ଗଜପତି

ଅପରେଶନ ଗ୍ରୀନ କ୍ଲିନ: ୭ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେଶନ ଗ୍ରୀନ କ୍ଲିନ ଆରମ୍ଭ ହୋଇଥିବା ବେଳେ ଅଡ଼ବା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଅଡ଼ବା ଥାନା ଅନ୍ତର୍ଗତ କେଶରୀଗୁଡ଼ା...

୯ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ

ମୋହନା,୨୭।୧୧( ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେସନ ଗ୍ରୀନ କ୍ଲିନ୍‌ । ଅଡ଼ବା ଥାନା ଅନ୍ତର୍ଗତ ଗୁଲୁବା ଓ ଅନ୍ତରବା ପଞ୍ଚାୟତରେ ଥିବା ହାଚିପଙ୍କା ଓ କଣ୍ଟାପଦର ଗାଁ ନିକଟସ୍ଥ ଜଙ୍ଗଲ...

ସୁଭଦ୍ରା ପାଇଁ ବଦଳିଲା ବ୍ୟାଙ୍କ ଖୋଲିବା ସମୟ: ସକାଳ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ…. 

ମୋହନା,୨୭।୧୧(ମନ୍ନମଥ ମିଶ୍ର): ଇକେୱାଇସ ନ ଥିବାରୁ ସୁଭଦ୍ରା ଟଙ୍କା ମିଳିନଥିବା ଅଭିଯୋଗ ହୋଇଛି।  ଗୋଟିଏ ପରେ ଗୋଟିଏ କିସ୍ତି ଆସିବା ପରେ  ସୁଭଦ୍ରା ଟଙ୍କା ପାଇବା ପାଇଁ  ଗଜପତି ଜିଲା ମୋହନା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ମହିଳାମାନଙ୍କ ପ୍ରବଳ ଭିଡ଼...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ବିରିକୋଟସ୍ଥିତ ବିଜେପୁର ସାହିରେ। କୌଣସି କାରଣବଶତଃ ସ୍ବାମୀଙ୍କୁ ଘରେ ବନ୍ଦୀ...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା ବନାଞ୍ଚଳ ଖାରିଗୁଡ଼ା ପଞ୍ଚାୟତ ମୋହନାଗୁଡ଼ା ଗାଁ ରାସ୍ତାରେ ଶନିବାର ବାଘର ପାଦ ଚିହ୍ନ...

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି l ମୃତକ...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ ଆତଙ୍କ ଖେଳାଇବା ସହ ଗୃହପାଳିତ ପଶୁ ମାରି ଖାଇଥିଲା। ଶୁକ୍ରବାର ସକାଳେ...

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ...

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ ଓ ପଶୁସମ୍ପଦ ମେଳାର ସେ ଶୁଭ ଉଦଘାଟନ କରିଛନ୍ତି । ମେଳାର ଉଦ୍‌ଘାଟନ...

ସଞ୍ଜ ହେଲେ ଚାଷ ଜମିରେ ବାର୍‌ହା ପଲ

ପାରଳାଖେମୁଣ୍ଡି,୪ା୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅଧୀନ ଜଙ୍ଗଲପାଡୁ, ଉତ୍ତରସେଲି, ବଡନିଳାପୁର, ଗୁରାଣ୍ଡି, ଇଂଲିଶପେଣ୍ଠ, ଗୁରାଣ୍ଡି, ମହାଦେଈପୁର, ଗୋଲା ଗାଁ ଆଦି ଅଞ୍ଚଳରେ ଦିନକୁ ଦିନ ବାରହା ଉପଦ୍ରବ ବଢିବାରେ ଲାଗିଛି। ସଞ୍ଜ ହେଲେ ବାରହା ପଲ ଚାଷ...

କୋର୍ଟରେ ବିଜୟୀ ଘୋଷିତ ହେଲେ ପରାଜିତ ପ୍ରାର୍ଥୀ

ପାରଳାଖେମୁଣ୍ଡି/ ମୋହନା,୨୪ା୧୦(ଗିରିଧାରୀ ପରିଛା/ ମନ୍ମଥ ମିଶ୍ର): ଗଜପତି ଜିଲାରେ ୨୦୨୨ରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ମୋହନା ପଞ୍ଚାୟତର ୧୧ ନଂ. ୱାର୍ଡର ଓ୍ବାର୍ଡସଭ୍ୟ ପାଇଁ ଦୁଇ ଜଣ ପ୍ରାର୍ଥୀ ପାର୍ଥିପତ୍ର ଦାଖଲ କରିଥିଲେ। ଏଥିରେ ନରତମା ପାତ୍ର ବିଜୟୀ ହୋଇଥିବା...

ବସ୍‌ ପଛରେ ପିଟିହେଲା ବସ୍‌: ୨୦ ଆହତ

ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍‌ ପଛରେ ଆଉ ଏକ ବସ୍‌ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି। ଗୁରୁତରମାନଙ୍କୁ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରେକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri