ଗଜପତି

ମୋହନା ବ୍ଲକରେ ପ୍ରବଳ ବର୍ଷା : ବିଦ୍ୟାଳୟ ଛୁଟି ଘୋଷଣା

ମୋହନା,୨୪।୧୦(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରବଳ ବର୍ଷା ଲାଗି ରହିଛି। ତେଣୁ ଜିଲାପାଳଙ୍କ ଚିଠି ନଂ. ୧୦୨୮/ରେସ ତା.୨୪.୧୦.୨୦୧୯ ଅନୁଯାୟୀ ସମସ୍ତ ସରକାରୀ ଓ ବେସରକାରୀ…

5 years ago

୨୦ ଫୁଟ ତଳକୁ ଖସିଲା ବସ୍‌, ୧୨ ଆହତ

ଆର.ଉଦୟଗିରି,୧୯ା୧୦(ଡି.ଏନ.ଏ.)-ନୂଆଗଡ଼ ବ୍ଲକର ତିତିସିଂ ନିକଟସ୍ଥ ତଳସୁରଙ୍ଗିଠାରେ ଏକ ଘରୋଇ ବସ୍‌ ଦୁର୍ଘଟଣାରେ ୧୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି। ସେମାନେ ହେଲେ ଗାଡ଼ି…

5 years ago

୩୦ ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ : ୭ ଗୁରୁତର

ଗଜପତି,୧୮।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ ନୀଳମୁଣ୍ଡା ବ୍ରିଜ ନିକଟରେ ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିବା ଗାଡ଼ି ନଂ. ଓଡି ୦୫ ଏଲ୍‌ ୬୨୮୮ ଯାତ୍ରୀବାହୀ…

5 years ago

ଗାଡ଼ିରୁ ଖସି ଯୁବକ ମୃତ

ଗୁଣପୁର, ୭।୧୦(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ବ୍ଲକ ବନ୍ଧୁଗୁଡା ନିକଟରେ ସୋମବାର ଚଳନ୍ତା ଗାଡ଼ିରୁ ଖସପଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସେ ହେଲେ ଗଜପତି ଜିଲା ସେରଙ୍ଗ…

5 years ago

ଭୂତକୋଠି ପାଲଟିଛି ଆଦିବାସୀ ବାଳକ ଶିକ୍ଷାଶୌଧ

ଚନ୍ଦ୍ରଗିରି,୪ା୧୦(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥା ଜରିଆରେ ଧାଡିଆମ୍ବ ପଞ୍ଚାୟତର ପଲାବନ୍ଧା ଗାଁରେ ୨୦୧୩-୧୪ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଙ୍କ ଶିକ୍ଷାର…

5 years ago

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ…

5 years ago

ଯୁବନେତାଙ୍କୁ ଚାପୁଡା ମାରିଲେ ଏମ୍‌ପି

ପାରଳାଖେମୁଣ୍ଡି,୨୫।୯(ସ୍ବ.ପ୍ର.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ମଙ୍ଗଳବାର ଜିଲା ବିଜେଡିର ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

5 years ago

ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ

ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି…

5 years ago

କନ୍ଧୁଣୀଦେବୀ ମହୋତ୍ସବ ଉଦ୍‌ଯାପିତ

ସୋରଡା,୨୧ା୯(ଡି.ଏନ୍‌.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଥିଲେ,…

5 years ago

ସୀମା ଟପିଲା ପୁଅ-ବୋହୂଙ୍କ ନିର୍ଯାତନା: ସବୁ ସମ୍ପତ୍ତି ଦାନ କରିବେ ଜାନକୀ

ପାରଳାଖେମୁଣ୍ଡି,୨୦ା୯(ସ୍ବ.ପ୍ର.)-ଏକମାତ୍ର ପୁଅ-ବୋହୂଙ୍କ ନିର୍ଯାତନା ଆଇ ସହ୍ୟ ହୋଇନାହିଁ। ବାଧ୍ୟହୋଇ ଜଣେ ୭୫ବର୍ଷୀୟ ବୃଦ୍ଧା ପୁଅକୁ ନିଜ ସମ୍ପତ୍ତିରୁ ବେଦଖଲ କରିବା ପାଇଁ ମନସ୍ଥ କରିଛନ୍ତି। ଏହି ସବୁ…

5 years ago