ଢେଙ୍କାନାଳ

ମାନ୍ୟତା ପାଇଁ ମୂଲ୍ୟାଙ୍କନ

ଢେଙ୍କାନାଳ ଅଫିସ, ୮।୨ – ବଦଳିବ କପିଳାସ ଜୁ’ର ମାଷ୍ଟର ପ୍ଲାନ। ଏଥିପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯିବ ଲେ-ଆଉଟ୍‌। ଥିମ୍‌ ଅନୁଯାୟୀ ରହିବେ ଜଙ୍ଗଲୀ ଜନ୍ତୁ। ଅପରିଷ୍କାର ପରିବେଶରୁ ଚିଡ଼ିଆଖାନାକୁ ମୁକ୍ତ କରାଯିବ। ସଫାସୁତରା ଉପରେ ଦିଆଯିବ ସ୍ବତନ୍ତ୍ର...

ଦୁର୍ନୀତିର ଚେର ବଡ଼ ଗହୀର

ପରଜଙ୍ଗ, ୭।୨(ଡି.ଏନ.ଏ.) – ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ଠାରୁ ଆରମ୍ଭ କରି ଗ୍ରାମୀଣ ଆବାସ ଯୋଜନା। ଭତ୍ତାଠୁ ଆରମ୍ଭ କରି ରାଶନକାର୍ଡ। ଯେଉଁ ଆଡ଼େ ଚାହିଁଲେ ପୁଳାପୁଳା ଦୁର୍ନୀତି। ବିଭିନ୍ନ ଉପାୟରେ ସରକାରୀ ତହବିଲରୁ ଲୁଟ୍‌ ହୋଇଛି କୋଟି କୋଟି ଟଙ୍କା। ଯେତେ ଉଦ୍ୟମ...

ବିଜୟ ଓଝା ହତ୍ୟାକାଣ୍ଡର ପର୍ଦ୍ଦାଫାଶ

ଭୁବନ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ମହୁଲପାଳ ଗ୍ରାମର ବହୁଚର୍ଚ୍ଚିତ ବିଜୟ ଓଝା (୪୩) ହତ୍ୟାକାଣ୍ଡ ମାମଲାର ପର୍ଦ୍ଦାଫାଶ ହୋଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୋଗରେ ଉକ୍ତ ଗ୍ରାମର ରଞ୍ଜନ ସାହୁ (୪୫)ଙ୍କୁ ପୋଲିସ ଗିରଫ କରିଛି। ବ୍ୟବସାୟିକ...

ସ୍ତ୍ରୀଙ୍କୁ ଦଳିମାରିଲା ହାତୀ, ସ୍ବାମୀ ଗୁରୁତର

ରାସୋଳ, ୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅଧୀନ ବାବନ୍ଧ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବକୁ ନେଇ ଭୟ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ବୁଧବାର ବିଳମ୍ବିତ ରାତିରେ ମାଟିଆ ସାହିରେ ଏକ ହାତୀ ପଶି ଜଣେ ମହିଳାଙ୍କୁ...

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୭।୨ – ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ୩ଦିନ ଧରି ଆୟୋଜିତ ହେବାକୁ ଥିବା ଏହି ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ମହିମାଗାଦି। ମେଳା ଅବ୍ୟବହିତ ପୂର୍ବରୁ ଯୋରନ୍ଦାକୁ...

ପୋଡ଼ପଡ଼ାରେ ପୁଣି ହାତୀ ମୃତ୍ୟୁ: ମାସକର ଛୁଆକୁ ଦଳି ମାରିଦେଲେ ହାତୀପଲ

ଓଡ଼ାପଡ଼ା,୬।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ରେଞ୍ଜ୍‌ ପୋଡ଼ପଡ଼ା ଗ୍ରାମ ନିକଟସ୍ଥ ବେଣୁଗୁଡ଼ା ପୋଲ ନିକଟରେ ଗୁରୁବାର ଏକ ଛୁଆହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ମାସକର ଛୁଆହାତୀକୁ ହାତୀମାନେ ଦଳି ମାରି ଦେଇଥିବା ଅନୁମାନ କରାଯାଉଛି ବୋଲି ବନ ବିଭାଗ...

ନରହନ୍ତା ଦନ୍ତା ଏବେ ‘ରାକେଶ’

ଢେଙ୍କାନାଳ ଅଫିସ, ୬।୨ – କପିଳାସ ଚିଡ଼ିଆଖାନାକୁ ଅଣାଯାଇଥିବା ନରହନ୍ତା ଦନ୍ତାର ବୁଧବାର ନାମକରଣ କରାଯାଇଛି। ଚିଡ଼ିଆଖାନା କର୍ତ୍ତୃପକ୍ଷ ଏହାର ନୂତନ ନଁ। ‘ରାକେଶ’ ରଖିଛନ୍ତି। ରେଜିଷ୍ଟ୍ରରରେ ଉକ୍ତ ନାମକୁ ପଞ୍ଜୀକୃତ କରାଯାଇଥିବା କପିଳାସ ରେଞ୍ଜର ଦର୍ଶନିଆ ଭୋଇ ସୂଚନା...

୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପରଜଙ୍ଗ, ୬।୨(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆଖୁଆପାଳ ପଞ୍ଚାୟତ ଅଧୀନ ୩ନଂ. କଲୋନୀ ଦଳିତ ବସ୍ତି ନିକଟରେ ଥିବା ଏକ କରଡ଼ା ଗଛରୁ ମଙ୍ଗଳବାର ରାତିରେ ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।...

ଶ୍ୱଶୁରଙ୍କ ଆକ୍ରମଣରେ ଜ୍ୱାଇଁ ଗୁରୁତର

ପରଜଙ୍ଗ, ୫।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗ୍ରାମରେ ମଙ୍ଗଳବାର ରାତିରେ ଶ୍ୱଶୁର ଘର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଜ୍ୱାଇଁ ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣର ଶିକାର ହୋଇଛନ୍ତି ଯାଜପୁର...

ପୂର୍ତ୍ତ ରାସ୍ତା କାମ ତଦାରଖ କଲେ ମନ୍ତ୍ରୀ

ଭୁବନ, ୫।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗରଠାରୁ ଯାଜପୁର ଜିଲା ଡୁବୁରୀକୁ ଗମନାଗମନ ସୁଗମ କରିବାକୁ ରେଙ୍ଗାଳି ବାମ କେନାଲ ପାର୍ଶ୍ୱରେ ନିର୍ମାଣ ଚାଲିଛି ପୂର୍ତ୍ତ ବିଭାଗ ରାସ୍ତା। ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର...

ବେଆଇନ ଇଟାଭାଟିରେ ବୁଲିଲା ଜେସିବି

ପରଜଙ୍ଗ, ୫।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ପକ୍ଷରୁ କୁଆଲୋ ରାଜସ୍ବ ସର୍କଲରେ ଗଢ଼ିଉଠିଥିବା ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରିବେଶ ନିୟମ ଉଲ୍ଲଂଘନ କରି ବ୍ରାହ୍ମଣୀ ନଦୀ ଅବବାହିକାରେ ଥିବା ଉକ୍ତ...

ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଢେଙ୍କାନାଳ ଅଫିସ, ୫।୨- ଢେଙ୍କାନାଳ ସର୍କିଟ୍‌ ହାଉସ୍‌ ପରିସରରେ ମଙ୍ଗଳବାର ଓଡ଼ିଶା ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୧୦ ପକ୍ଷରୁ ଜିଲା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଶକ୍ତି ଏବଂ ଅବକାରୀ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କମିଟି ଅଧ୍ୟକ୍ଷ ବିଧାୟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri