ଢେଙ୍କାନାଳ

ଗୁରୁତର ଅବସ୍ଥାରେ ଶ୍ରମିକ ଉଦ୍ଧାର

ଭୁବନ, ୫।୪ (ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ନୂଆବଜାର ପରିବା ମାର୍କେଟରୁ ରବିବାର ଉଦ୍ଧାର କରାଯାଇଛି। ସେ ହେଲେ ବାପି ସାହୁ (୨୨)। ତାଙ୍କ ଘର କଟକ ଲିଙ୍କ ରୋଡ୍‌ ଅଞ୍ଚଳରେ। ତାଙ୍କୁ...

ଲକ୍‌ଡାଉନ ଉଲ୍ଲଂଘନ, ୧୭ ଗିରଫ

ଭୁବନ, ୫।୪(ଡି.ଏନ.ଏ.)-ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନ ପୋଲିସ ଶନିବାର ୧୭ଜଣଙ୍କୁ ଗିରଫ କରିଛି। କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାସତ୍ତ୍ୱେ କେତେଜଣ ଅମାନିଆ ଯୁବକ ଏହାକୁ...

ସଙ୍କଟ ଟାଳିବ ସଚେତନତା: ଜିଲାପାଳ

ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ କବଳରୁ ରକ୍ଷା କରିପାରିବ। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ସଚେତନତା ସୃଷ୍ଟି କରିବା...

ବିଶୋଧନ ହେଲା ଏନଏସି

ଭୁବନ, ୪।୪(ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ଭୁବନ ଦମକଳ ବାହିନୀ ପକ୍ଷରୁ ଶନିବାର ଅଞ୍ଚଳର ପ୍ରମୁଖ ସ୍ଥାନଗୁଡିକୁ ବିଶୋଧନ କରାଯାଇଛି। ଏନଏସି କର୍ତ୍ତୃପକ୍ଷ ଏବଂ ତହସିଲଦାର ଶକ୍ତିକାନ୍ତ ରାଏଙ୍କ ଉପସ୍ଥିତିରେ ଡାକ୍ତରଖାନା, କାଳୀଵଜାର ଓ ନୂଆଵଜାରକୁ ବିଶୋଧନ କରାଯାଇଥିଲା। ଏହି କାର୍ଯ୍ୟରେ...

ସହର ସାନିଟାଇଜ଼ ଆରମ୍ଭ

ଢେଙ୍କାନାଳ ଅଫିସ, ୪।୪- କରୋନା ସଂକ୍ରମଣରୁ ସହରବାସୀଙ୍କୁ ସୁରକ୍ଷାଦେବା ଲାଗି ଢେଙ୍କାନାଳ ପୌରସଂସ୍ଥାରେ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ଗଣେଶବଜ଼ାର ଠାରୁ ସହରର ପ୍ରମୁଖ ରାସ୍ତାରେ ବିଶୋଧନ ସିଞ୍ଚନ...

୨୪୦ ଇଟାଭାଟି ଶ୍ରମିକ ଥଇଥାନ

କାମାକ୍ଷାନଗର, ୩ା୪(ଡି.ଏନ.ଏ.) – ଲକ୍‌ଡାଉନ୍‌ ସମୟରେ ସମସ୍ୟାରେ ସନ୍ତୁଳି ହେଉଥିବା ଇଟାଭାଟି ଶ୍ରମିକଙ୍କୁ କାମାକ୍ଷାନଗର ତହସିଲ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ତହସିଲଦାର ସଞ୍ଜୟ କୁମାର ରାଉତଙ୍କ ଉଦ୍ୟମରେ ୨୪୦ ଜଣ ଶ୍ରମିକଙ୍କୁ ପୃଥକ୍‌ ସ୍ଥାନରେ ରଖାଯାଇଛି। ସେମାନଙ୍କୁ ଖାଦ୍ୟପାନୀୟ...

ଡୋକ୍ରା ଶିଳ୍ପକୁ କରୋନା ମାଡ଼

ଢେଙ୍କାନାଳ ଅଫିସ, ୩।୪ – କୋଭିଡ୍‌-୧୯ ସଂକ୍ରମଣରେ ପ୍ରଭାବିତ ହୋଇଛି ସମଗ୍ର ଶିଳ୍ପ ଜଗତ। ଏଥିରୁ ବାଦ୍‌ ପଡ଼ିନି ପାରମ୍ପରିକ ହସ୍ତଶିଳ୍ପ। ଖାସ୍‌ କରି ଲକ୍‌ଡାଉନ ପରେ ଡୋକ୍ରା ଭଳି କୁଟୀରଶିଳ୍ପକୁ ପୁଞ୍ଜି କରି ପରିବାର ପୋଷୁଥିବା ଶିଳ୍ପୀଙ୍କ ହାତ...

୧୦ ଲକ୍ଷ ଦେଲା ଏୟୁସିସି ବ୍ୟାଙ୍କ

ଢେଙ୍କାନାଳ ଅଫିସ୍‌, ୧।୪ – ଅନୁଗୋଳ ସଂଯୁକ୍ତ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଏୟୁସିସି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ମଙ୍ଗଳବାର ୧୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ା ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଜିଲାପାଳ ଭୂମେଶ...

ପାଦ ଚାଲିଲା ଦେଢ଼ଶହ କିମି

ଭୁବନ, ୧।୪(ଡି.ଏନ.ଏ.) – କରୋନା ପାଇଁ ଲକ୍‌ଡାଉନ୍‌ରେ ସାରା ଦେଶ। ଏଥିରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି ଗରିବ ଖଟିଖିଆ ଏବଂ ଦିନ ମଜୁରିଆ। ହାତରେ କାମ ନାହିଁ। ପାଖରେ ପଇସା ନାହିଁ। ସକାଳ ହେଲେ ଘାରୁଛି ଖାଇବା ଚିନ୍ତା। ଯାନବାହନ...

ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କର: ଡିଜିପି

ଢେଙ୍କାନାଳ ଅଫିସ୍‌, ୧।୪: ଢେଙ୍କାନାଳ ଜିଲା ପୋଲିସ କାର୍ଯ୍ୟାଳୟରେ ମଙ୍ଗଳବାର ଲକ୍‌ଡାଉନ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ତାଲାବନ୍ଦ ନେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ନେଇ ଡିଜିପି ସନ୍ତୋଷ ବ୍ୟକ୍ତ କରିଛନ୍ତି। ନିୟମ...

ଟ୍ରଲର ଉପରେ କଟୁଛି ଦିନ

ଢେଙ୍କାନାଳ ଅଫିସ, ୨୯।୩ – ଗାଡ଼ି ଗଡ଼ିଲେ ପେଟକୁ ଦିମୁଠା ମିଳେ। ପରିବାର ଚଳେ। ଗାଡ଼ି ବନ୍ଦ ତ ଦାନାପାଣି ସବୁ ବନ୍ଦ। ପରିବାରକୁ ପଛକରି ସେମାନେ ଚାଲିଆସନ୍ତି। କେତେବେଳେ ପୁଣି ଫେରିବେ କିଛି ଠିକ୍‌ ଠିକଣା ନ ଥାଏ।...

ବହିରାଗତଙ୍କୁ ଗଁ। ମନା

ଢେଙ୍କାନାଳ ଅଫିସ, ୨୯।୩ – ଦିନକୁ ଦିନ ଅଧିକ ଭୟାବହ ହେଉଛି କରୋନା। ସଂକ୍ରମଣରେ ମୃତକ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସଙ୍ଗରୋଧ, ସାମାଜିକ ଦୂରତା, ସ୍ବଚ୍ଛତା ଏବଂ ସତର୍କତା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri