ଗଜପତି

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର ପ୍ରଭାବ ଯେଉଁଭଳି ଭାବେ ଆକଳନ କରାଯାଇଛି ସେହିପରି ପ୍ରଭାବ ପଡିନି। ପୂର୍ବରୁ ପାଣିପାଗ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଜପତିର ବହୁ...

ଗଜପତିରେ ହାତୀ, ବାଘ ଆତଙ୍କ ୨୪ଘଣ୍ଟା ପହରା ଦେଉଛି ବନ ବିଭାଗ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୭ା୧୧-ଗଜପତି ଜିଲାରେ ହାତୀ, ବାଘ ଭୟ ଲୋକମାନଙ୍କୁ ଆତଙ୍କିତ କରି ପକାଇଛି। କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ପଞ୍ଚାୟତର ୱାନାଗୁଡା ଗ୍ରାମ ପାହାଡ଼ ଅଞ୍ଚଳରେ ୪ଟିକିଆ ହାତୀ ପଲ ବୁଲୁଥିଲା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ରବିବାର...

ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ ପାଇଁ ପ୍ରଶାସନର ପ୍ରୟାସ

ପାରଳାଖେମୁଣ୍ଡି,୨୨।୧୧ (ଗିରିଧାରୀ ପରିଛା): ଗଜପତି ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁପ ପ୍ରଶାସନ ପ୍ରୟାସ ଆରମ୍ଭ କରିଛି। ବର୍ତ୍ତମାନ ପିକନିକ ଋତୁ ଆରମ୍ଭ ହୋଇଥିବା ବେଳେ ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି ।...

ଗରା, ମାଠିଆ ରଖି ରାସ୍ତା ଅବରୋଧ: ହଟହଟା ହେଲେ ଯାତ୍ରୀ

ଆର୍‌ ଉଉଦୟଗିରି,୧୩।୧୧(ମନୋଜ କୁମାର ପାଢୀ) ଗଜପତି ଜିଲା ଆର୍‌ ଉଦୟଗିରି ଗ୍ରାମରେ ୧୦ ଦିନ ହେଲା ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏହି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇ...

ମେଘାଚ୍ଛନ୍ନ ହୋଇ ମଧ୍ୟ ବର୍ଷା ନାହିଁ, ଚାଷୀ ନିରାଶ

ପାରଳାଖେମୁଣ୍ଡି,୧୦ା୧୧(ଗିରିଧାରୀ ପରିଛା)ଗଜପତି ଜିଲାରେ ଦୁଇ ମାସରୁ ଊର୍ଦ୍ଧ୍ୱ ଦିନ ହେଲା ବର୍ଷା ହୋଇନଥିବାରୁ ଚାଷ ଜମିଫାଟି ଆଁ କରିଛି। ଚାଷୀମାନେ ନିରାଶ ହୋଇ ରହିଥିବା ବେଳେ ଗତ ଦୁଇ ଦିନ ହେଲା ଗୋଷାଣୀ ବ୍ଲକ, ରାୟଗଡ଼ ବ୍ଲକ, ନୂଆଗଡ଼ ବ୍ଲକର...

ମାଟି ବଦଳରେ ଇଲେକ୍ଟ୍ରି ଦୀପ,ଚିନ୍ତାରେ କୁମ୍ଭକାର ପରିବାର

ପାରଳାଖେମୁଣ୍ଡି, ୯ା୧୧ (ଗିରିଧାରୀ ପରିଛା):ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି। ରଙ୍ଗୀନ ଆଲୋକର ସଜା ସହିତ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପ ଜାଳି ଶୁଭକାମନା କରନ୍ତି ଲୋକେ। ସମୟ ବଦଳିବା ସହ ଗ୍ରାହକଙ୍କ ଚାହିଦା ମଧ୍ୟ ବଦଳୁଛି। ଏବେ ମାଟି...

ବଢ଼ିଚାଲିଛି ପିଆଜ ଦର

ପାରଳାଖେମୁଣ୍ଡି,୬ା୧୧ (ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଁଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ...

କାର୍ତ୍ତିକରେ କନ୍ଦାଉଛି ପିଆଜ, ଦର ଖସିବ କେବେ…

ପାରଳାଖେମୁଣ୍ଡି,୫ା୧୧(ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଞ୍ଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ...

ଅବ୍ୟବସ୍ଥା ଘେରରେ ପ୍ରାଥମିକ ବିଦ୍ୟାଳୟ

ରାୟଗଡ଼(ଗଜପତି)୨ା୧୧(ଜ୍ୟୋତି ପ୍ରସାଦ ପାଣି ): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। କୋମଳମତି ପିଲାମାନେ ଏକ ସୁସ୍ଥ ବାତାବରଣ ଓ ନିରାପଦ ଶ୍ରେଣୀ ଗୃହରେ ବସି ପାଠ ପଢି ନିଜ ବିଦ୍ୟା ଅର୍ଜନ କରନ୍ତୁ। ସେମାନେ ସ୍ମାର୍ଟ ଶ୍ରେଣୀରେ ବସି ପାଠ...

ଧାନକ୍ଷେତରେ ଗୋରୁ ଚରାଇଲେ ଚାଷୀ

ପାରଳାଖେମୁଣ୍ଡି/ମୋହନା,୨ା୧୧ (ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ମରୁଡ଼ିର ପରିସ୍ଥିତି ଦେଖିବାକୁ ମିଳିଛି। ଜମି ଫାଟି ଆଁ କଲାଣି। ଚାଷୀ ଏବେ ଚିନ୍ତାରେ ମୁଣ୍ଡରେ ହାତଦେଇ ବସିଛି। ବର୍ଷାଭାବ ଯୋଗୁ ଏପରି ସ୍ଥିତି ଉପୁଜିଥିଲେ ମଧ୍ୟ ପ୍ରଶାସନର ଉଦାସୀନତା ମନୋଭାବ...

ଦୁର୍ଘଟଣାର ଶିକାର ହେଲେ ଗଜପତି ଜିଲା ଅତିରିକ୍ତ ଜିଲାପାଳ

ବ୍ରହ୍ମପୁର/ପାରଳାଖେମୁଣ୍ଡି,୨୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ/ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ଶନିବାର ସନ୍ଧ୍ୟାରେ କୌଣସି ବ୍ୟକ୍ତିଗତ କାମରେ ବ୍ରହ୍ମପୁର ଅଭିମୁଖେ ଯିବା ସମୟରେ ଆନ୍ଧ୍ରପ୍ରଦେଶ ଷୋମପେଣ୍ଠ ନିକଟରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri