ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ
ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ ଘରର ଭିତରେ ପଶେଇଦେଲେ ଗାଡି। ଘରର ମୁଖ୍ୟ ଫାଟକ ଭାଙ୍ଗି ଘର...