର ): ଜଣେ ନାବାଳକଙ୍କୁ ଅପହରଣ ଉଦ୍ୟମ ବେଳେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ନାବାଳକ ଜଣକ ଦେବଗଡ଼ ଥାନା ବିଜୟନଗର ଉଚ୍ଚ ବିଦ୍ୟାଳୟର...
ଦେବଗଡ଼, ୫।୯ (ଶଶାଙ୍କ ଶେଖର ଝାଙ୍କର ): ଜଣେ ନାବାଳକଙ୍କୁ ଅପହରଣ ଉଦ୍ୟମ ବେଳେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ନାବାଳକ ଜଣକ ଦେବଗଡ଼ ଥାନା ବିଜୟନଗର ଉଚ୍ଚ ବିଦ୍ୟାଳୟର...
ଦେବଗଡ,୩୦।୮(ଶଶାଙ୍କ ଶେଖର ଝାଙ୍କର ): ବାରକୋଟ ବ୍ଲକ ଦନ୍ତାରୀବାହାଳ ଗ୍ରାମ ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ କୁସୁମକଟାରୁ ଗ୍ରାମ ପଞ୍ଚାୟତ ସଦର ମହକୁମାକୁ ସଂଯୋଗ କରୁଥିବା ମାଟି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିବା ସହ ବ୍ୟବହାର ଅନୁପଯୋଗୀ ହୋଇପଡିଛି । ଫଳରେ...
ଦେବଗଡ଼,୨୮ା୮(ଶେଖର ଝାଙ୍କର): ନାଲ୍କୋରେ ଚାକିରି ଦେବାକୁ କହି ଜଣେ ଦୁର୍ବୃତ୍ତ ଦେବଗଡ଼ ଜିଲା ହଦମୁଣ୍ଡା ଗ୍ରାମର ଜଣେ ଯୁବକଙ୍କଠାରୁ ୨ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଦେବଗଡ଼ ଥାନା ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା...
ଦେବଗଡ଼,୨୫ା୮(ଶଶାଙ୍କ ଶେଖର ଝାଙ୍କର): କୁରଡୋକୋଟ ଜଳ ପ୍ରପାତ ଦେବଗଡ଼ ଜିଲା ପାଇଁ ଭଗବାନଙ୍କ ଏକ ଆଶୀର୍ବାଦ। ଏଠାରୁ ଏସିଆର ଦ୍ୱିତୀୟ ହାଇଡ୍ରୋ ବିଦ୍ୟୁତ୍ ଉତ୍ପନ୍ନ ହେଉଥିଲା। ଉକ୍ତ ବିଦ୍ୟୁତ୍ ପ୍ରକଳ୍ପ ୨୦୧୬ରେ ଶତବାର୍ଷିକୀ ପାଳନ କରାଯାଇଥିଲା। ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା...
ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଜିଲା ନାଗରିକ କମିଟି ଦେବଗଡ଼ ଜିଲା ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଆଲୋଚନା କରିଥିଲେ। ତାଳଚେର -ବିମଳାଗଡ଼ ରେଳପଥ ପାଇଁ ଦେବଗଡ଼ ଜିଲାରେ ଜମି...
ଦେବଗଡ଼,୨୦।୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ ପୌରାଞ୍ଚଳ ମଠସାହିରେ ଭଡାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ପାଖରୁ ଗୋଟିଏ ବେଆଇନ ପିସ୍ତଲ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ କୁଣ୍ଢେଇଗୋଳା ଥାନା ତୁଳସିପୁର ଗ୍ରାମର ଶରତ...
ଦେବଗଡ଼,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସହରର ୧୧ ନଂ ଓ୍ବାର୍ଡସ୍ଥିତ ଚିନ୍ମୟ ବିଦ୍ୟାଳୟ ଓ ଜିଲାପାଳଙ୍କ ସରକାରୀ ବାସଭବନକୁ ଯାଇଥିବା ରାସ୍ତା ଉପରେ ଡ୍ରେନ୍ ପାଣି ଭାସୁଛି। ଯାହା ଫଳରେ ପ୍ରତ୍ୟେକ ଦିନ ଯାଉଥିବା ଶତାଧିକ ଛାତ୍ରୀଛାତ୍ର ଅବିଭାବକ ଓ ସ୍ଥାନୀୟ...
ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍ ୧୩ ଲକ୍ଷ ୨୦ ହଜାର ୬୪୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସମ୍ପୃକ୍ତ...
ଦେବଗଡ଼,୩ା୮(ଶଶାଙ୍କ ଶେଖର ଝାଙ୍କର): ଲଗାଣ ବର୍ଷା ପ୍ରଭାବରେ ଦେବଗଡ଼ ପୌରାଞ୍ଚଳ ୧୧ ନମ୍ବର ଓ୍ବାର୍ଡ ମ୍ୟୁନିସିପାଲିଟି ସାହିର ଭକ୍ତବନ୍ଧୁ ହାତୀଙ୍କ ଘର ଭାଙ୍ଗି ଯାଇଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ଭକ୍ତବନ୍ଧୁଙ୍କ ସ୍ତ୍ରୀ ଘର ଭିତରେ...
ଦେବଗଡ଼,୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ଗୋହିରା ଡ୍ୟାମ୍ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ୨ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ଜଣାପଡ଼ିଛି। ଗେଟ୍ ଖୋଲିବା ପୂର୍ବରୁ ବିଭାଗ ପକ୍ଷରୁ ତଳିଆ...
ଦେବଗଡ,୩୧ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ପୁରୁଣାଗଡ଼ର ମଧୁସ୍ମିତା ସାମଲ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍)ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ୧୪ ନମ୍ବର ର଼୍ୟାଙ୍କ ରଖି ସେ ଜିଲା ପାଇଁ ସଫଳତା ଆଣିଛନ୍ତି। ପୋଲିସ ଏଏସ୍ଆଇ ଭବାନୀ ଶଙ୍କର ସାମଲ ଏବଂ...
ଦେବଗଡ଼, ୨୭।୭(ଶଶାଙ୍କ ଶେଖର ଝାଙ୍କର): ଯେତିକି ପାଖେଇ ଆସୁଛି ଆଗାମୀ ନିର୍ବାଚନ, ସେତିକି ଉଷ୍ମତା ବଢିଚାଲିଛି ଦେବଗଡ଼ ରାଜନୀତିରେ। ଦେବଗଡ଼ ଏକ ଛୋଟ ଜିଲା। ୭୦ଟି ପଞ୍ଚାୟତ ତିନୋଟି ବ୍ଲକ ଓ ଗୋଟିଏ ମ୍ୟୁନିସିପାଲିଟିକୁ ନେଇ ଏକ ନିର୍ବାଚନମଣ୍ଡଳୀ। କିନ୍ତୁ...