୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ…
ପାରଳାଖେମୁଣ୍ଡି,୨୫।୯(ସ୍ବ.ପ୍ର.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ମଙ୍ଗଳବାର ଜିଲା ବିଜେଡିର ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…
ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି…
ସୋରଡା,୨୧ା୯(ଡି.ଏନ୍.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଥିଲେ,…
ପାରଳାଖେମୁଣ୍ଡି,୨୦ା୯(ସ୍ବ.ପ୍ର.)-ଏକମାତ୍ର ପୁଅ-ବୋହୂଙ୍କ ନିର୍ଯାତନା ଆଇ ସହ୍ୟ ହୋଇନାହିଁ। ବାଧ୍ୟହୋଇ ଜଣେ ୭୫ବର୍ଷୀୟ ବୃଦ୍ଧା ପୁଅକୁ ନିଜ ସମ୍ପତ୍ତିରୁ ବେଦଖଲ କରିବା ପାଇଁ ମନସ୍ଥ କରିଛନ୍ତି। ଏହି ସବୁ…
ଚନ୍ଦ୍ରଗିରି,୨୦।୯(ଡି.ଏନ୍.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ…
ପାତ୍ରପୁର,୧୮ା୯(ଡ଼ିଏନଏ): ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ଗ୍ରାମରୁ ତିନି ଭାଇଙ୍କୁ ବାସନ୍ଦ କରାଯାଇଥିବାବେଳେ ସେମାନଙ୍କ ପିଲା ମାନଙ୍କୁ ଗ୍ରାମ ବିଦ୍ୟାଳୟରେ…
ସୋରଡା,୧୨ା୯(ଡି.ଏନ୍.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍, ପିକ୍ଅପ୍, ବୋଲେରୋ ଓ ଏକ…
ଚନ୍ଦ୍ରଗିରି,୧୨।୯ (ଡି.ଏନ୍.ଏ.): ଗଜପତି ଜିଲା ମୋହନା ଥାନା ପତି ଗୋବିନ୍ଦପୁର ଗ୍ରାମ ନିକଟ କିନିବିନି ପଲୋରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍…
ଚନ୍ଦ୍ରଗିରି,୧୧।୯(ଡି.ଏନ୍.ଏ.): ଗଜପତି ଜିଲାରେ ଏପରି ଏକ ଗ୍ରାମ ରହିଛି ଯେଉଁଠିକୁ ପହଞ୍ଚିବା ଲାଗି ଜୀବନକୁ ବାଜି ଲଗାନ୍ତି ଲୋକେ। ଏହା ହେଉଛି ଜିଲାର ମୋହନା ବ୍ଳକ ଅନ୍ତର୍ଗତ…