ଢେଙ୍କାନାଳ

ଜଙ୍ଗଲରେ ଖଞ୍ଜା ଯାଇଥିଲା ବମ୍‌, ଗିଳିଦେଲା ବଳଦ; ଆଉ ତା’ ପରେ…

ପରଜଙ୍ଗ,୪।୨(ଡି.ଏନ୍‌.ଏ.): ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ଖଞ୍ଜା ଯାଇଥିବା ବମ୍‌ ଖାଇ ଗୋଟିଏ ବଳଦ ଗୁରୁତର ହୋଇପଡ଼ିଛି। ଘଟଣାଟି ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ୍‌ ରେଞ୍ଜ ସୋଲଗାଁ ଜଙ୍ଗଲରେ। ଗ୍ରାମର ଶିଖର ସାହୁଙ୍କ ବଳଦ ସୋଲଗାଁ ଗ୍ରାମ୍ୟ ଜଙ୍ଗଲକୁ ଚରିବା...

ଚାଲାଣ ବେଳେ ୨୪ ଶ୍ରମିକ ଉଦ୍ଧାର

ଢେଙ୍କାନାଳ ଅଫିସ, ୩।୨: ବେଆଇନ ଭାବେ ତାମିଲନାଡୁ ଚାଲାଣ କରାଯାଉଥିବା ୨୪ ଶ୍ରମିକଙ୍କୁ ଢେଙ୍କାନାଳ ଜିଲା ଶ୍ରମ ବିଭାଗ ପୋଲିସ ସହାୟତାରେ ମଙ୍ଗଳବାର ଉଦ୍ଧାର କରିଛି। ଶ୍ରମିକ ଚାଲାଣରେ ମଧ୍ୟସ୍ଥ ସାଜିଥିବା ବ୍ୟକ୍ତିଙ୍କୁ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି। ଅନ୍ୟପଟେ...

‘ବିଖ୍ୟାତ ବରା’ ବ୍ୟବସାୟୀଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୩।୨: ଢେଙ୍କାନାଳ ବରାକୁ ପରିଚିତ କରାଇଥିବା ଗଣେଶ ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ସଦାଶିବ ସାହୁଙ୍କ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ସୂଚନା ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବ୍ୟବସାୟୀ, ପୂଜା ପ୍ରତିଷ୍ଠାନର...

କପିଳାସ ହେବ ଗ୍ରୀନ୍‌ କରିଡର

ଢେଙ୍କାନାଳ ଅଫିସ, ୩।୨ – ପ୍ରସିଦ୍ଧ ଶୈବପୀଠ କପିଳାସ ହେବ ଗ୍ରୀନ୍‌ କରିଡର। ମନ୍ଦିର ପରିସର ସମେତ ଆଖପାଖ ଅଞ୍ଚଳକୁ ମାର୍ଚ୍ଚ ୧ ସୁଦ୍ଧା ପ୍ଲାଷ୍ଟିକ ଏବଂ ପଲିଥିନ ମୁକ୍ତ କରାଯିବ। ଏଥିଲାଗି ଅଣ୍ଟା ଭିଡ଼ିଛି ପ୍ରଶାସନ। ଏ ସଂକ୍ରାନ୍ତରେ...

ଦନ୍ତା ବଢ଼ାଇଛି ଆତଙ୍କ

ଢେଙ୍କାନାଳ ଅଫିସ, ୧।୨: ଢେଙ୍କାନାଳ ଜିଲାରେ ବର୍ଷ ଆରମ୍ଭରୁ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ଧାରଣ କରିଛି। ଫସଲ ଅମଳ ସରିଯାଇଥିବାବେଳେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହୋଇଛନ୍ତି ହାତୀପଲ। ପରଜଙ୍ଗ, ହିନ୍ଦୋଳ ଏବଂ ସଦର ବ୍ଲକରେ ଗୋଠଛଡ଼ା ଦନ୍ତା...

୩ ଚୋରା ମୁଗୁନି ପଥର ହାଇୱା ଜବତ: ୧ଲକ୍ଷ ୯୦ହଜାର ଜରିିମାନା ଆଦାୟ

ପରଜଙ୍ଗ,୩୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ରାଜସ୍ବ ବିଭାଗ ରବିବାର ବାରିହାପୁରଠାରେ ଚଢ଼ାଉ କରି ୩ ମୁଗୁନି ପଥର ହାଇୱା ଜବତ କରିଛି। ଏହା ପରଜଙ୍ଗ ବ୍ଲକ ଦେଇ ଯାଉଥିବା ଅନଗୁଳ- ସୁକିନ୍ଦା-ଡୁବୁରୀ ରେଳପଥ ନିର୍ମାଣ ପ୍ରକଳ୍ପ କାର୍ଯ୍ୟରେ ବ୍ୟବହୃତ ନିମନ୍ତେ...

ବିକାଶ ଖୋଜୁଛି ବୁଦ୍ଧେଶ୍ୱର ପୀଠ

ଭୁବନ, ୩୧।୧(ଡି.ଏନ.ଏ.) ଇତିହାସ ଏବଂ କିମ୍ବଦନ୍ତୀକୁ ନେଇ ସମୃଦ୍ଧ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ମଧ୍ୟ ମିଳିଛି। ଅନୁଦାନ ଆସୁଛି। ଶ୍ରଦ୍ଧାଳୁ ଦେଉଛନ୍ତି ଲକ୍ଷାଧିକ ଟଙ୍କା ଦାନ। ହେଲେ ଅର୍ଥର ସଦ୍‌ବିନିଯୋଗ ହୋଇପାରୁ ନ ଥିବାରୁ ଐତିହାସିକ ବୁଦ୍ଧେଶ୍ୱର ଶୈବପୀଠର ବିକାଶ ଅଟକିଛି। ଅବଧି...

ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଜାଗର ଯାତ୍ରା ପୂର୍ବରୁ ଏହାକୁ ଲୋକାର୍ପିତ କରାଯିବାକୁ ଲକ୍ଷ୍ୟ...

ଷ୍ଟିକର ବଢ଼ାଉଛି ଦ୍ୱନ୍ଦ୍ୱ

ହିନ୍ଦୋଳ, ୨୯।୧(ଡି.ଏନ.ଏ.): ଘର ଗୋଟିଏ। ଲାଗିଛି ଦୁଇ ଷ୍ଟିକର। ଗୋଟିଏ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ଏବଂ ଅନ୍ୟଟି ସୂଚାଉଛି ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାକୁ। ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତର ଗୁଳୁଗୁଣ୍ଡି...

ଜଙ୍ଗଲ ରାସ୍ତାରୁ ନାବାଳକ ଉଦ୍ଧାର

ପରଜଙ୍ଗ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପୋଲିସ ସୋମବାର ସାରେ ଜଣେ ନାବାଳକଙ୍କୁ ଗଡ଼ପଳାଶୁଣୀ ନିକଟ କରଡାଖମଣ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଉଦ୍ଧାର କରିଛି। ସାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଏହି ନାବାଳକଙ୍କୁ ଉଦ୍ଧାର...

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ ଅବସରରେ ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ଜିଲା ଷ୍ଟାଡିୟମ୍‌ଠାରେ ୭୨ତମ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।...

ଫେରିବ ହକିର ହୃତଗୌରବ

ଢେଙ୍କାନାଳ ଅଫିସ, ୨୩।୧ ଢେଙ୍କାନାଳ ଜିଲାରେ ଶେଷନିଃଶ୍ୱାସ ନେଉଥିବା ହକିକୁ ମିଳିବ ପୁନର୍ଜନ୍ମ। ଏହି ଲୋକପ୍ରିୟ ଖେଳ ନୂଆ ରୂପରେ ପଡ଼ିଆକୁ ଫେରିବ। ହକିକୁ କ୍ୟାରିୟର କରିବାକୁ ଇଚ୍ଛୁକ ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ଦିଆଯିବ ଉଚ୍ଚମାନର ପ୍ରଶିକ୍ଷଣ। ରାଜ୍ୟ ତଥା ଜାତୀୟସ୍ତରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri