ଗଜପତି

ଓଲଟିଲା ଭ୍ୟାନ୍‌: ଜଣେ ମୃତ, ୧୫ ଗୁରୁତର

ଆର୍‌.ଉଦୟଗିରି,୧୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ଼ ବ୍ଲକ ଗୁଆର ଗାଁ ନିକଟରେ ମଙ୍ଗଳବାର ଏକ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଦିଲିସମଣି ରଇତ (୨୨)। ଆହତମାନଙ୍କୁ...

ମନ୍ତ୍ରୀଙ୍କ ଏସ୍‌କର୍ଟ ଗାଡି ଦୁର୍ଘଟଣାଗ୍ରସ୍ତ

ପାରଳାଖେମୁଣ୍ଡି,୧୭।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ଉଲିଆପଦା ଗାଁ ନିକଟରେ ମନ୍ତ୍ରୀଙ୍କୁ ଏସ୍‌କର୍ଟ କରି ନେଉଥିବା ଗାଡ଼ିଟି ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ରାୟଗଡ଼ାରୁ ଭୁବନେଶ୍ୱର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି...

ଦଶମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ

ଆର.ଉଦୟଗିରି,୧୨ା୧୦(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକର ଏକ ଛାତ୍ରବାସରେ ରହୁଥିବା ଜଣେ ଦଶମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ ଥିବା ନେଇ ଅଡବା ଥାନାରେ ମଙ୍ଗଳବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୦୪/୨୧)...

ଗଜପତି ମୋ’ ପାଇଁ ସ୍ବତନ୍ତ୍ର: ନବୀନ

ଭୁବନେଶ୍ୱର (ବ୍ୟୁରୋ)/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)୫। ୧୦:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗଜପତି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଜପତି ଜିଲା...

ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

ଗଜପତି,୪ା୧୦(ଡି.ଏନ୍‌.ଏ.): ଆଜି ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଗଜପତିର ୧ ଲକ୍ଷ ୩୭ ହଜାର ପରିବାର ଏହି ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ। ଏହା ସହ...

ନଦୀରେ ଭାସିଗଲେ ଯୁବକ

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.):ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବମିକା ନିକଟ ସାଇଲଡା ଗ୍ରାମ ନଦୀରେ ଭାସି ଯାଇ ରବିବାର ଜଣେ ଯୁବକ ନିଖୋଜ ହୋଇଛନ୍ତି। ସେ ହେଲେ ଜି ରାମୁ (୩୬)। ରାମୁ ସନ୍ଧ୍ୟାରେ ନଦୀ ପାର ହେଉଥିବା ବେଳେ ହଠାତ୍‌...

ଗଜପତିରେ ଧସିଲା ପାହାଡ଼

ପାରଳାଖେମୁଣ୍ଡି,୨୬।୯(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ନମାନଗଡ଼ ଓ ଅଜୟଗଡ଼ ରାସ୍ତାର ପାହାଡ ଧସିଥିବା ରବିବାର ଦେଖିବାକୁ ମିଳିଛି। ବର୍ଷା ଯୋଗୁ ଅତଡା ଖସିଥିବା ସୂଚନା ମିଳିଛି। ତେଣୁ ନମାନଗଡ଼ଠାରୁ ଅଜୟଗଡ ରାସ୍ତାଟି ସମ୍ପୂର୍ଣ୍ଣ ରୂପେ ଅବରୋଧ ହୋଇଯାଇଛି।...

ଜିରୋ କାଜୁଆଲିଟି ଉପରେ ଗଞ୍ଜାମ ଜିଲାପାଳଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’କୁ ନେଇ ଗଞ୍ଜାମ ଜିଲାରେ ଦିନତମାମ ବର୍ଷା ହେବ। ସନ୍ଧ୍ୟାଠାରୁ ଅଧିକରୁ ଅଧିକ ବର୍ଷା ସହ ପବନର ବେଗ ବୃଦ୍ଧି ହୋଇ ରାତିରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ...

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ କୋହଲା ପାଗ ସହ ଝିପି ଝିପି ବର୍ଷା ହେଉଛି। ପବନର ବେଗ ମଧ୍ୟ...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଧରି ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ...

ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଫରେନ୍‌ସିକ୍‌ ସାଇନ୍ସ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ...

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫ୍‌ଓଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରୁ ଆଜି ପର୍ଯ୍ୟନ୍ତ ପରଦା ହଟିପାରିନାହିଁ।  ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।  ସୌମ୍ୟଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri