ଗଜପତି

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି ଛେଳି ମାରି ଖାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ ଏହାକୁ ବନ ବିଭାଗ...

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା...

ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l ମିଳିଥିବା ସୂଚନା...

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି ନାମୀଦାମୀ ବାଇକ୍‌ ଧରିବାରେ ସକ୍ଷମ ହୋଇଛି। ତିନିଦିନ ତଳେ ରାତିରେ ପାରଳାଖେମୁଣ୍ଡି ପୋଲିସ...

ଦୁର୍ବୃତ୍ତ ଝାମ୍ପିନେଲେ ସୁନା-ରୁପା ଅଳଙ୍କାର ସହ ଟଙ୍କା ଭର୍ତ୍ତି ବ୍ୟାଗ୍‌

ପାରଳାଖେମୁଣ୍ଡି(ଗିରିଧାରୀ ପରିଚ୍ଛା),୨୬ା୯: ଗଜପତି ଜିଲା ମୋହନା ମୁଖ୍ୟ ବଜାରସ୍ଥିତ ଶ୍ରୀହରି ଜୁଏଲର୍ସରେ କଳାକନା ବୁଲାଇ ଦେଇଛନ୍ତି ଲୁଟେରା। ବୁଧବାର ବିଳମ୍ବିତ ରାତିରେ ଦୋକାନ ମାଲିକ ବି. ମୋହନ ରାଓ ଆଚାରୀ ପ୍ରତିଦିନ ଭଳି ଦୋକାନ ବନ୍ଦ କରି ସମସ୍ତ ସୁନା,...

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା...

କାମୁଡିଲା ସାପ: ଅଙ୍ଗନୱାଡି କର୍ମୀଙ୍କୁ ଡାକ୍ତରଖାନାକୁ ନ ନେଇ ନେଇଥିଲେ ଗୁଣିଆ ପାଖକୁ, ତା’ପରେ…

ଗଜପତି,୨୩।୯(ଗିରିଧାରୀ ପରିଛା): ଅନ୍ଧ ବିଶ୍ବାସର କରୁଣ ପରିଣତି। ସାପ କାମୁଡାରେ ଅଙ୍ଗନୱାଡି କର୍ମୀ ମୃତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଦମାଦୁଆ ଗ୍ରାମ ପଞ୍ଚାୟତ ଘୋଡ଼ାପଙ୍କା ଗାଁରେ। ଗାଁର ବିପିନ କୁମାର ପାଟମାଝୀଙ୍କ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ ରାସାୟନିକ ପଦାର୍ଥ ମିଶିଛି। ଫଳରେ ନଦୀରେ ବହୁ ପରିମାଣରେ ମାଛ ମରିପଡି ଭାସୁଥିବା...

ସୁଭଦ୍ରା ଯୋଜନାର ଲାଭ ଉଠାଇବାକୁ ସୁନା ବନ୍ଧକ ରଖି ମୋବାଇଲ କିଣିଲେ

ପାରଳାଖେମୁଣ୍ଡି,୧୩ା୯(ଗିରିଧାରୀ ପରିଛା): ଗଜପତି ଜିଲା ଆର. ଉଦୟଗିରି ବ୍ଲକରେ ‘ସୁଭଦ୍ରା’ ଯୋଜନା ପାଇଁ ଜଣେ ହିତାଧିକାରୀ ନିଜ ସୁନା ବନ୍ଧକ ରଖି ମୋବାଇଲ କିଣିବା ପରି ଅଭାବନୀୟ ଘଟଣା ଘଟିଛି। ଏନେଇ ଏକ ଭିଡିଓ ଭାଇରଲ୍‌ ହେବା ପରେ ରାଜ୍ୟରେ...

ଗଜପତିରେ ରେକର୍ଡ ଭାଙ୍ଗୁଛି ବର୍ଷା

ପାରଳାଖେମୁଣ୍ଡି,୧ା୯(ଗିରିଧାରୀ ପରିଛା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ହେଲେ ଗଜପତି ଜିଲାର ୭ଟି ବ୍ଲକ ଅଞ୍ଚଳ ଓ ସହରାଞ୍ଚଳରେ ରବିବାର ୧୧୧.୪...

ଆଜି ଏସବୁ ଜିଲାରେ ସ୍କୁଲ ଛୁଟି

କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାପାଇଁ ରେଡ ଓ୍ବାର୍ନିଂ ଥିବାରୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଅଗ୍ନିଶମ...

ବନ୍ଧରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ରାଜୁଗୁରୁ ସାହି ନିକଟ ସଦରା ବନ୍ଧରେ ବୁଡି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ନିଖିଳ ପଟ୍ଟନାୟକ ବଡ଼ ବ୍ରାହ୍ମଣ ସାହି ବାସିନ୍ଦା ବୋଲି ଜଣାପଡିଛି। ମିଳିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri