ଗଜପତି

ଗାଁରୁ ଗଡ଼ିପାରୁନି ବିଜୁ ଗାଁ ଗାଡ଼ି

ଆର.ଉଦୟଗିରି,୧୫।୫(ଡି.ଏନ୍‌.ଏ.) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାଁରୁ ଗାଁକୁ ବିଜୁ ଗାଁ ଗାଡି ଯୋଜନା ପ୍ରଣୟନ କଲେ। ଉଦ୍ଦେଶ୍ୟ ଥିଲା ଗାଁର ଗରିବ ଆଦିବାସୀମାନେ ବିଭିନ୍ନ କାମଧନ୍ଦାରେ ବାହାରକୁ କମ୍‌ ଖର୍ଚ୍ଚରେ ଯିବାଆସିବା କରିପାରିବେ। କିନ୍ତୁ ଗଜପତି ଜିଲା ଆର.ଉଦୟଗିରି ବ୍ଲକରେ ଏହି...

ଦଉଡ଼ି ଦେଇ କଲେଜ ଛାତ୍ରଙ୍କ ଆତ୍ମହତ୍ୟା

ପାରଳାଖେମୁଣ୍ଡି :୧୪।୫: ପାରଳାଖେମୁଣ୍ଡି କାଚରା ସାହିରେ ଶନିବାର ଜଣେ କଲେଜ ଛାତ୍ର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ରାୟଗଡ଼ା ଜିଲା ଗୁଣୁପୁର ନିକଟ ହୁକୁମ୍ବା ଗ୍ରାମର ଶ୍ରୀନିବାସ ନିମାଲାଙ୍କ ପୁତ୍ର ଶିବା ନିମାଲା। ଶିବା ରହୁଥିବା ଭଡ଼ା ଘରେ ବେକରେ...

କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୬ ଭରି ସୁନା, ୩୦ ହଜାର

ପାରଳାଖେମୁଣ୍ଡି,୧୩।୫(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ମଡେଲ ପୋଲିସ ଥାନା ଅଧୀନ ବିଶ୍ବନାଥ ନଗରରୁ ଚୋରି ହୋଇଛି। ଅଞ୍ଚଳର ପ୍ରଭାତ ମିଶ୍ରଙ୍କ ଘରୁ ୧୬ ଭରି ସୁନା ଅଳଙ୍କାର, ୩୦ ହଜାର ନଗଦ ଟଙ୍କା ସହ ଅନ୍ୟାନ୍ୟ ଆସବାବ ପତ୍ର ଚୋରି...

ଗାତ ଖୋଳାରେ ଅଟକିଛି ସ୍ମାର୍ଟ ସ୍କୁଲ କାର୍ଯ୍ୟ

ଆର.ଉଦୟଗିରି,୧୨।୫(ଡି.ଏନ.ଏ.)-ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥିଙ୍କୁ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ରାଜ୍ୟ ସରକାର ୫-ଟି ପଦ୍ଧତିରେ ଉଚ୍ଚ ବିଦ୍ୟାଳୟଗୁଡିକୁ ରୂପାନ୍ତରିତ କରୁଛନ୍ତି। ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ଗୋଟିଏ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଶେଷ ହୋଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା...

ଚଢ଼ା ଦରରେ ବିଦେଶୀ ମଦ ବିକ୍ରି ଅଭିଯୋଗ

ରାୟଗଡ଼(ଗଜପତି),୯।୫: ରାୟଗଡ଼ ବ୍ଲକ ସଦର ମହକୁମାଠାରେ ହୋଇଥିବା ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ଚଢ଼ା ଦରରେ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଏଥିସହ ଖୁଲମଖୁଲା ବେଆଇନ ବିଦେଶୀ ମଦ ଚୋରା ଚାଲାଣ ହେଉଥିବାରୁ ଦୋକାନ ମାଲିକ ଓ ବିଭାଗୀୟ ଅଧିକାରୀଙ୍କ...

କାଶୀନଗର ପୋଲିସର ସିମ୍‌କାର୍ଡ ଯାଞ୍ଚ

କାଶୀନଗର,୯।୫: ଗଜପତି ଜିଲାପାଳ ଜୟରାମ ଶତପଥିଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର କାଶୀନଗର ଥାନା ପୋଲିସ ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ଥାନା ଏସ୍‌ଆଇ, ହାବିଲଦାର ପ୍ରମୁଖଙ୍କ ଦ୍ୱାରା ସହରରେ ଥିବା ମୋବାଇଲ ଦୋକାନଗୁଡ଼ିକ ଧରପଗଡ଼ କରି ବେନାମୀ ସିମକାର୍ଡ...

ନିର୍ମାଣ ହେଉନି ବଢ଼େଇପୁର ଗ୍ରାମ ରାସ୍ତା

ଆର.ଉଦୟଗିରି,୯ା୫(ଡି.ଏନ.ଏ.): ମୋହନା ବ୍ଲକ ଏକ ଆଦିବାସୀ ବହୁଳ ଅଞ୍ଚଳ। ଏହି ବ୍ଲକର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କାର ଅନୁଦାନ ଦେଇଥାନ୍ତି । କିନ୍ତୁ ସ୍ଥାନୀୟ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଉନ୍ନତିମୂଳକ ଯୋଜନାଗୁଡିକ ବାଟବଣା ହେଉଥିବା ଦେଖିବାକୁ ମିଳୁଛି।...

ଅବ୍ୟବସ୍ଥା ଘେରରେ କଟାମା ହାଇସ୍କୁଲ ଛାତ୍ରାବାସ

ପାରଳାଖେମୁଣ୍ଡି,୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତ ସଦର କାଟାମାଠାରେ ଥିବା ଛାତ୍ରାବାସ ଅବ୍ୟବସ୍ଥା ମଧ୍ୟରେ ରହିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହିଥିବା ଏହି ଛାତ୍ରାବାସରେ ରୋଷେଇ ଶାଳାର ବ୍ୟବସ୍ଥା ନ ଥିବାରୁ ବର୍ଷା, କାକର, ଗ୍ରୀଷ୍ମରେ...

ପ୍ରଶାସନ ଶୁଣିଲାନି ଗ୍ରାମବାସୀ କଲେ ରାସ୍ତା

ଆର.ଉଦୟଗିରି,୮।୫(ଡି.ଏନ.ଏ.): ସରକାର ଗାଁ ଗାଁକୁ ସଂଯୋଗ କରିବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ପାଣି ଭଳି ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ମଧ୍ୟ ଅନେକ ଗ୍ରାମ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛି। ଗ୍ରାମବାସୀ ବାରମ୍ବାର ପ୍ରଶାସନ ହେଉ...

ଅଧାପନ୍ତରିଆ ପଡ଼ିଛି ସହରର ରାସ୍ତା ନିର୍ମାଣ

ପାରଳାଖେମୁଣ୍ଡି,୫।୫(ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମାଠାରେ ବର୍ଷ ବର୍ଷ ଧରି ସହରର ରାସ୍ତା ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଭାବରେ ପଡ଼ିରହିଛି। ସମ୍ପୂର୍ଣ୍ଣ ନ ହେଉଣୁ କେଉଁଠି ଭାଙ୍ଗି ଭୁଶୁଡ଼ି ଯାଉଛି ତ କେଉଁଠି ଆବର୍ଜନାରେ ପୋତି ହେଲାଣି ଉଭୟ ପାଶର୍‌ବରେ...

କରଜ ଟଙ୍କା ଆଦାୟକୁ ନେଇ ଆକ୍ରମଣ, ଜଣେ ଆହତ

ଆର.ଉଦୟଗିରି,୧।୫: ମୋହନା ଥାନା ଅନ୍ତର୍ଗତ ଡିମ୍ବିରିପଙ୍କାଳ ଗ୍ରାମରୁ ମୋହନା ସହରକୁ ଆସିବା ସମୟରେ କେନ୍ଦୁପଦା ଗ୍ରାମରେ କରଜ ଟଙ୍କା ଆଦାୟକୁ ନେଇ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏହି ଘଟଣାରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,...

ଡହ ଡହ ଖରାରେ ଚାଉଳ, ଭତ୍ତା ବଣ୍ଟନ

ଆର.ଉଦୟଗିରି,୧।୫: ଗତ କିଛି ଦିନ ହେଲା ରାଜ୍ୟରେ ପ୍ରଚଣ୍ଡ ଗୀଷ୍ମପ୍ରବାହ ଜାରି ରହିଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସରକାର ଲୋକଙ୍କୁ ଛାଇରେ ରହିବାକୁ କହିବା ସହ ଆବଶ୍ୟକ ନ ହେଲେ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି। ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri