ଢେଙ୍କାନାଳ

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍‌ ପାସ୍‌ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ...

ମୂର୍ତ୍ତି ନିଶାରେ ମୁନା

ପରଜଙ୍ଗ, ୧୮।୧(ଡି.ଏନ.ଏ.): ମାଟି ହେଉ କି ମାର୍ବଲ। ବ୍ରୋଞ୍ଜ ହେଉ କି ଗ୍ରାନାଇଟ୍‌ ଅବା ଫାଇଭର। ତାଙ୍କ ହାତ ସ୍ପର୍ଶରେ ଜୀବନ୍ତ ରୂପ ନିଏ ନିର୍ଜୀବ ସାମଗ୍ରୀ। ପେନ୍‌ସିଲ ଧରି ଗାରେଇ ଦେଲେ ଝଲସି ଉଠେ ଅବିକଳ ମୁହଁଟେ। ସହର...

ଶୁଭ୍ରାଙ୍କୁ କୋଲକାତାରେ ମାରାଥନ ଜେରା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ୧୭ ହଜାର ୫୦୦ କୋଟିର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଥିଲା। ଏହାପରେ ସେଠାରେ ତାଙ୍କୁ ମାରାଥନ ଜେରା ଚାଲିଛି।...

ବଢୁଛି ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୧୭।୧ (ରତନ ନାୟାର) : କଅଁଳ କାନ୍ଧ ବୋହୁଛି ଜଞ୍ଜାଳ। ସଂସାରର ନୀତିନିୟମ, ଚାଲିଚଳଣ ବୁଝିବା ଆଗରୁ ମୁଣ୍ଡରେ ଲଦି ଦିଆଯାଉଛି ବୋଝ। କୋମଳମତି ବୟସରେ ପାଠପଢ଼ି ଆଗକୁ ବଢ଼ିବା ସମୟରେ ମାତୃତ୍ୱ ଲାଭ କରୁଛନ୍ତି ସେମାନେ। ଅପରିପକ୍ୱ...

ଢେଙ୍କାନାଳରେ ପୁଣି କୁମାରୀ ମା’

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳ ଜିଲା ପୁଣି ବୋହିଛି କୁମାରୀ ମା’ର କଳଙ୍କ। ଭୁବନ ପରେ କାମାକ୍ଷାନଗର ଥାନା ଅଞ୍ଚଳରେ ଏହାର ପୁନରାବୃତ୍ତି ଘଟିଛି। ଜଣେ ୧୭ ବର୍ଷୀୟା ନାବାଳିକା ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ପୁତ୍ର ସନ୍ତାନ...

ଉଡ଼ି ଉଡ଼ି ଉଡ଼ି..

ଢେଙ୍କାନାଳ ଅଫିସ, ୧୪।୧: ‘ଉଡ଼ି ଉଡ଼ି ଉଡ଼ି ଯାରେ ଉଡ଼ି… ଏ ମୋର ଗୁଡ଼ି…’ ଆଜି ବି ଏହି ଗୀତ ଶ୍ରୋତାଙ୍କୁ ନେଇଯାଏ ସତୁରି ଦଶକକୁ। ସୁର ସମ୍ରାଟ ଅକ୍ଷୟ ମହାନ୍ତିଙ୍କ କଣ୍ଠରୁ ଝରି ଆସିଥିବା ଏହି ଗୀତ ବାଜିଲେ ଆଖି...

ଢେଙ୍କାନାଳରେ ୬,୩୫୫ ପକ୍ଷୀ

ଢେଙ୍କାନାଳ ଅଫିସ, ୧୨।୧ ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ଜିଲାର ବିଭିନ୍ନ ବନଖଣ୍ଡ, ସଂରକ୍ଷିତ ଜଙ୍ଗଲ, ଜଳାଶୟରେ ହୋଇଥିବା ଏହି ଗଣନାରୁ ୬,୩୫୫ ପକ୍ଷୀ ରହିଥିବା ଜଣାପଡ଼ିଛି। ତନ୍ମଧ୍ୟରେ କେତେକ ଅତିଥି ପକ୍ଷୀ ମଧ୍ୟ ଅଛନ୍ତି। ମୋଟ ୨୮ ପ୍ରଜାତିର...

କାଗଜ କଲମରେ କଳାଗ୍ରାମ

କାମାକ୍ଷାନଗର, ୧୧।୧ (ସୁଧୀର କୁମାର ପରିଡ଼ା): ଘରେ ଘରେ କଳାକାର। କମିନି କଳାର ଆଦର। ପିଢ଼ି ପରେ ପିଢ଼ି ନିଷ୍ଠାପର ଉଦ୍ୟମ ବଳରେ ଗ୍ରାମରେ ଏବେ ବି ସୁରକ୍ଷିତ ଲୁପ୍ତପ୍ରାୟ ଲୋକକଳା। ସେଥିପାଇଁ ସରକାରୀ ନଥିରେ ଲାଗିଛି କଳାଗ୍ରାମର ଟ୍ୟାଗ୍‌।...

ଅବହେଳାରୁ ଅବ୍ୟବହୃତ

ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ ଧଉଳା ହୋଇଥିବା କମ୍ୟୁନିଟି ଶୌଚାଳୟରେ ଝୁଲୁଛି ତାଲା। ନା ଅଛି ପାଣି ସୁବିଧା...

୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ...

କାନ୍ଧ ସହ ମିଶାଇଲେ କାନ୍ଧ

ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ ମୃତଦେହ ପୂରାଇବାକୁ ରାଜି ହେଲେନି ମାଲିକ। ଅସହାୟ ଅବସ୍ଥାରେ ଝିଅ, ନାତୁଣୀ...

ଶୌଚାଳୟରେ ସନ୍ତାନ ପ୍ରସବ

ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ। ଅବିବାହିତ ଥାଇ ପୁତ୍ର ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କ ମୁଣ୍ଡରେ ଲଦିହୋଇଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri