ଗଜପତି

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରଳାଖେମୁଣ୍ଡି ରାଜନହର ମୁଖ୍ୟ ରାସ୍ତା କଡ଼ରେ ଜଣେ ଅସହାୟ ମହିଳା ପ୍ରସବ କରିଛନ୍ତି। ମହିଳା ଜଣକ ଭିକ୍ଷା ମାଗି ଚଳୁଥିଲେ। ପୂର୍ବାହ୍ନରେ ସେ ରାସ୍ତାକଡ଼ରେ ଭିକ୍ଷା ମାଗୁଥିବା...

ଗଜପତିରୁ ୪ ପଜିଟିଭ ଚିହ୍ନଟ

ପାରଳାଖେମୁଣ୍ଡି,୧୪ା୧୧(ଡି.ଏନ୍‌.ଏ.): ଗଜପତିରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳା ପୌର ପରିଷଦରୁ ୩ ଜଣ, ଗୋଷାଣିରୁ ଜଣେ ଆକ୍ରାନ୍ତ ହୋଇଥିବା ଗଜପତି ଜିଲାପାଳ ଅନୁପମ ସାହା ସୂଚନା ଦେଇଛନ୍ତି। ଏମାନଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଜେଲରେ ଟଳିପଡ଼ିଲେ ବିଚାରାଧୀନ କଏଦୀ

ଗଜପତି, ୯।୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରାଧୀନ ଜଣେ କଏଦୀଙ୍କର ସୋମବାର ସକାରେ ମୃତ୍ୟୁ ଘଟିଛି। ସେ ହେଲେ ଜୟପାଲ ସିଂ। ତାଙ୍କ ଘର ହରିଆଣାରେ ବୋଲି ଜଣାପଡ଼ିଛି । ତେବେ ଜୟପାଲ ଗଞ୍ଜେଇ ଚାଲାଣ ମାମଲାରେ ଗତ...

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି l ପ୍ରକାଶ ଯେ, ଶିରିଝୋଲୀ ଗ୍ରାମରୁ ଏକ ବାଇକ...

ଭିଜିଲାନ୍ସ ଜାଲରେ ଅଧ୍ୟାପକ

ପାରଳାଖେମୁଣ୍ଡି,୧୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ରାଧାଗୋବିନ୍ଦ ନଗରସ୍ଥିତ ଅଧ୍ୟାପକ ଜି. ନାଗେଶ୍ୱରଙ୍କ ବାସଭବନରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଏକାସାଙ୍ଗରେ ୬ଟି ସ୍ଥାନରେ ଏହି ଚଢ଼ାଉ ଜାରି...

ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ

ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜାମେସ ଶବର, କୁଶାବତୀ...

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା...

ପାରଳାଖେମୁଣ୍ଡି ଗଣମୃତ୍ୟୁକୁ ୪ବର୍ଷ ପୂରିଲା: ଧରା ପଡ଼ିନାହାନ୍ତି ଦୋଷୀ

ପାରଳାଖେମୁଣ୍ଡି,୨୭ା୮(ସ୍ବ.ପ୍ର.):ବହୁଚର୍ଚ୍ଚିତ ପାରଳା ଗଣମୃତ୍ୟୁ ଘଟଣାକୁ ଗତ ୨୧ରେ ୪ବର୍ଷ ପୂରିଛି। ଏହି ଘଟଣାରେ ପାରଳା ରାଜପ୍ରାସାଦର ତତ୍କାଳୀନ ପରିଚାଳିକା ଅନଙ୍ଗମଞ୍ଜରୀ ପାତ୍ର, ଭଉଣୀ ବିଜୟଲକ୍ଷ୍ମୀ ପାତ୍ର, ଦୁଇଭାଇ ସଞ୍ଜୟ ପାତ୍ର ଓ ସନ୍ତୋଷ ପାତ୍ର ପ୍ରାଣ ହରାଇଥିଲେ। ସେତେବେଳେ ଏହା...

ଦିନରେ ବନ୍ଧା ହୋଇଥିଲେ, ରାତିରେ ଖସି ପଳାଇଲେ

ଆର୍‌.ଉଦୟଗିରି,୨୨ା୮(ଡି.ଏନ୍‌.ଏ.)- ଗଜପତି ଜିଲା ଆର୍‌.ଉଦୟଗିରି ଥାନା ହାଜତରୁ ଗୁରୁବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ପୁରୀ ସଦର ଥାନା ଅଞ୍ଚଳର ପ୍ରମୋଦ ମଲିକ। ଗୁରୁବାର ପୂର୍ବାହ୍ନରେ ତାଙ୍କୁ ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାରେ...

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ ମଧ୍ୟ କରୋନା ପଶିଥିବା ଜଣାପଡ଼ିଛ। ଜେଲର୍‌ ସମେତ ଉପକାରାଗାରରେ ୬ଜଣ ସଂକ୍ରମିତ ହୋଇଥିବା...

ପିଆଜ ଟ୍ରକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଧରାପଡ଼ିବା ପରେ…

ଆର.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପକ୍ଷରୁ ଚଢାଉ କରାଯାଇ ଶନିବାର ଏକ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌ରୁ ୧୦ କ୍ୱିଣ୍ଟାଲ ୭୫ କିଲୋ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି।...

ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌, ୩ ଦିନ ଲକ୍‌ଡାଉନ ହେବ ଗଜପତି ଜିଲା

ଗଜପତି,୨୮।୭(ଡି.ଏନ୍‌.ଏ.): ଗଜପତି ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଓ ୩ ଦିନ ଲକ୍‌ଡାଉନ୍‌ ନିୟମ ଲାଗୁ ହେବ। ମଙ୍ଗଳବାର ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏ ନେଇ ଜିଲାପାଳ ଅନୁପମ ଶାହା ନିର୍ଦ୍ଦେଶ ଦେଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri