ଗଜପତି

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ ମଧ୍ୟ କରୋନା ପଶିଥିବା ଜଣାପଡ଼ିଛ। ଜେଲର୍‌ ସମେତ ଉପକାରାଗାରରେ ୬ଜଣ ସଂକ୍ରମିତ ହୋଇଥିବା...

ପିଆଜ ଟ୍ରକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଧରାପଡ଼ିବା ପରେ…

ଆର.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପକ୍ଷରୁ ଚଢାଉ କରାଯାଇ ଶନିବାର ଏକ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌ରୁ ୧୦ କ୍ୱିଣ୍ଟାଲ ୭୫ କିଲୋ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି।...

ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌, ୩ ଦିନ ଲକ୍‌ଡାଉନ ହେବ ଗଜପତି ଜିଲା

ଗଜପତି,୨୮।୭(ଡି.ଏନ୍‌.ଏ.): ଗଜପତି ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଓ ୩ ଦିନ ଲକ୍‌ଡାଉନ୍‌ ନିୟମ ଲାଗୁ ହେବ। ମଙ୍ଗଳବାର ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏ ନେଇ ଜିଲାପାଳ ଅନୁପମ ଶାହା ନିର୍ଦ୍ଦେଶ ଦେଇଥିବା...

କରୋନାରେ ପୁଣି ଜଣେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି,୧୨ା୭(ସ୍ବ.ପ୍ର.)-ଗଜପତି ଜିଲାର ଜଣେ କୋଭିଡ୍‌ ଯୋଦ୍ଧା ତଥା ବରିଷ୍ଠ ଖବରଦାତା କେ. ସିଏଚ. ରତନମ୍‌ଙ୍କ ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲରେ ରବିବାର ପରଲୋକ ହୋଇଯାଇଛି। ସେ ଦୈନିକ ତେଲୁଗୁ ‘ଇନାଡୁ’ ପତ୍ରିକାରେ ଦୀର୍ଘ ୪ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ...

କେ. ଝାଲରସିଂକୁ ୭ ଦିନ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲାପାଳ

ଆର.ଉଦୟଗିରି,୮।୭:(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ଼ ବ୍ଲକରେ ଗତ ୨ ଦିନ ମଧ୍ୟରେ ୨୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେ, ଝାଲରସିଂରୁ ୯ , ଲିଅବରୁ ୧, ତୁବୁସିଂରୁ ୧, ତେରେମେଣ୍ଡାରୁ ୧ ଓ କେ. ଝାଲରସିଂ...

ଦ୍ୱିତୀୟ ସ୍ତ୍ରୀଙ୍କ ସହ ମିଶି ପ୍ରଥମ ସ୍ତ୍ରୀଙ୍କୁ ମାରିବାକୁ ଚାହୁଁଥିଲେ ସ୍ବାମୀ: ଜାଣି ପାରି ବାପାଙ୍କୁ ହତ୍ୟା କଲା ପୁଅ

ଆର.ଉଦୟଗିରି,୬।୭(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପେଜପାଣି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବଡ଼ ପୁଅ। ମୃତକ ହେଲେ ଗ୍ରାମର ଦୁର୍ମନ ସବର (୫୫)। ସୂଚନାଯୋଗ୍ୟ, ଦୁର୍ମନ...

ଗଞ୍ଜାମ ଜିଲାକୁ ଭୋଜି ଖାଇବାକୁ ଯାଇ ଦମ୍ପତି କରୋନା ଆକ୍ରାନ୍ତ: ପିଣ୍ଡିକି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଆର.ଉଦୟଗିରି,୬।୭(ଡି.ଏନ୍‌.ଏ.): ଗଜପତି ଜିଲାର ମୋହନା ବ୍ଲକ ପିଣ୍ଡିକି ଗ୍ରାମର ଏକ ଦମ୍ପତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ପରେ ଗ୍ରାମକୁ ୭ ଦିନ ଲାଗି କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଶନିବାର ରାତିରେ ଜିଲାପାଳ ଅନୁପମ ସାହା ୭ ଦିନ...

ଗଜପତିରେ ୭ ପରିବର୍ତ୍ତେ ୨୧ ଦିନକୁ ବୃଦ୍ଧି କରାଗଲା ସଙ୍ଗରୋଧ ଅବଧି

ଗଜପତି,୨୯।୬(ସ୍ବ.ପ୍ର.): ଗଜପତି ଜିଲାରେ ସଙ୍ଗରୋଧ ଅବଧିକୁ ୭ ଦିନ ବଦଳରେ ୨୧ ଦିନକୁ ବୃଦ୍ଧି କରାଯାଇଛି। ସୋମବାର ଜିଲାରେ ନୂଆ ନିୟମ ଲାଗୁ କରିବାକୁ ଜିଲାପାଳ ଅନୁପମ ସାହା ଏକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଜଣାଇଛନ୍ତି। ଏ ନେଇ ସେ...

ଆସନ୍ତା ୨୮ରୁ ୩୦ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି, ୩ ବ୍ଲକ ଶଟ୍‌ଡାଉନ

ଗଜପତି, ୨୬।୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହର ସମେତ ଜିଲାର ଗୁମ୍ମା, ଗୋଷାଣୀ ଏବଂ କାଶୀନଗର ବ୍ଲକ୍‌କୁ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ ସ୍ବାସ୍ଥ୍ୟ ସେବା ଓ ଖିର ଯୋଗାଣକୁ ବାଦ୍‌...

ଖ୍ରୀଷ୍ଟପୁର ଗ୍ରାମରେ ଓଲଟିଲା ବସ୍‌

ଆର୍‌ .ଉଦୟଗିରି,୧୯।୬: ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ଗ୍ରାମରେ ଘରୋଇ ବସ୍‌ ଗାନ୍ଧୀ (ଓଡି-୧୫-ଏଚ୍‌- ୬୬୮୮) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାୟଗଡ଼ାରୁ କଟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଥିଲା। ବସ୍‌ରେ...

ଗଜପତିରେ ୧୧ କରୋନା ପଜିଟିଭ୍‌: ୭୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାରଳାଖେମୁଣ୍ଡି, ୧୦ା୬ (ସ୍ବ.ପ୍ର.) -ଗଜପତି ଜିଲାରୁ ବୁଧବାର ପୁଣି ୧୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨ରେ ପହଞ୍ଚିଛି। ସେମାନଙ୍କୁ ଆର.ସୀତାପୁରଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ୧୦ ପୁରୁଷ...

ଗଜପତିରେ ପୁଣି ୧୦ କରୋନା ପଜିଟିଭ

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ା ଏହି ସଂଖ୍ୟା ଶନିବାର ୬୧ରେ ପହଞ୍ଚିଛି ା ଉକ୍ତ ୧୦ ଜଣଙ୍କୁ ଆର୍‌.ସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri