ଭୁବନ, ୨୯।୯(ଡି.ଏନ୍.ଏ.): ଜମି ଥିଲା। ବର୍ଷତମାମ ହେଉଥିଲା ଚାଷବାସ। ଲୋଡ଼ା ହେଉଥିଲେ ବଳଦ, ପୋଢ଼ ଭଳି ଭାରବାହୀ ପ୍ରାଣୀ। ଏବେ କିନ୍ତୁ ଯାନ୍ତ୍ରିକ ଯୁଗ। କଳଲଙ୍ଗଳରେ କମ୍ ସମୟରେ ହୋଇଯାଉଛି ଚାଷ। ଆଉ ବର୍ଷତମାମ ଖର୍ଚ୍ଚ କରି ବଳଦ ପାଳିବାକୁ...
ଢେଙ୍କାନାଳ ଅଫିସ, ୨୮।୯: ମହିମା ଧର୍ମର ଅନ୍ତୁଡ଼ିଶାଳ ତଥା ମହିମା ଗୋସାଇଁଙ୍କ ଆତ୍ମଯୋଗ ସାଧନାର ପୀଠସ୍ଥଳ କପିଳାସ ଅଭୟାରଣ୍ୟ ଭିତରେ ଥିବା ତପୋବନ ପୀଠ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଗାଡ଼ି ଯାତାୟାତ ତ ଦୂରର କଥା ପାଦରେ ଚାଲିକରି ଯିବା...
ଢେଙ୍କାନାଳ ଅଫିସ, ୨୮।୯: ପାର୍ବଣ ଋତୁ ହେଉଛି ବ୍ୟବସାୟର ସମୟ। ବ୍ୟବସାୟୀମାନେ ଏହି ଦୁଇମାସକୁ କରିଥାଆନ୍ତ ଅପେକ୍ଷା। ଅଧିକ ଲାଭ ମନାଭାବ ହେଉ କି ସଚେତନତାର ଅଭାବ ଅନେକ ସମୟରେ ସେମାନେ ଭୁଲିଯାଆନ୍ତି ଖାଦ୍ୟ ନିରାପତ୍ତା। ପାଟିକୁ ସ୍ବାଦିଷ୍ଟ ଲାଗୁଥିଲେ...
Archives
Model This Week
ପିଲାଙ୍କ ଧରିତ୍ରୀ