ଢେଙ୍କାନାଳ

ନିଖୋଜ ବୃଦ୍ଧାଙ୍କ ମୃତଦେହ ଜବତ

ପରଜଙ୍ଗ, ୧୯।୫ (ଡି.ଏନ୍‌.ଏ.) : ପରଜଙ୍ଗ ବ୍ଲକ କନ୍ଦରସିଂହା ପଞ୍ଚାୟତ ନୂଆଗଁାର ସୁମ ବେହେରା (୯୨)ଙ୍କ ମୃତଦେହ ମଙ୍ଗଳବାର ସନ୍ଧ୍ୟାରେ ମହୁଲପାଳ ପଞ୍ଚାୟତ କମଗରା ଘାଟ ନିକଟ ବ୍ରାହ୍ମଣୀ ନଦୀରୁ ମିଳିଛି। ସେ ଗତ ୧୫ ତାରିଖରୁ ନିଖୋଜ ଥିଲେ।...

ପାଣି ପାଇଁ ଗଣଧାରଣା

ଢେଙ୍କାନାଳ ଅଫିସ୍‌, ୧୯।୫: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଝାଡ଼ବନ୍ଧ ନିକଟରେ ପ୍ରତିଷ୍ଠିତ ରୁଙ୍ଗ୍‌ଟା ଷ୍ଟିଲ୍‌ ପ୍ଲାଣ୍ଟ ପାର୍ଶ୍ୱବର୍ତ୍ତୀ ଗ୍ରାମରେ ପାନୀୟଜଳ ସମସ୍ୟା ଉତ୍କଟ ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏହାର ସମାଧାନ ହେଉ ନ ଥିବାରୁ ଗ୍ରାମବାସୀ କମ୍ପାନୀ...

ଯାନବାହନ ଯାଞ୍ଚ: ୪୫,୦୦୦ ଜରିମାନା ଆଦାୟ

ଭୁବନ, ୧୯।୫(ଡି.ଏନ୍‌.ଏ.): ଢେଙ୍କାନାଳ ଏସ୍‌ପି ଏଲ୍‌. ଦିବ୍ୟା ଭି.ଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଭୁବନ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ କରାଯାଇଛି। ରଗଡ଼ି ଛକ, କାଳୀବଜାର, ବାଇପାସ୍‌ ଏବଂ କଲେଜ ଛକରେ ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ରଙ୍କ ନେତୃତ୍ୱରେ ନାକାବନ୍ଦୀ କରାଯାଇ...

ମୁରବିବିହୀନ ମହାବିରୋଡ ରେଞ୍ଜ

ପରଜଙ୍ଗ, ୧୮।୫(ଡି.ଏନ୍‌.ଏ.) – ସ୍ଥାୟୀ ରେଞ୍ଜ୍‌ ଅଧିକାରୀ ନ ଥିବାରୁ ମୁରବିବିହୀନ ହୋଇପଡ଼ିଛି ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌। ମୁକୁଳା ଜଙ୍ଗଲରେ କାଠ ମାଫିଆଙ୍କ ପତିଆରା ବଢୁଥିବାବେଳେ କାର୍ଯ୍ୟାଳୟରେ କର୍ମଚାରୀମାନେ ମଉଜ କରୁଥିବା ଅଭିଯୋଗ ହେଉଛି। ମହାବିରୋଡ ଭଳି ଜିଲାର...

ଟ୍ରାକ୍‌କୁ ଫେରୁଛି ଭଲିବଲ୍‌

ଢେଙ୍କାନାଳ ଅଫିସ,୧୮।୫ – ପ୍ରତିଭାବାନ୍‌ ଖେଳାଳିଙ୍କୁ ଉତ୍ତମ ପ୍ରଶିକ୍ଷଣ ଦେବା, ସେମାନେ ଯେପରି ରାଜ୍ୟ ଓ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ଆଣିବେ ସେଥିଲାଗି ୨୦୧୯ରୁ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ଆରମ୍ଭ ହୋଇଥିଲା ଉଦ୍ୟମ।...

‘ସନ୍ଥକବିଙ୍କ ଲେଖା ମାନବବାଦର ବାର୍ତ୍ତାବହ’: ମହିମାଗାଦିରେ ଭୀମ ଭୋଇ ଜୟନ୍ତୀ

ଢେଙ୍କାନାଳ ଅଫିସ, ୧୮।୫ – ମହିମା ଧର୍ମର ନିଗୂଢ଼ ତତ୍ତ୍ୱକୁ ନିଜ ଲେଖା ମାଧ୍ୟମରେ ବିଶ୍ୱରେ ପରିଚିତ କରାଇଥିଲେ ସନ୍ଥକବି ଭୀମ ଭୋଇ। ଏଥିରେ ବହୁ ସଂସ୍କାରଧର୍ମୀ କଥା ରହିଛି। ମାନବବାଦର ବାର୍ତ୍ତା ପ୍ରତିଫଳିତ ହୋଇଛି। ବିଶ୍ୱଶାନ୍ତି ପ୍ରତିଷ୍ଠା ପାଇଁ...

ମିଳିମିଶି କାମକଲେ ରୋଗ ରୋକିପାରିବା

ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ...

ଗୁରୁ ଯାମିନୀ ରଞ୍ଜନଙ୍କୁ ‘ନୃତ୍ୟାଙ୍ଗନା ସମ୍ମାନ’

ଢେଙ୍କାନାଳ ଅଫିସ୍‌, ୧୬।୫: ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟାଙ୍ଗନା’ ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ ହଲ ପରିସରରେ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି ୭ମ ‘ନୃତ୍ୟାଙ୍ଗନା ସମ୍ମାନ ଉତ୍ସବ’। ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା...

ଫାଣ୍ଡି ନିକଟରେ ଚୋରା କୋଇଲା ଡିପୋ

ପରଜଙ୍ଗ, ୧୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଅଞ୍ଚଳରେ ବେଆଇନ ଚୋରା କୋଇଲା ଡିପୋ ସଂଖ୍ୟା ବଢ଼ିବାରେ ଲାଗିଛି। ପୋଲିସ ଫାଣ୍ଡିଠାରୁ ଅନତି ଦୂରରେ ଏଭଳି କାର୍ଯ୍ୟ ଦୀର୍ଘଦିନ ହେଲା ଚାଲିଥିବାବେଳେ ଚଢ଼ାଉ କରା ନ ଯିବା ସାଧାରଣରେ ପ୍ରଶ୍ନବାଚୀ...

ସୋମ ଅଟୋ: ପ୍ରତିଦିନ ନୂଆ ଅଭିଜ୍ଞତା

ଢେଙ୍କାନାଳ ରାଜ ପରିବାର ସଦସ୍ୟ ହର୍ଷବର୍ଦ୍ଧନ ସିଂହଦେଓ। ଉଚ୍ଚଶିକ୍ଷା ସମାପ୍ତ କରି ପରିବାରର ପରାମର୍ଶକ୍ରମେ ସେ ବ୍ୟବସାୟ କ୍ଷେତ୍ରରେ ମନୋନିବେଶ କରିଥିଲେ। ଜଣେ ଭ୍ରମଣପ୍ରିୟ ମଣିଷ ହୋଇଥିବାରୁ ମନରେ ଗାଡ଼ି ବ୍ୟବସାୟ ପ୍ରତି ଆଗ୍ରହ ଜନ୍ମିଥିଲା। ଲୋକଙ୍କୁ ଚାକିରି ଯୋଗାଇଦେବା...

୫୩ନଂ. ଜାତୀୟ ରାଜପଥ ଠପ୍‌

କାମାକ୍ଷାନଗର, ୧୫।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହେବା ପରେ ତାତିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଏହାର ପ୍ରତିବାଦରେ ଶନିବାର ସକାଳୁ ସେମାନେ ୫୩ନଂ. ଜାତୀୟ ରାଜପଥ ଅବରୋଧ କରିଛନ୍ତି।...

ଘୋଷଣାରେ ସୀମିତ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୪।୫ ଢେଙ୍କାନାଳ ଜିଲାବାସୀଙ୍କ ପାଇଁ ପ୍ରସ୍ତାବିତ ଜନହିତକର ପ୍ରକଳ୍ପ କେବଳ ଘୋଷଣାରେ ସୀମିତ ରହିଯାଉଛି। ଏହାକୁ ନେଇ ଉଦ୍‌ବେଗ ବ୍ୟକ୍ତ କରିଛି ସଚେତନ ନାଗରିକ ଫୋରମ୍‌। ଏହାର ପ୍ରତିବାଦରେ ଶୁକ୍ରବାର ଜିଲାପାଳଙ୍କୁ ୫ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri