ଢେଙ୍କାନାଳ

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ ବୃଦ୍ଧା ମା’। ମୃତ ମହିଳା ହେଲେ ବୈଦେହୀ ସାହୁ (୭୨)। ଅଭିଯୁକ୍ତ...

ହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ଶାଳୁଆ ଛକ ନିକଟରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଦରବିଲି ଗ୍ରାମର ହୃଦାନନ୍ଦ ମଲ୍ଲିକ (୭୦)। ସେ ସକାଳେ ଶୌଚ ହେବାକୁ ଯାଇଥିବାବେଳେ...

ଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀ

ଢେଙ୍କାନାଳ-ଯୋରନ୍ଦା ରାସ୍ତା ପାର୍ଶ୍ୱରେ ଏକ ଛୋଟିଆ ଗ୍ରାମରେ ରୁହନ୍ତି ମଣିଆ ଭୋଇ (୩୨)। ସ୍ତ୍ରୀ ମହରଗି ଏବଂ ୧୦ମ ପଢୁଆ ପୁଅ ମହେଶ୍ୱରଙ୍କୁ ନେଇ ତାଙ୍କ ପରିବାର। ବର୍ଷର ୮ମାସ ଆଇସ୍‌କ୍ରିମ୍‌ ଏବଂ ଅନ୍ୟ ୪ ମାସ ଚାଷବାସ କରି...

କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍‌ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍‌ ଭଳି ଜଟିଳ ବିଷୟକୁ ଅତି ସହଜରେ କରାୟତ୍ତ କରିଥିବା ଏହି କୁନି ଝିଅ ହେଲେ...

ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ପରଜଙ୍ଗ, ୩।୧୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍‌ କରାଯାଇଥିବାରୁ ରକ୍ତସ୍ରାବ ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଆଖୁଆପାଳ ପଞ୍ଚାୟତ...

ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨।୧୧ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଷ୍ଟାଣ୍ଡିଂ କମିଟି ପତ୍ର ଲେଖି କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ...

ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ

ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା ଉଦ୍‌ଯାପନୀ ସମାରୋହରେ ସ୍ବଚ୍ଛତା ରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ...

ଘର ତିଆରି ବିଲ୍‌ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ

କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁଶାନ୍ତି ସେଠୀ। ଲାଞ୍ଚ କାରବାରରେ ତାଙ୍କର ସମ୍ପୃକ୍ତି ଥିବା...

ଘରକୁ ବାହୁଡ଼ିଲେ ତୁଫାନୀ

ଢେଙ୍କାନାଳ ଅଫିସ, ୨।୧୧ ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ ଜରାଶ୍ରମର କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ତୁଫାନୀଙ୍କ ପୈତୃକ ଗ୍ରାମ ବିହାରର...

ଆବାସ କାର୍ଯ୍ୟାଦେଶ ପାଇଁ ଲାଞ୍ଚ ମାମଲା: ତଦନ୍ତ କଲେ ଏପିଡି

ପରଜଙ୍ଗ, ୧।୧୧(ଡି.ଏନ.ଏ.)-ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଁ ଲାଞ୍ଚ କାରବାର ହେଉଥିବା ହିତାଧିକାରୀମାନେ ଅଭିଯୋଗ ଆଣିଥିଲେ। ଗୁରୁବାର ଏପିଡି ସରିତା ଷଡ଼ଙ୍ଗୀ, ଓଡ଼ିଶା ଜୀବିକା ମିଶନ ଏପିଡି ମୌସୁମୀ ମହାନ୍ତି, ପିଇଓ ନକୁଳ ବେହେରା...

ଗୃହ କାର୍ଯ୍ୟାଦେଶ ବିଲ୍‌ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ

କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍‌ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଥିବାବେଳେ ଏ ସମ୍ପର୍କିତ ଫୋନ୍‌ ରେକର୍ଡିଂ ଲାଗିଛି ଗଣମାଧ୍ୟମ ହାତରେ।...

ଢେଙ୍କାନାଳରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ: ‘୫-ଟି’ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ/ଓଡ଼ାପଡ଼ା (ଡି.ଏନ.ଏ.), ୧।୧୧ – ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାରଠାରୁ ୨ଦିନିଆ ଢେଙ୍କାନାଳ ଗସ୍ତରେ ଆସି ୧୩ଗୋଟି ଯୋଜନାର ସମୀକ୍ଷା କରିଛନ୍ତି। ସେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri