ଢେଙ୍କାନାଳ

ପ୍ରଶାସନ-ପଥର ମାଫିଆ ଛକାପଞ୍ଝା

ଢେଙ୍କାନାଳ ଅଫିସ, ୨୦।୯ – ପ୍ରଶାସନ ଆଖିରେ ଧୂଳିଦେଇ ସୁରକ୍ଷିତ ଭାବେ ପଥର ଚୋରା ଚାଲାଣ କରିବାକୁ କରାଯାଇଛି ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌। ତହସିଲ କର୍ମଚାରୀଙ୍କ ଉପରେ ନଜର ରଖୁଛନ୍ତି ପଥର ମାଫିଆ। ଚଢ଼ାଉ ପାଇଁ ଯାଉଥିବା ଗାଡ଼ିର ନମ୍ବର...

ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ

ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ ସ୍ତ୍ରୀଙ୍କ ଆଖି ଆଗରେ ଚାଲିଗଲା ସ୍ବାମୀ ଜୀବନ। ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ...

ଭୁବନ ଥାନାରେ ପଶିଲା କରୋନା : ୮ କର୍ମଚାରୀ ପଜିଟିଭ ଚିହ୍ନଟ

ଭୁବନ,୧୨।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ଭୁବନ ଥାନାର ୮ ଜଣ କର୍ମଚାରୀ ଶନିବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଜଣେ କନେଷ୍ଟବଳ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଥାନାର ସମସ୍ତ କର୍ମଚାରୀ ଶନିବାର ଭୁବନ ଡାକ୍ତରଖାନାରେ ଆଣ୍ଟିଜେନ ଟେଷ୍ଟ କରିଥିଲେ। ସେଥିରୁ ୮...

ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ

ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍‌ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟରପଦା ଗ୍ରାମର ସରୋଜ ନାୟକ ଓ ବସନ୍ତପଡା ଗ୍ରାମର ସୁବ୍ରତ ସାହୁ।...

ଜେଲ ଗଲେ ଏଆର୍‌ସିଏସ୍‌

ଢେଙ୍କାନାଳ ଅଫିସ,୪ା୯: ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ସମବାୟ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫ୍‌ କୋଅପରେଟିଭ ସୋସାଇଟି (ଏଆର୍‌ସିଏସ୍‌) ବିଦ୍ୟାଧର ବେହେରା ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗୁରୁବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ବୁଧବାର ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ...

ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’

କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ। ତଳି ରୋଇବାଠୁ ଫସଲ ଅମଳ ଯାଏ ଲାଗି ରହୁଥିଲା ଚିନ୍ତା। ହାଡ଼ଭଙ୍ଗା ପରିଶ୍ରମ...

ବନ୍ୟା ଭସାଇନେଲା ଯାଆଁଳ

ଢେଙ୍କାନାଳ ଅଫିସ, ୩୧।୮: ଢେଙ୍କାନାଳ ଜିଲା ଗଁଦିଆ ଅଞ୍ଚଳର ମତ୍ସ୍ୟଚାଷୀଙ୍କୁ ଦୁଃଖ ଦେଇଛି ବ୍ରାହ୍ମଣୀ ବନ୍ୟା। ବଢ଼ିପାଣିରେ ଯାଆଁଳ ଭାସିଯାଇଛନ୍ତି। ସୀମିତ ସମ୍ବଳରେ ମାଛଚାଷ କରି ଦୁଇ ପଇସା ରୋଜଗାର ଆଶାରେ ଥିବା ଚାଷୀମାନେ ଏବେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକ...

ସୁନିଆରେ ଆସିଲା ମାଟି

ଢେଙ୍କାନାଳ ଅଫିସ, ୩୧ା୮:  ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ପାଇଁ ରବିବାର ପବିତ୍ର ସୁନିଆରେ ମାଟି ଅନୁକୂଳ କରାଯାଇଛି। କରୋନା କଟକଣା ମଧ୍ୟରେ ବିଧିରକ୍ଷା ଲାଗି ବିଭିନ୍ନ ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ଲାଗି ବ୍ରାହ୍ମଣୀ ନଦୀ,...

ବଢ଼ି ବଢ଼ାଇଲା ବିପତ୍ତି

ଭୁବନ, ୩୦।୮(ଡି.ଏନ.ଏ.) କରୋନା ମହାମାରୀ ଦୋହଲାଇ ଦେଇଥିଲା ଆର୍ଥିକ ମେରୁଦଣ୍ଡ। କିଛି ନ ହେଲେ ବର୍ଷକର ଦାନା ଯୋଗାଡ଼ କରିବାକୁ ଜମି ମୁହାଁ ହୋଇଥିଲେ ଚାଷୀ। ବର୍ଷା ନ ଥିବାରୁ ବିଳମ୍ବ ହୋଇଥିଲା ରୁଆ। ତଥାପି ଅଧିକ ଖର୍ଚ୍ଚାନ୍ତ ହୋଇ...

‘ନବଜୀବନପୁର’ର ନବକଳେବର

ଢେଙ୍କାନାଳ ଅଫିସ,(ରତନ ନାୟାର) ୨୭।୮: ଭାରତର ଗ୍ରାମାଞ୍ଚଳର ଲୋକଙ୍କ ଭିତରେ ରହିଥିବା ଆତ୍ମୀୟତା, ଉତ୍ତମ ବ୍ୟବହାର ସାଙ୍ଗକୁ ଭିନ୍ନଧରଣର ଖାଦ୍ୟପେୟ, ଲୋକକଳା ଏବଂ ପାରମ୍ପରିକ କୁଟୀର ଶିଳ୍ପ ଦେଶବିଦେଶର ପର୍ଯ୍ୟଟକଙ୍କୁ ଟାଣି ଆଣିବାର ସାମର୍ଥ୍ୟ ରଖେ। ଏହାକୁ ନଜରରେ ରଖି ଗ୍ରାମୀଣ...

ଦବୁଛି କପିଳାସ ମନ୍ଦିର

ଢେଙ୍କାନାଳ ଅଫିସ, ୨୬।୮ – ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ ଲାଗିଛି। ପୀଠକୁ ଯିବାକୁ ଥିବା ୧୩୫୨ ପାହାଚ ରାସ୍ତା ପାର୍ଶ୍ୱକୁ ମନ୍ଦିର ଧୀରେ...

ଦିଅର ଟାଙ୍ଗିଆ ଚୋଟରେ ଚାଲିଗଲା ଭାଉଜ ଜୀବନ

ଭୁବନ, ୨୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଭୂଷଳ ପଞ୍ଚାୟତ ଅଧୀନ ଅସୁରବନ୍ଧ ଦଳିତ ସାହିରେ ରବିବାର ରାତିରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଦିଅର ରବୀନ୍ଦ୍ର ମଳିକ (୩୩)ଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଲିଲି ମଳିକ (୩୨)ଙ୍କ ଜୀବନ ଯାଇଛି। ଅଭିଯୁକ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri