ଗଜପତି

ଅନ୍‌ଲାଇନ୍‌ ସେବା ପାଇଁ ଚଢ଼ୁଛନ୍ତି ପାହାଡ଼

ନୂଆଗଡ଼/ଆର.ଉଦୟଗିରି,୫ା୪: ରାଜ୍ୟରେ ସହରାଞ୍ଚଳମାନଙ୍କରେ ୫-ଜି ମୋବାଇଲ ସେବା ଚାଲୁ ରହିଥିବା ବେଳେ ଗ୍ରାମାଞ୍ଚଳରେ ମିଳୁନି ମୋବାଇଲ ସେବା। ଗାଁ ଗହଳିରେ ମୋବାଇଲ ଟାୱାର ହେବ ବୋଲି ସରକାର ଘୋଷଣା କରିଥିଲା ବେଳେ ଗ୍ରାମାଞ୍ଚଳବାସୀଙ୍କୁ ଉପହାସ ଭଳି ହେଉଛି। ଏମିତି ଘଟଣା...

ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ପାରଳାଖେମୁଣ୍ଡି,୫ା୪(ଡି.ଏନ୍‌.ଏ.): ଗଜପତି ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ କିପରି ଜନ ସାଧାରଣଙ୍କୁ ସଚେତନତା କରାଯିବ ସେ...

ଯୋଗ୍ୟଙ୍କୁ ମିଳୁନି ରାସନ କାର୍ଡ

ପାରଳାଖେମୁଣ୍ଡି,୩ା୪(ଡି.ଏନ୍‌.ଏ): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକମାନଙ୍କ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ଓ ଗହମ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସ୍ଥାନରେ ଏହି ଯୋଜନାରେ ଅଯୋଗ୍ୟ ହିତାଧିକାରୀମାନେ ଫାଇଦା ପାଉଥିବା ବେଳେ ପ୍ରକୃତ ହିତାଧିକାରୀଙ୍କ ପାଖରେ...

ମୋହନା ଗ୍ରାମରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଆର.ଉଦୟଗିରି,୩୦ା୩(ଡି.ଏନ.ଏ.): ମୋହନା ଗ୍ରାମରେ ଥିବା ମୁଖ୍ୟ ବଜାର ଓ ସାହିଗୁଡ଼ିକରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ମୋହନା ସଦର ମହକୁମା ହୋଇଥିଲେ ମଧ୍ୟ ଡ୍ରେନେଜ ବ୍ୟବସ୍ଥା ନାହିଁ। ଅଳିଆ ଆବର୍ଜନା ଭର୍ତ୍ତି ହୋଇ ରହିଛି। ବର୍ଷା ହେଲେ ଡ୍ରେନ୍‌ର ପାଣି...

ତାଟିପାଟି ଗ୍ରାମ୍ୟ ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୦ା୩(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି । ଏହି ଗ୍ରାମ୍ୟ ରାସ୍ତାଟି ଦୀର୍ଘ ବର୍ଷ ଧରି ଏପରି ଅବସ୍ଥାରେ ପଡି ରହୁଥିବା ଏବଂ ରାସ୍ତା ନିର୍ମାଣ କରାଯାଉଥିଲେ ମଧ୍ୟ ନିମ୍ନମାନର...

୯୪ ଅଙ୍ଗନୱାଡ଼ି କେନ୍ଦ୍ରର ନାହିଁ ନିଜସ୍ବ କୋଠା

ନୂଆଗଡ଼,୨୦ା୩: ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ନୂଆଗଡ଼ ବ୍ଲକରେ ୯୪ଟି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ କୋଠା ନାହିଁ। ବ୍ଲକ ପରିସରଭୁକ୍ତ ୧୯ ପଞ୍ଚାୟତର ୨୧୩ଟି ୱାର୍ଡର ୭ଟି ସେକ୍ଟରରେ ସମୁଦାୟ ୨୭୪ଟି ଅଙ୍ଗନୱାଡି କେନ୍ଦ୍ର ଅଛି। କିନ୍ତୁ ସେଥିରୁ ବେତାରସିଂ...

ଗଙ୍ଗାବାଡ଼ରେ ସରକାରୀ ଯୋଜନା ସାତସପନ

ପାରଳାଖେମୁଣ୍ଡି,୧୩।୩ (ଡି.ଏନ୍‌.ଏ): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚାୟତ ଅନ୍ତର୍ଗତ ଗଙ୍ଗାବାଡ ଗ୍ରାମ ଏବେ ବି ଅପହଞ୍ଚ ହୋଇପଡିଛି। ରାସ୍ତାଘାଟ ନ ଥିବାରୁ ନିଜ ନିଜ ପିଲାମାନଙ୍କୁ ଗ୍ରାମବାସୀ ପାଠପଢାରେ ଡୋରି ବାନ୍ଧିଛନ୍ତି। ବ୍ଲକର ଦୁର୍ଗମ ତଥା ଅପହଞ୍ଚ...

ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ଦୃଷ୍ଟିବାଧିତ କେଶବ

ପାରଳାଖେମୁଣ୍ଡି, ୧୧ା୩ (ଡି.ଏନ୍‌.ଏ): ଦୁନିଆ କ’ଣ ଦେଖିପାରୁ ନ ଥିଲେ ମଧ୍ୟ ରୋଜଗାର କରି ନିଜେ ଆତ୍ମନିର୍ଭରଶୀଳ ହେବା ସହ ପରିବାର କିଭଳି ପ୍ରତିପୋଷଣ କରାଯାଏ ତାହା ପ୍ରମାଣ କରି ଦେଖାଇଛନ୍ତି ଗଜପତି ଜିଲା ନୂଆଗଡ ବ୍ଲକ ସମ୍ବଲପୁର ଗ୍ରାମର...

ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି,୮।୩: ସାରା ଦେଶରେ ବୁଧବାର ହୋଲି ପର୍ବ ଏବଂ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଛି। ଏହି ଅବସରରେ ଗଜପତି ଜିଲା ପାରାଳାଖେମୁଣ୍ଡିରେ ବରିଷ୍ଠ ନାଗରିକ ମଞ୍ଚ ପାରଳାଖେମୁଣ୍ଡି ପକ୍ଷରୁ ଏକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏହି ଯାତ୍ରାରେ ପ୍ରାକୃତିକ...

ଘର ତାଲା ଭାଙ୍ଗି ନେଇ ୫ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର

ପାରଳାଖେମୁଣ୍ଡି,୩ା୩(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଚନ୍ଦ୍ରଶେଖର ପଣ୍ଡା ସାହି କୃଷ୍ଣଚନ୍ଦ୍ର ଗନ୍ତାୟତଙ୍କ ଘର ତାଲା ଭାଙ୍ଗି ସୁନା ରୁପା, ଟିଭି ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ କରିଛନ୍ତି। ଗନ୍ତାୟତ ପୁଅ ପାଖକୁ ବେଙ୍ଗାଲୁରୁ ଯାଇଥିବା ବେଳେ ତାଙ୍କ ଝିଅ ଘରକୁ ଆସି...

ଅନ୍ତେଷ୍ଟିକ୍ରିୟା ପାଇଁ ଯାଇଥିଲେ ଗାଁକୁ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨ା୩(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଫ୍ରେଣ୍ଡସ କଲୋନୀରୁ ପୁଣି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏସ. ଲୋକନାଥ ରେଡ୍ଡୀଙ୍କ ଘର ତାଲା ଭାଙ୍ଗି ସୁନା ରୁପା ଅଳଙ୍କାର, ଟିଭି, ଲାପ୍‌ଟପ୍‌ ଏବଂ ବାସନକୁସନ ଚୋରି ହୋଇଛି । ରେଡ୍ଡୀ...

ଝିଅର ମୃତ୍ୟୁ ପରେ ଘରୁ ଚୋରି

ଗଜପତି,୨୮।୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ଷ୍ଟେଟ ବ୍ୟାଙ୍କ ନିକଟରୁ ଚୋରି ହୋଇଛି। ଘର ତାଲା ଭାଙ୍ଗି ଆଲମାରୀରୁ ୫ ଭରି ସୁନା ଚୋରି ହୋଇଥିବା ଅଭିଯୋଗ ହୋଇଛି। କାଶୀନଗର ମୁଖ୍ୟ ରାସ୍ତା କଡ଼ ଷ୍ଟେଟ ବ୍ୟାଙ୍କ ନିକଟରେ ଡେଭିଡ ରଇତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri