ଗଜପତି

ଗଜପତିରେ ଧାନମଣ୍ଡିର ଶୁଭାରମ୍ଭ କଲେ ଜିଲାପାଳ

ପାରଳାଖେମୁଣ୍ଡି,୩୦ା୧୨(ଡି.ଏନ୍‌.ଏ.): ଗଜପତି ଜିଲାରେ ଶୁକ୍ରବାର ଆନୁଷ୍ଠାନିକ ଭାବେ ଚାଷୀଙ୍କ ଧାନ ସଂଗ୍ରହ ପାଇଁ ମଣ୍ଡି ଖୋଲାଯାଇଛି। ନିୟନ୍ତ୍ରିତ ବଜାର କମିଟି ପଡ଼ିଆରେ ଚାଷୀଙ୍କୁ ନେଇ ଆୟୋଜିତ ସଭାରେ ଜିଲାପାଳ ଲିଙ୍ଗରାଜ ପଣ୍ଡା ଧାନମଣ୍ଡିର ଶୁଭାରମ୍ଭ କରିଛନ୍ତି। ଚଳିତ ଥର ଜିଲାରୁ...

କାଶୀନଗର ବ୍ଲକରେ ହାତୀ ଆତଙ୍କ

ପାରଳାଖେମୁଣ୍ଡି,୨୭ା୧୨(ଡି.ଏନ.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଗତ କିଛିଦିନ ହେଲା ପାଞ୍ଚ ଟିକିଆ ହାତୀପଲ ଅଞ୍ଚଳରେ ଚଳପ୍ରଚଳ ହେଉଥିବା ବେଳେ ଖାଦ୍ୟପାଇଁ ଗାଁମୁହାଁ ହେଉଛନ୍ତି। ବୁଦୁରା ପଞ୍ଚାୟତର ବୁଦୁରା, ବଥବା, ଇଦୁଡି, ଗୈାରୀ ଆଦି...

ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି, ୨୬ା୧୨ (ଡି.ଏନ୍‌.ଏ): ପାରଳାଖେମୁଣ୍ଡି ଜିଲ ଦୋରାଜଜ୍‌ ପ୍ରଣବ କୁମାର ରାଉତରାୟ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ସାମୁଏଲ ପାଲକାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ୨୦୨୦ ମସିହାରେ କାଶୀନଗର ଥାନା ଅନ୍ତର୍ଗତ...

ଖୋଲୁନି ମଣ୍ଡି, ଖୋଲାରେ ପଡ଼ିଛି ଧାନ

ପାରଳାଖେମୁଣ୍ଡି,୨୬ା୧୨(ଡି.ଏନ୍‌.ଏ.):ଗଜପତି ଜିଲାରେ ବର୍ତ୍ତମାନ ସୁଦ୍ଧା ଧାନ ମଣ୍ଡି ଖୋଲିପାରି ନାହଁି। ତେବେ କେଉଁ କାରଣରୁ ଧାନମଣ୍ଡି ଖୋଲାଯାଇ ପାରିନି ସେ ନେଇ କେହି ମୁହଁ ଖୋଲୁନାହାନ୍ତି। ଚାଷୀ ଅମଳ କରିଥିବା ଧାନ ଖଳା ଏବଂ ରାସ୍ତାକଡ଼ରେ ପଡ଼ିରହିଛି। ଅପରପକ୍ଷରେ ମେଘାଚ୍ଛନ୍ନ...

ଖତଖାଉଛି ଏଲ୍‌ଆଇ ପଏଣ୍ଟ

ପାରଳାଖେମୁଣ୍ଡି,୨୫ା୧୨(ଡି.ଏନ୍‌.ଏ.):  ଗଜପତି ଜିଲାରେ ଉଠା ଜଳସେଚନ ବିଭାଗର ବେପରୁଆ ପଣର ବହୁ ଦୃଷ୍ଟାନ୍ତ ଦେଖିବାକୁ ମିଳୁଥିବା ବେଳେ ଏହାର ନମୂନା ଗୋଷାଣୀ ବ୍ଲକ ଜଙ୍ଗଲପାଡୁ ଗ୍ରାମଠାରେ ମଧ୍ୟ ଦେଖିବାକୁ ମିଳିଛି। ଚାଷୀ ତଥା ଗ୍ରାମବାସୀଙ୍କ କହିବା ମୁତାବକ ଚାଷ ଜମିରେ...

ଗଜପତି ଜିଲାରେ ମୃଦୁ ଭୂକମ୍ପ, ଘରୁ ବାହାରକୁ ଚାଲି ଆସିଲେ ଲୋକେ

ପାରଳାଖେମୁଣ୍ଡି,୨୧।୧୨: ଗଜପତି ଜିଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ...

ଭିଜିଲାନ୍ସ ପଞ୍ଝାରେ ଲାଞ୍ଚୁଆ ଯନ୍ତ୍ରୀ

ଗଜପତି,୨୧ା୧୨(ଡି.ଏନ୍‌.ଏ.): ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି ଜଣେ ଲାଞ୍ଚୁଆ ଅଧିକାରୀ। ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ସାହୁ। ଠିକା କାର୍ଯ୍ୟର ବିଲ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ ୩୦ ହଜାର...

ପର୍ଯ୍ୟଟକଙ୍କ ମନମୋହୁଛି ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୦ା୧୨(ଗିରିଧାରୀ ପରିଚ୍ଛା): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗଜପତିର ଗଣ୍ଡାହାତୀ ଜଳପ୍ରପାତ। ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ରହିଛି ସ୍ବତନ୍ତ୍ର ମାନ୍ୟତା। ଯେଉଁଠି ପ୍ରକୃତି ଅଜାଡ଼ି ଦେଇଛି ତା’ର ସବୁ କାରିଗରୀ, ତାହା ହେଉଛି ଗଣ୍ଡାହାତୀ ଜଳପ୍ରପାତ। ଜିଲା ସଦର...

ଛାତ୍ରାବାସରେ ଅଘଟଣ: ନଡ଼ିଆ ଗଛରୁ ପଡ଼ି ଛାତ୍ରଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୧୮।୧୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଧୀନ ଅଲୋଡ଼ାସ୍ଥିତ ବିଜୟାନନ୍ଦ ବିଦ୍ୟାଳୟ ଅଧୀନ ଛାତ୍ରାବାସରେ ରବିବାର ଏକ ଅଘଟଣ ଘଟିଛି। ନଡ଼ିଆ ଗଛରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ଆବିଆଲ...

ଅଧାପନ୍ତରିଆ ଛାତ୍ରାବାସ, ମୌଳିକ ସୁବିଧାରୁ ବଞ୍ଚିତ ଛାତ୍ର

ନୂଆଗଡ଼,୧୭ା୧୨: ସାତ ବର୍ଷ ପୁରିବାକୁ ଗଲାଣି ହେଲେ ସରିନି କାର୍ଯ୍ୟ। ଅସମ୍ପୂର୍ଣ୍ଣ ଅବସ୍ଥାରେ ଛାଡ଼ି ଚାଲି ଯାଇଛନ୍ତି ଠିକା ସଂସ୍ଥା। ଅଧପନ୍ତରିଆ ଭାବେ ପଡ଼ି ରହିଛି ଛାତ୍ରାବାସ। ହଷ୍ଟେଲର ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଶ୍ରେଣୀ ଗୃହରେ ରହୁଛନ୍ତି ଛାତ୍ର।...

ନାହିଁ ନାହିଁରେ ଚାଲିଛି ସଂସ୍କୃତ ମହାବିଦ୍ୟାଳୟ

ପାରଳାଖେମୁଣ୍ଡି, ୧୩ା୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିଠାରେ ୧୯୧୫ରେ ଓଡ଼ିଶା ପ୍ରାଚୀନତମ ସଂସ୍କୃତ ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହି ମହାବିଦ୍ୟାଳୟ ଓଡ଼ିଶାର ପ୍ରଥମ ସଂସ୍କୃତ ମହାବିଦ୍ୟାଳୟ ଭାବେ ବେଶ୍‌ ଜଣାଶୁଣା। ଶିକ୍ଷା ଓ ସଂସ୍କୃତ ଭାଷାର ଉନ୍ନତି କ୍ଷେତ୍ରରେ ଏହି ମହାବିଦ୍ୟାଳୟ ବହୁ କାର୍ଯ୍ୟ କରିଆସୁଛି।...

ସଙ୍କଟରେ ପ୍ରାଣୀ ଚିକିତ୍ସା

ଭଦ୍ରକ ଅଫିସ/ ନୟାଗଡ଼ ଅଫିସ୍‌/ ପାରଳାଖେମୁଣ୍ଡି (ଡି.ଏନ୍‌.ଏ.) ୧୨।୧୨(ସନାତନ ରାଉତ/ ଲୋକନାଥ ମିଶ୍ର/ ଗିରିଧାରୀ ପରିଚ୍ଛା) ଓଡ଼ିଶାର ବିଭିନ୍ନ ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। ପ୍ରାଣୀ ସମ୍ପଦ ହେଉଛି କୃଷି ବିଭାଗର ମେରୁଦଣ୍ଡ। ଗାଈ, ଛେଳି, ମେଣ୍ଢା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri