ଢେଙ୍କାନାଳ

ଆର୍‌ଟିଓ ଯାଞ୍ଚ ଜୋରଦାର

ଢେଙ୍କାନାଳ ଅଫିସ,୩।୩ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ (ଆର୍‌ଟିଓ)। ଏହି ପରିପ୍ରେକ୍ଷୀରେ କଟକଣା ଜାରି ହେବାର ଦ୍ୱିତୀୟ ଦିନରେ...

କ’ଣ ହେବ କୋଟିଏ

ଢେଙ୍କାନାଳ ଅଫିସ, ୩।୩ ରାଜସ୍ବ ଆଦାୟର ଅନ୍ୟତମ ପନ୍ଥା ପର୍ଯ୍ୟଟନ ଶିଳ୍ପ। ବିଳମ୍ବରେ ହେଲେ ମଧ୍ୟ ଏ କଥାକୁ ହୃଦୟଙ୍ଗମ କରିଛନ୍ତି ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ନିଜର ପଞ୍ଚମ ପାଳି ଶାସନରେ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଉପରେ ଫୋକସ୍‌...

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ...

କୋର୍ଟରେ ୧୦ କୋଟିର କ୍ଷତିପୂରଣ ମାମଲା

ଢେଙ୍କାନାଳ ଅଫିସ, ୨।୩: ଡାକ୍ତରଙ୍କ ଚିକିତ୍ସାରେ ଅବହେଳା ଯୋଗୁ ଜଣେ ନବଜାତ ଶିଶୁକନ୍ୟାର ହାର୍ଟରେ ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ମହାବୀର ବଜାରରେ ରହୁଥିବା ସାର୍ଥକ ପଟ୍ଟନାୟକ ଏବଂ ତାଙ୍କ ସ୍ତ୍ରୀ ଶୁଚିସ୍ମିତା। ଏ...

ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ

ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ ତଳେ ଶୀତ କାକରରେ ପଡ଼ିଛନ୍ତି ଅଗ୍ନିବିପନ୍ନ। ଅନ୍ୟପଟେ ଦୁର୍ଘଟଣାର ୩ଦିନ ପରେ...

ବାଉଁଶକଣରେ ଭୟାବହ ଅଗ୍ନିକାଣ୍ଡ

ଭୁବନ, ୧।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତର ବାଉଁଶକଣ ଗ୍ରାମ ମାଟିଆ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ବଖରା ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ୫ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ନିଅଁ। କିପରି...

ପଞ୍ଚାୟତସ୍ତରରୁ କାର୍ଯ୍ୟକରିବ ନିୟନ୍ତ୍ରଣ କକ୍ଷ

ଢେଙ୍କାନାଳ ଅଫିସ, ୧।୩ – ଚଳିତବର୍ଷ ରେକର୍ଡ ଭାଙ୍ଗିବ ଗ୍ରୀଷ୍ମ ପ୍ରବାହ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପରି ସୂଚନା ଦିଆଯିବା ପରେ ତାତିର ମୁକାବିଲା ଲାଗି ଅଣ୍ଟା ଭିଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ। ଗ୍ରୀଷ୍ମ ପ୍ରବାହର ମୁକାବିଲା ଲାଗି...

‘ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ସାର’

ଢେଙ୍କାନାଳ ଅଫିସ, ୧।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ସନ୍ଧ୍ୟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ...

ଭୟାବହ ଅଗ୍ନିକାଣ୍ଡ: ୧୪ ବଖରା, ଝିଅ ବାହାଘର ପାଇଁ ଥିବା ଟଙ୍କା, ଗହଣା ଭସ୍ମ

ଭୁବନ, ୨୯ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ଅଧୀନ ବାଉଁଶକଣ ଗ୍ରାମର ମାଟିଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ ପରିବାରର ୧୪ ବଖରା ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଗ୍ରାମବାସୀ ଖାଇ ଶୋଇବା ପରେ ଧନୁ...

ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି: ଗୋଲାପ ଦେଇ ସଚେତନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୯।୨: ମାର୍ଚ୍ଚ ୧ ତାରିଖରୁ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ପାଳନ କରାଯିବ। ପୂର୍ବରୁ ଦିଆଯାଇଥିବା ୬ ମାସ ସମୟ ପୂରିଯାଇଥିବା ବେଳେ ଏଥର ଯାଞ୍ଚ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ।...

ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର...

ଧୈର୍ଯ୍ୟ ରଖ, ଜୀବନକୁ ଭଲପାଅ

ଢେଙ୍କାନାଳ ଅଫିସ,୨୯ା୨ – ଢେଙ୍କାନାଳ ସିନର୍ଜୀ ଇଞ୍ଜିନିୟରିଂ କଲେଜର ବାର୍ଷିକ ସାଂସ୍କୃତିକ ଉତ୍ସବ ସିନଫେଷ୍ଟ-୨୦୨୦ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନ ପରିସରରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ନାଟ୍ୟକାର ଦିଲ୍ଲିଶ୍ୱର ମହାରଣା ଯୋଗଦେଇ କହିଲେ ଯେ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri