Advertisement

ଢେଙ୍କାନାଳ

ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ

ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ

କାମାକ୍ଷାନଗର, ୯ା୧୧(ଡି.ଏନ୍‌.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବୀରାଶାଳ ଫରେଷ୍ଟ ସେକ୍ସନ ଅଧୀନ ହରିଡ଼ାପଦାରେ ବେଆଇନ ଗଛକଟାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା…

5 years ago

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୯୨୩୫୨ ମେଟ୍ରିକ ଟନ୍‌ ସଂଗ୍ରହ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୮।୧୧-ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର…

5 years ago
ହିନ୍ଦୋଳରେ କୋରାପୁଟ ଏମ୍‌ପି: ‘କଂଗ୍ରେସ ହିଁ ହୋଇପାରିବ ଭାଜପାର ବିକଳ୍ପ’ହିନ୍ଦୋଳରେ କୋରାପୁଟ ଏମ୍‌ପି: ‘କଂଗ୍ରେସ ହିଁ ହୋଇପାରିବ ଭାଜପାର ବିକଳ୍ପ’

ହିନ୍ଦୋଳରେ କୋରାପୁଟ ଏମ୍‌ପି: ‘କଂଗ୍ରେସ ହିଁ ହୋଇପାରିବ ଭାଜପାର ବିକଳ୍ପ’

ହିନ୍ଦୋଳ, ୭।୧୧(ଡି.ଏନ.ଏ.)-କେନ୍ଦ୍ରରେ ଭାଜପା ସରକାର ଆସିବା ପରଠାରୁ ଦେଶର ଆର୍ଥିକ ଭିତ୍ତଭୂମି ଭୁଶୁଡ଼ି ଯାଇଛି। ଦେଖାଦେଇଥିବା ଏପରି ମାନ୍ଦାବସ୍ଥା କଂଗ୍ରେସ ସମୟରେ ନ ଥିଲା। ଦେଶରେ ନିଯୁକ୍ତି…

5 years ago
ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗ

ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗ

ହିନ୍ଦୋଳ, ୭।୧୧(ଡି.ଏନ.ଏ.)-ହିନ୍ଦୋଳ ଥାନା ନୂଆକୋଟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବୁଧବାର ରାତିରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ଅଭିଯୋଗରେ ଦର୍ଶାଇଛନ୍ତି, ସେ…

5 years ago
୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲାର ୫ ଆହାରକେନ୍ଦ୍ରକୁ ଆଇଏସ୍‌ଓ-୯୦୦୧:୨୦୧୫ ମାନ୍ୟତା ପ୍ରଦାନ କରାଯାଇଥିବା ବୁଧବାର ଜିଲା ଆହାର ସୋସାଇଟି ପକ୍ଷରୁ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଢେଙ୍କାନାଳ ପୌରାଞ୍ଚଳର…

5 years ago
ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ…

5 years ago
ହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋ

ହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ଶାଳୁଆ ଛକ ନିକଟରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଦରବିଲି…

5 years ago
ଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀ

ଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀ

ଢେଙ୍କାନାଳ-ଯୋରନ୍ଦା ରାସ୍ତା ପାର୍ଶ୍ୱରେ ଏକ ଛୋଟିଆ ଗ୍ରାମରେ ରୁହନ୍ତି ମଣିଆ ଭୋଇ (୩୨)। ସ୍ତ୍ରୀ ମହରଗି ଏବଂ ୧୦ମ ପଢୁଆ ପୁଅ ମହେଶ୍ୱରଙ୍କୁ ନେଇ ତାଙ୍କ ପରିବାର।…

5 years ago
କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲାକୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍‌ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍‌ ଭଳି ଜଟିଳ…

5 years ago
ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତିବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ପରଜଙ୍ଗ, ୩।୧୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍‌ କରାଯାଇଥିବାରୁ ରକ୍ତସ୍ରାବ…

5 years ago