ଗଜପତି

ଓଡ଼ିଶା ଭିତରେ ଆନ୍ଧ୍ର ଦାଦାଗିରି

ପାରଳାଖେମୁଣ୍ଡି,୧୮।୨: ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି...

ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ହେଉ

ପାରଳାଖେମୁଣ୍ଡି,୧୩।୨(ଡି.ଏନ୍‌.ଏ.): ରାଜ୍ୟ ଭାଜପାର ଏକ ଟିମ୍‌ ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ଆନ୍ଧ୍ରପ୍ରଦେଶ ନିର୍ବାଚନ କରୁଥିବା ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଓଡ଼ିଶା ଲୋକଙ୍କୁ ଭୋଟଦାନ ପାଇଁ ମନାଉଥିବା ଆନ୍ଧ୍ରର ପ୍ରଶାସନିକ ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବା...

ଦୁର୍ଘଟଣା ଉଜାଡିଦେଲା ପରିବାର

ପାରଳାଖେମୁଣ୍ଡି,୭ା୨: ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠ ଗ୍ରାମ ବିନୋଦିନୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍‌ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ସ୍ତ୍ରୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ...

ଆନ୍ଧ୍ର ନିର୍ବାଚନରେ ଓଡ଼ିଶା ପ୍ରାର୍ଥୀ, ଭୋଟର

ପାରଳାଖେମୁଣ୍ଡି,୭ା୨(ଡି.ଏନ୍‌.ଏ.): କୋଟିଆ ପରେ ବର୍ତ୍ତମାନ ଗଜପତି ଜିଲା ଗଙ୍ଗାବାଡର କେତେକ ଗ୍ରାମ ଉପରେ ଆନ୍ଧ୍ର ପକାଇଛି ଲୋଲୁପ ଦୃଷ୍ଟି। ବିଭିନ୍ନ ଯୋଜନାରେ ଲୋକଙ୍କୁ ସାମିଲ କରିବା ସହ ବର୍ତ୍ତମାନ ଫେବୃୟାରୀ ୧୩ରେ ପଞ୍ଚାୟତ ନିର୍ବାଚନରେ ଓଡ଼ିଶାରୁ ପ୍ରାର୍ଥୀ ଦେଇଛି। ଜିଲାର...

ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ସାଙ୍ଗକୁ ଦେଖାକରି ଫେରୁଥିବା ବେଳେ ଚାଲିଗଲା ଜୀବନ

ପାରଳାଖେମୁଣ୍ଡି,୩୦।୧: ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଲାଞ୍ଜିପଦ- ଜିରାଙ୍ଗ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋବରା ନୂଆ ଗାଁର ସତ୍ୟରଞ୍ଜନ ମହାନ୍ତି (୨୧)। ସତ୍ୟ ରାୟଗଡ଼ା ବ୍ଲକ...

୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରଳାଖେମୁଣ୍ଡି,୨୬।୧(ଡିଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡ଼ିଶା ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ...

ମଣ୍ଡିରୁ କିଣାଯାଉନି ଧାନ, ଚାଷୀ ନିରାଶ

କାଶୀନଗର,୨୩।୧: ଗତ ଡିସେମ୍ବର ୩୧ ତାରିଖରୁ ମିଲରମାନେ ମଣ୍ଡିରୁ ଧାନ କିଣୁ ନ ଥିବା କାଶୀନଗର ବ୍ଲକ ବଥବା ଗ୍ରାମର ଚାଷୀମାନେ ଶୁକ୍ରବାର ଅଭିଯୋଗ କରିଛନ୍ତି । ଏ ନେଇ ବଥବା ଗ୍ରାମର ବହୁ ଚାଷୀ କାଶୀନଗର ବିଡିଓଙ୍କ ଜରିଆରେ...

ଓଲଟିଲା ପିକନିକ ବସ୍‌: ଜଣଙ୍କ ଜୀବନ ଗଲା, ୧୨ ଆହତ

ପାରଳାଖେମୁଣ୍ଡି,୧୮।୧(ଡି.ଏନ୍‌.ଏ): ରାୟଗଡା ଜିଲା କେନ୍ଦୁପଡା ଫାଣ୍ଡି ଅନ୍ତର୍ଗତ ଡୁମ୍ବଲାପଦର ବୁଲାଣିଆ ଘାଟିରେ ଏକ ପିକନିଜ ବସ୍‌ ଓଲଟିପଡିଛି। ଏହି ଦୁର୍ଘଟଣାରେ ୧୨ରୁ ଉଦ୍ଧର୍‌ବ ଆହତ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ସୁନୀଲ ସାହୁ। ସମସ୍ତ...

ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ

ପାରଳାଖେମୁଣ୍ଡି,୧୭ା୧: ଗଜପତି ଜିଲା ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜ ବନ କର୍ମଚାରୀ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଏକ ଅଟୋରେ ଚାଲାଣ ହେଉଥିବା ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ କରିଛନ୍ତି। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖି ପଚରାଉଚରା...

ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ, ୩ ଅଟକ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ.): ଗଜପତି ଜିଲାରେ ବନବିଭାଗକୁ ଏକ ବଡ଼ଧରଣର ସଫଳତା ମିଳିଛି। ବେଆଇନ ରକ୍ତ ଚନ୍ଦନ ଚୋରା ଚାଲାଣ ବେଳେ ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ କରିଛି ବନବିଗଭାଗ। ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜରେ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ...

ଗଜପତିରେ ପହଞ୍ଚିଲା କୋଭିଡ୍‌ ଭାକ୍ସିନ୍‌

ପାରଳାଖେମୁଣ୍ଡି,୧୪ା୧(ଡି.ଏନ୍‌.ଏ.)- କୋଭିଡ୍‌ ଭାସ୍କିନ୍‌ ବୁଧବାର ରାତିରେ ଭୁବନେଶ୍ୱରରୁ କଡା ସୁରକ୍ଷା ମଧ୍ୟରେ ଆସି ଗଜପତିରେ ପହଞ୍ଚତ୍ଛି। ପ୍ରଥମ ପର୍ଯ୍ୟାୟରେ ୪,୫୦୦ କୋଭିଶିଲ୍ଡ ଟିକା ଆସିଥିବା ଜଣାପଡିଛି। ପାରଳାଖେମୁଣ୍ଡି ସ୍ଥିତ ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ପରିସର ଟିକା ସଂରକ୍ଷଣ କେନ୍ଦ୍ରରେ କଡା ସୁରକ୍ଷା...

ଗଜପତିର ପ୍ରିୟଙ୍କା ପ୍ରଥମ ରନର୍ସଅପ

ପାରଳାଖେମୁଣ୍ତି, ୫।୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସେଞ୍ଚୁରିଆନ ପବ୍ଲିକ ସ୍କୁଲର ଯୁକ୍ତ ୨ ଛାତ୍ରୀ ପ୍ରିୟଙ୍କା ସାହୁ ଗ୍ଲିଟର ପାଜିଏଣ୍ଟ ଦ୍ବାରା ଆୟୋଜିତ ମିସ୍‌ ଇଣ୍ତିଆ ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ ହୋଇଛନ୍ତି। ୧୩ ପ୍ରତିଯୋଗୀଙ୍କ ମଧ୍ୟରେ ପରିଚୟ ଆଦାନପ୍ରଦାନ, ଟ୍ୟାଲେଣ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri