ଢେଙ୍କାନାଳ

ଦାୟୀତ୍ୱ ନେଲେ ଢେଙ୍କାନାଳର ନୂତନ ଏସ୍‌ପି

ଢେଙ୍କାନାଳ ଅଫିସ,୬।୧: ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଓଡ଼ିଶା ପୋଲିସ ସେବାର ବରିଷ୍ଠ ଅଧିକାରୀ ଜ୍ଞାନ ରଞ୍ଜନ ମହାପାତ୍ର ଶୁକ୍ରବାର ପୋଲିସ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଜିଲା ପୋଲିସ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଅତିରିକ୍ତ...

ଢେଙ୍କାନାଳରେ ହକି ବିଶ୍ୱ କପ୍‌କୁ ଭବ୍ୟ ସ୍ବାଗତ

ଢେଙ୍କାନାଳ ଅଫିସ,୬।୧: ହକି ବିଶ୍ବକପ୍‌କୁ ଢ଼େଙ୍କାନାଳରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଶୁକ୍ରବାର ସକାଳେ ହକି ବିଶକପ୍‌କୁ ସହରସ୍ଥିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିକଟକୁ ଅଣାଯାଇଥିଲା। ଏହି ଅବସରରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଲୋକକଳା କଳାକାରଙ୍କ ଦ୍ୱାରା ଲୋକ ନୃତ୍ୟ,...

ଦଦରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼

ପରଜଙ୍ଗ,୬।୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ଗହଳଚହଳରେ ମୁଖରିତ ହୋଇଉଠିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଦଦରାଘାଟି ଡ୍ୟାମ୍‌। ସହରର କୋଳାହଳଠାରୁ ଦୂର ଶାନ୍ତ ସବୁଜିମା କୋଳରେ କିଛି ସମୟ ବିତାଇବା ଲାଗି ଏଠାକୁ ଛୁଟି ଆସୁଛନ୍ତି ରାଜ୍ୟ ତଥା ରାଜ୍ୟ...

ପ୍ରତି ବ୍ଲକରେ ହେବ ୨ ଶୀତଳ ଭଣ୍ଡାର

ଢେଙ୍କାନାଳ ଅଫିସ,୫।୧: ଢେଙ୍କାନାଳ ଜିଲା ପରିଷଦର ୪ର୍ଥ ସାଧାରଣ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ...

କ୍ରଶରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ

ଢେଙ୍କାନାଳ ଅଫିସ, ୪।୧: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା (୪୪) ଏବଂ ସୁବ୍ରତ କୁମାର ନାୟକଙ୍କ ଉପରେ ସୋମବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଉଭୟେ ରାତ୍ରି ଭୋଜନ କରୁଥିବାବେଳେ ୧୦ରୁ...

‘ନିର୍ଭୀକ ଭାବେ କଲମ ଚଳାଅ’

ଭୁବନ, ୩।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବରିଷ୍ଠ ନାଗରିକ ସଭାଗୃହରେ ରବିବାର ଆଞ୍ଚଳିକ ସାହିତ୍ୟ କଳାସେବା ପରିଷଦର ସାରସ୍ବତ ସମାବେଶ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସାହିତି୍ୟକ ତଥା ବରିଷ୍ଠ ପ୍ରଶାସକ ହରିଶ ଚନ୍ଦ୍ର ବେହେରା ଏହାକୁ...

ସବୁଜିମା ଚିନ୍ତାରେ ଶ୍ରମଜୀବୀ

ସାତମାଇଲ, ୩।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନନ୍ଦପୁର ଗ୍ରାମର ଗୋପବନ୍ଧୁ ବେହେରା। ବୟସ ମାତ୍ର ୩୮। ସ୍ତ୍ରୀ, ଦୁଇପୁଅ, ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ମୁଣ୍ଡଝାଳ ତୁଣ୍ଡରେ ମାରି ଦିନସାରା ହାଡ଼ଭଙ୍ଗା ପରିଶ୍ରମ ପରେ ଯେତିକି ପାରିଶ୍ରମିକ...

ନକଲି ବିଦେଶୀ ମଦ କାରଖାନା ଠାବ: କନଷ୍ଟେବଳ, ଜିଲା ପରିଷଦ ସଭ୍ୟ ଗିରଫ

ଢେଙ୍କାନାଳ ଅଫିସ,୩।୧: ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଧୀନ ଏକତାଳି ଗ୍ରାମରେ ଚଢାଉ କରି ଏକ ନକଲି ବିଦେଶୀ ମଦ କାରଖାନା ଠାବ କରିଛି। ଚଢ଼ାଉ ବେଳେ ଅଧିକାରୀମାନେ ଘଟଣାରେ ସମ୍ପୃକ୍ତ ଜଣେ ପୋଲିସ...

ବ୍ଲାକସ୍ପଟ୍‌ରେ ସାଇନେଜ୍‌ ଲଗାଅ

ଢେଙ୍କାନାଳ ଅଫିସ, ୨।୧:ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଅଧ୍ୟକ୍ଷତା କରି କହିଲେ, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ...

ପାରିଶ୍ରମିକ ବୃଦ୍ଧି ଦାବିକଲେ ପାଚିକା

ଢେଙ୍କାନାଳ ଅଫିସ, ୩୧।୧୨: ପାରିଶ୍ରମିକ ବୃଦ୍ଧି ଏବଂ ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବିରେ ଗର୍ଜିଛନ୍ତି ଢେଙ୍କାନାଳ ଜିଲାର ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା। ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀଙ୍କୁ ସଂଘ ପକ୍ଷରୁ ୯ଦଫା ସମ୍ବଳିତ...

ଶ୍ରେଷ୍ଠ ୨୦ରେ ଶୁଭଶ୍ରୀ

ଢେଙ୍କାନାଳ ଅଫିସ, ୩୧ା୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଶ୍ରେଷ୍ଠ ୨୦ ପ୍ରତିଯୋଗୀ ତଥା ବିଜେତାଙ୍କ ମଧ୍ୟରେ ରହିଛନ୍ତି ଢେଙ୍କାନାଳ ଜିଲା ବ୍ରାହ୍ମଣୀ ପବ୍ଲିକ ସ୍କୁଲ ଛାତ୍ରୀ ଶୁଭଶ୍ରୀ ପଣ୍ଡା। ସମ୍ପୃକ୍ତ ଛାତ୍ରୀଛାତ୍ର ଭାରତୀୟ ମହାକାଶ...

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି ସିନା, ହେଲେ ତାଙ୍କ ଶରୀର ତାଙ୍କ ପରି ଅନେକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri