ଢେଙ୍କାନାଳ

ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍‌ଙ୍କୁ ଚାହିଁ ବସିଛନ୍ତି ସଭିଏଁ

କାମାକ୍ଷାନଗର, ୨୦।୬(ଡି.ଏନ୍‌.ଏ.) – ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍‌ ସାହୁ। ହଠାତ୍‌ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ, ପରିବାର, ଆତ୍ମୀୟସ୍ବଜନ ଏବେ ସତ୍ୟତା ଜାଣିଲେଣି। ଏବେ ଅଫେରା ଦୁନିଆରେ ଅଜିତ୍‌। ସେ...

ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା

ଢେଙ୍କାନାଳ ଅଫିସ,୨୦।୬ – ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁକନ୍ୟାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଢେଙ୍କାନାଳ ଯିବା ପାଇଁ ବସ୍‌କୁ ଅପେକ୍ଷା...

ବିମାନରେ ଯାନ୍ତ୍ରିକ ତ୍ରୁଟି: ଆଜି ପହଞ୍ଚିବ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର, ୧୯।୬(ଡି.ଏନ୍‌.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ। ଜନ୍ମମାଟି କାମାକ୍ଷାନଗର ବ୍ଲକ ବଡ଼ସୁଅଁ।ଳ ଗ୍ରାମକୁ ଅଣାଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ...

ସୋମ୍‌ ହିରୋ ପକ୍ଷରୁ ନୂତନ ବାଇକ୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ, ୧୯।୬- ଢେଙ୍କାନାଳ କୁଞ୍ଜକାନ୍ତସ୍ଥିତ ସୋମ୍‌ ହିରୋ ଶୋ’ରୁମ ପରିସରରେ ହିରୋ କମ୍ପାନୀ ପକ୍ଷରୁ ନୂତନ ଜ୍ଞାନକୌଶଳରେ ନିର୍ମିତ ୩ ବାଇକ୍‌ ଓ ସ୍କୁଟର ମଙ୍ଗଳବାର ଅପରାହ୍ନରେ ବଜାର ପ୍ରବେଶ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଶୋ’ରୁମର...

କାମାକ୍ଷାନଗର ଏନ୍‌ଏସି ହଟାଇଲା ଜବରଦଖଲ

କାମାକ୍ଷାନଗର, ୧୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିରେ ରାସ୍ତା ପାର୍ଶ୍ୱ ଡ୍ରେନ୍‌ ଉପରେ ଥିବା ଅସ୍ଥାୟୀ ଘରଗୁଡ଼ିକୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି।  ଏନ୍‌ଏସିର ସୌନ୍ଦର୍ଯ୍ୟକରଣ ବଢ଼ାଇବା ଏବଂ ଟ୍ରାଫିକ୍‌ ସମସ୍ୟାର ସମାଧାନ ଲାଗି ପ୍ରଶାସନ ଏବଂ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମରେ...

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

କାମାକ୍ଷାନଗର, ୧୮।୬(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ସୋମବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଗ୍ରାମର ଅଜିତ୍‌ ସାହୁ। ୨୦୧୫...

ତୁରନ୍ତ ଆର୍‌ପିଡିଏସି ବୈଠକ ବସିବାକୁ ଦାବି:ଜିଲାପାଳଙ୍କୁ ଭେଟିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ

ଢେଙ୍କାନାଳ ଅଫିସ,୧୮ା୬ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଝାଡବନ୍ଧଠାରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପ୍ରକଳ୍ପ ପାଇଁ ପୁନର୍ବାସ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି(ଆରପିଡିଏସି) ବୈଠକ ତୁରନ୍ତ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ଜମିହରା ପ୍ରଜା ଦାବି କରିଛନ୍ତି। ସୋମବାର...

ପରିବେଶକୁ ସୁରକ୍ଷା ଦେବ ବ୍ରାହ୍ମଣୀ ଅବବାହିକା:ବର୍ଷକରେ ଲାଗିବ ୬୫ ହଜାର ବୃକ୍ଷ

ଢେଙ୍କାନାଳ ଅଫିସ,୧୮ା୬ବିଗୁଡ଼ୁଛି ପରିବେଶ। ଦିନକୁ ଦିନ ବଢୁଛି ତାତି। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଡହଳବିକଳ ହେଉଛି ମଣିଷ ଜୀବନ। ସ୍ଥିତିକୁ ଅଧିକ ସଙ୍କଟ କରିଛି ଜଳସ୍ତର ହ୍ରାସ। ଏହି କାରଣରୁ ଆଗାମୀ ଦିନରେ ଭୟାବହ ପରିସ୍ଥିତି ସୃଷ୍ଟି ହେବାକୁ...

ଭୁବନରେ ଦେବସ୍ନାନ ପୂର୍ଣ୍ଣିମା

ଭୁବନ,୧୭ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି । ସକାଳେ ସମସ୍ତ ନୀତିକାନ୍ତି ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଯାଇଥିଲା।...

ଐତିହାସିକ ରଞ୍ଜାଗୋଳ ରଜ: ଜମୁଛି ଭିଡ଼, ବଢୁଛି ଉତ୍ସାହ

ସାତମାଇଲ, ୧୬।୬(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ହିନ୍ଦୋଳ ବ୍ଲକ ଅନ୍ତର୍ଗତ ରଞ୍ଜାଗୋଳ ଗ୍ରାମରେ ଆରମ୍ଭ ହୋଇଛି ଐତିହାସିକ ରଜ ମହୋତ୍ସବ ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ୨୦୦ବର୍ଷ ପୁରୁଣା ଏହି ରଜ ଉତ୍ସବ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ...

ଧୁଡୁକି ଦେଉଛି ପେଟକୁ ଦାନା

କାମାକ୍ଷାନଗର, ୧୬।୬(ଡି.ଏନ୍‌.ଏ.) – ଭଜନ ହେଉକି ଆଧୁନିକ ଗୀତ, ବେଶ୍‌ ମାନେ ତାଙ୍କ କଣ୍ଠକୁ। ଆଉ ସେଥିରେ ଯେବେ ମିଶିଯାଏ ଧୁଡୁକିର ମନଛୁଅଁା ରାଗ, ମତୁଆଲା ହୋଇଉଠେ ପରିବେଶ। ବାଟରେ ଯାଉଥିବା ଦେଖଣାହାରୀ ବି ଘଡ଼ିଏ ଅଟକି ଯାଆନ୍ତି ତାଙ୍କ...

ରଜମଉଜ ମହୋତ୍ସବ ଉଦ୍‌ଘାଟିତ:‘ସବୁଜ ସହର ଗଢ଼ିବାକୁ ସଂକଳ୍ପ ନିଅ’

ଢେଙ୍କାନାଳ ଅଫିସ, ୧୫।୬ଅଶୀ ଦଶକରେ ଢେଙ୍କାନାଳ ସହର ସବୁଜିମାରେ ପରିପୂର୍ଣ୍ଣ ହୋଇ ରହିଥିଲା। ରଜ ମହୋତ୍ସବରେ ପିଲାମାନେ ଗଛରେ ଦୋଳି ବାନ୍ଧି ଖେଳୁଥିଲେ। ସେଦିନର ସବୁଜ ପରିବେଶ ଆଉ ନାହିଁ। ଏ ଦିଗରେ ଚିନ୍ତା କରିବାର ବେଳଆସିଛି। ସମସ୍ତେ ମିଳିମିଶି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri