ଗଜପତି

ବିଦ୍ୟୁତ୍‌ ସଂଯୋଗରେ ଦୁର୍ନୀତି: ଟଙ୍କା ନେଉଛନ୍ତି ସଂଯୋଗ ଦେଉନାହାନ୍ତି

ରାୟଗଡ଼(ଗଜପତି),୯ା୧୨-ପ୍ରତ୍ୟେକ ଘରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଥିବାବେଳେ ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ବିଦ୍ୟୁତ୍‌ ସଂଯୋଗରେ ଦୁର୍ନିତି ଅଭିଯୋଗ ହୋଇଛି। ଠିକା ସଂସ୍ଥା…

5 years ago

ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ…

5 years ago

ପର୍ଯ୍ୟଟନ ସ୍ଥଳର ବିକାଶ

ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାମରେ ପରିଚିତ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ଜିଲା। ଏଠାରେ ଅନେକ ଜଳପ୍ରପାତ ସହ ରହିଛି…

5 years ago

ପୋଲିସ, ଅବକାରୀ ବିଭାଗ ଚଢାଉ: ଗଞ୍ଜେଇ ଗଛ ନଷ୍ଟ

ମୋହନା,୨୩ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ପକ୍ଷରୁ ଶନିବାର ଏସ୍‌ପି ସାରା ଶର୍ମା ଓ ଜିଲାପାଳ ଅନୁପମ ଶାହଙ୍କ ନିର୍ଦ୍ଦେଶକ୍ରମେ ମୋହନା ଥାନା ବାରିଆବନ୍ଧ ନିକଟସ୍ଥ ଜଙ୍ଗଲରେ…

5 years ago

ପଞ୍ଚାୟତ କାର୍ଯ୍ୟାଳୟରେ ଭତ୍ତା ଦାବିରେ ଧାରଣା

ମୋହନା,୧୬ା୧୧(ଡି.ଏନ୍‌.ଏ.) -ଗଜପତି ମୋହନା ବ୍ଲକ ଚୁଡୁଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ହିତାଧିକାରୀ ଧାରଣା ଦେଇଥିଲେ।…

5 years ago

ବୃଦ୍ଧଙ୍କୁ ହତ୍ୟା ଘଟଣା:ନଦୀପଠାରେ ପୋତିଥିବା କଟାମୁଣ୍ଡ ଉଦ୍ଧାର

ମୋହନା,୧୫ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତରେ ଗୁଣିଗାରେଡି ସନ୍ଦେହରେ ମଙ୍ଗଳବାର ଅପରାହ୍ନରେ ଦାସୁ ମଳିକଙ୍କୁ ହତ୍ୟା କରାଯାଇଥିଲା। ବୁଧବାର ଥାନାରେ ଅଭିଯୋଗ ପରେ ନଂ.୨୦୨/୧୯ରେ…

5 years ago

ବୃଦ୍ଧଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କଲେ: ଗୁଣି ସନ୍ଦେହରେ ହତ୍ୟା, ମୋହନା ଅଞ୍ଚଳରେ ଚାଞ୍ଚଲ୍ୟ

ମୋହନା,୧୪ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତ ଭାଲିଆସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହାଣି ହତ୍ୟା କରାଯାଇଛି। ସେ…

5 years ago

ନୂଆଗଡ଼ ବ୍ଲକରେ ଡେଙ୍ଗୁ ଆତଙ୍କ , ଜଣେ ମୃତ, ୩୩ ଆକ୍ରାନ୍ତ

ଆର.ଉଦୟଗିରି,୧୦ା୧୧(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ନୂଆଗଡ ଗ୍ରାମ ନଦୀପାଖ ସାହିର ୩୩ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

5 years ago

୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି।…

5 years ago

ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ

କାଶୀନଗର,୨୭ା୧୦(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ ବେଳ…

5 years ago