ଢେଙ୍କାନାଳ

ରଜରେ ମୁଖରିତ ରଞ୍ଜାଗୋଳ

ସାତମାଇଲ, ୧୪।୬ ରଜ ମହୋତ୍ସବ ପାଇଁ ରାଜ୍ୟରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ରଞ୍ଜାଗୋଳ। ଦୀର୍ଘ ୨୦୦ ବର୍ଷ ହେଲା ଏଠାରେ କୃଷିଭିତ୍ତିକ ପର୍ବ ରଜ ପାଳିତ ହୋଇ ଆସୁଛି। କରୋନା କଟକଣା ପାଇଁ...

ରାସ୍ତାକୁ ଓହ୍ଲାଇଲେ ବଡ଼ଝରାବାସୀ

ପରଜଙ୍ଗ, ୧୪।୬ (ଡି.ଏନ୍‌.ଏ.) ଜମି ପାଖଦେଇ ଯାଇଛି କେନାଲ। ହେଲେ ବିଲକୁ ମାଡୁନି ପାଣି। ସ୍ଥାଣୁ ପାଲଟିଛି ବସୁଧା ପ୍ରକଳ୍ପ। ଏନ୍‌ଏଚ୍‌ ସମ୍ପ୍ରସାରଣରେ ବିଲବାଡ଼ି କ୍ଷତିଗ୍ରସ୍ତ ହୋଇଗଲାଣି। ବର୍ଷ ବର୍ଷ ଧରି ଏଭଳି ସମସ୍ୟା ଲାଗି ରହିଥିବାବେଳେ ଏହାର ପ୍ରତିବାଦରେ...

ସମୃଦ୍ଧ ହେବ ଡୋକ୍ରା ହସ୍ତଶିଳ୍ପ

ଢେଙ୍କାନାଳ ଅଫିସ, ୧୪।୬ ଢେଙ୍କାନାଳ ହେବ ଡୋକ୍ରା ହସ୍ତକଳାର ହବ୍‌। ଏଠାରୁ ପ୍ରସ୍ତୁତ ସାମଗ୍ରୀ ଦେଶବିଦେଶରେ ପହଞ୍ଚତ୍ବ। ଏହାକୁ ଜୀବିକା ଭାବେ ଗ୍ରହଣ କରିଥିବା ଶିଳ୍ପୀଙ୍କ ଆର୍ଥତ୍କ ଅବସ୍ଥା ବଦଳିବ। ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର-ସଦେଇବେରେଣୀରେ କଳାକୃତି ଗ୍ରାମ...

ମିଳୁନି ମୁନ୍ଦାଏ ପାଣି

ଭୁବନ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଏନ୍‌ଏସିର ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳୀ ନୂଆବଜାରରେ ସୃଷ୍ଟି ହୋଇଛି ଜଳସଙ୍କଟ। ଦୀର୍ଘ ୧୦ବର୍ଷ ତଳେ ଏଠାରେ ସ୍ଥାପିତ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଏବଂ ଏକମାତ୍ର ନଳକୂପ ଅଚଳ ହୋଇପଡ଼ିବା ପରେ ପାଣି...

ଶାବକ ଜନ୍ମ କରି ଛାଡ଼ି ପଳାଇଲା ମା’ ହାତୀ

ଢ଼େଙ୍କାନାଳ ଅଫିସ,୧୨।୬: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ରାସୋଳ ଥାନା କୁନୁଆ ଶବର ସାହିରେ ଶନିବାର ଏକ ମାଈ ହାତୀ ଶାବକ ଜନ୍ମ କରି ନିକଟସ୍ଥ ଜଙ୍ଗଲକୁ ପଳାଇଛି। ଖବରପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀ ଶାବକର...

ହାତୀଙ୍କୁ ଅଟକାଇବେ ମହୁମାଛି

ଢେଙ୍କାନାଳ ଅଫିସ, ୧୨।୬ ଢେଙ୍କାନାଳର ଶୀତଳ ଜଳବାୟୁ, ସଂରକ୍ଷିତ ଜଙ୍ଗଲରେ ପର୍ଯ୍ୟାପ୍ତ ଖାଦ୍ୟ ଐତିହ୍ୟ ମାନ୍ୟତାପ୍ରାପ୍ତ ପ୍ରାଣୀ ହାତୀଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଛି। ଜିଲାରେ ହାତୀବଂଶ ବୃଦ୍ଧି ଘଟୁଥିବାବେଳେ ସମାନ୍ତରାଳ ଭାବେ ବଢିଚାଲିଛି ମଣିଷ ସହିତ ସେମାନଙ୍କ ସଂଘର୍ଷ।...

‘ପର୍ଯ୍ୟଟନ ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟରପ୍ଲାନ୍‌’

ଢେଙ୍କାନାଳ ଅଫିସ, ୧୨।୬ ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟର ପ୍ଲାନ୍‌ କରାଯିବ। ଜନପ୍ରତିନିଧି, ଜିଲାପାଳ, ରାଜ୍ୟସ୍ତରୀୟ ସଚିବମାନଙ୍କ ସହ ଏ ନେଇ ଆଲୋଚନା କରାଯିବ। ଏହାପରେ ପର୍ଯ୍ୟାୟକ୍ରମେ ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ହେବ। ସମସ୍ତଙ୍କ ସହଯୋଗରେ ଓଡ଼ିଆ ଭାଷା...

ପୁଣି ଧରାପଡ଼ିଲା ଧଳାଜହର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳ ଜିଲାରେ ବ୍ରାଉନ୍‌ସୁଗାର ର଼୍ୟାକେଟ୍‌ ସକ୍ରିୟ ହୋଇଉଠିଛି। ସହରସ୍ଥିତ ରାମେଶ୍ୱରପୁର ରେଳଧାରଣା ପାର୍ଶ୍ୱରେ ଥିବା ଏକ ସିମେଣ୍ଟ ଗୋଦାମ ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ ୭୦୦ ମିଲିଗ୍ରାମ ବ୍ରାଉନ୍‌ ସୁଗାର ଜବତ...

ଭାରିଯାନ ବଢ଼ାଉଛି ପ୍ରଦୂଷଣ

ଭୁବନ, ୧୧।୬(ଡି.ଏନ୍‌.ଏ) ଢେଙ୍କାନାଳ ଜିଲା ଭୁବନ ବ୍ଲକ କାନଖାଇ ଗ୍ରାମଦେଇ ଦୈନିକ ଶତାଧିକ କ୍ରୋମାଇଟ୍‌ ବୋଝେଇ ଭାରିଯାନ ଚଳାଚଳ କରୁଛି। ଫଳରେ ପ୍ରଦୂଷଣ ଏବଂ ଦୁର୍ଘଟଣା ବଢୁଛି। ଗ୍ରାମ୍ୟ ରାସ୍ତା ଶୋଚନୀୟ ହୋଇପଡ଼ିଲାଣି। ଏହାର ପ୍ରତିବାଦରେ ଦୀର୍ଘଦିନ ଧରି କୁହୁଳିଥିବା...

ପର୍ଯ୍ୟଟନସ୍ଥଳୀରେ ହେଉ ହସ୍ତଶିଳ୍ପ ପ୍ରଦର୍ଶନ ବଜାର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳର ଇତିହାସ ଅନନ୍ୟ। ଗଡ଼ଜାତ ଆନ୍ଦୋଳନରେ ଏହି ଜିଲା ଦେଶବାସୀଙ୍କୁ ଆନ୍ଦୋଳିତ କରିଥିଲା। ଏଠାରେ ପର୍ଯ୍ୟଟନର ବିକାଶ ପାଇଁ ବ୍ୟାପକ ଭିତ୍ତିଭୂମି ରହିଛି। ଏଥି ପାଇଁ ମୁଖ୍ୟମନ୍ତ୍ରୀ ୫୦ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି।...

ସ୍ବାସ୍ଥ୍ୟକେନ୍ଦ୍ର କ୍ୱାର୍ଟର୍ସ କାମ ସରୁନି

ଭୁବନ, ୧୧।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ଏବଂ କର୍ମଚାରୀଙ୍କ ରହିବା ଲାଗି ୨୦୧୪ରୁ ଆରମ୍ଭ ହୋଇଥିଲା କ୍ୱାର୍ଟର୍ସ ନିର୍ମାଣ କାର୍ଯ୍ୟ। ଏଥିଲାଗି ବ୍ୟୟ ଅଟକଳ ହୋଇଥିଲା ପ୍ରାୟ କୋଟିଏ ଟଙ୍କା। ଇତିମଧ୍ୟରେ ବିତିଗଲାଣି ଦୀର୍ଘ...

୧ ଲକ୍ଷ ୭୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଢେଙ୍କାନାଳ ଅଫିସ,୧୦।୬: ଢେଙ୍କାନାଳ ସହର ରାମେଶ୍ୱରପୁର ରେଳଧାରଣା ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ୍‌ ୭୦୦ ମିଲିଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ତାଙ୍କଠାରୁ ନଗଦ ୪୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri