ଗଜପତି

କେରଳ, ସୁରଟରୁ ଫେରିଲେ ମୋହନାର ୧୨ପ୍ରବାସୀ

ଆର.ଉଦୟଗିରି,୯।୫(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକକୁ କେରଳ ଓ ସୁରତରୁ ୧୨ଜଣ ପ୍ରବାସୀ ଓଡ଼ିଆ ଆସିଥବା ଜଣାପଡିଛି। ଶୁକ୍ରବାର ଅପରାହ୍ନରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେସନରେ ୧୨ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେଥିମଧ୍ୟରୁ ୧୧ଜଣ କେରଳରୁ ଫେରିଥିବା ବେଳେ ଜଣେ...

ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ

ମୋହନା,୨ା୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା...

କ୍ୱାରାଣ୍ଟାଇନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଆର.ଉଦୟଗିରି,୨ା୫(ଡି.ଏନ.ଏ.): ଗଜପତି ଜିଲାପାଳ ଅନୁପମ ଶାହା ନୂଆଗଡ ବ୍ଲକର କରୋନା ପାଇଁ ଖୋଲାଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଖଜୁରିପଦା ପଞ୍ଚାୟତର ଦୋଘରିଆ ଆଦିବାସୀ ହାଇସ୍କୁଲ କ୍ବାରେଣ୍ଟାଇନ୍‌ ସେଣ୍ଟର ସମେତ ବଡପଦା ଓ କେ.ଝାଲରସିଂ...

ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ

ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ ଗଜପତି ଜିଲା ଗୁମ୍ମା ବ୍ଲକ୍‌ ଅଧୀନ ୨୦ ପଞ୍ଚାୟତର ୪୫୦୦...

୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌

ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫ ଜଣଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌ ଆସିଛି। ଏ ନେଇ ବୁଧବାର ଗଜପତି ଜିଲାପାଳ...

ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ

ଆର,ଉଦୟଗିରି,୧୬ା୪(ଡି.ଏନ୍‌.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା ଦେଖି ଜବତ କରିବାକୁ ଯିବାବେଳେ ଉପସ୍ଥିତ ମଦ ମାଫିଆମାନେ ଆକ୍ରମଣ କରିଥିଲେ।...

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ୩୭ ଲିଟର ମଦ ଜବତ, ୩ ଗରଫ

ଆର୍‌.ଉଦୟଗିରି, ୧୫।୪(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଆର.ଉଦୟଗିରି ଆସିସାହି, ଖଜୁରିପଦା, ସେରେଙ୍ଗ ଆଦି ଗ୍ରାମରେ ମଙ୍ଗଳବାର ଚଢ଼ାଉ କରାଯାଇ ୩୭ ଲିଟର ଦେଶିମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗରିଫ କରାଯାଇଛି।...

ଗୁମ୍ମା ଅଞ୍ଚଳକୁ ସାନିଟାଇଜ୍‌ କଲା ପ୍ରଶାସନ

ଗୁମ୍ମା,୧୪ା୪: ଗଜପତି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଭୂତାଣୁ କବଳରୁ ରକ୍ଷା ପାଇଁ ମଙ୍ଗଳବାର ଗୁମ୍ମା ବ୍ଲକ୍‌ ପ୍ରଶାସନ...

ଆର୍‌.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ

ଆର୍‌.ଉଦୟଗିରି,୯ା୪(ଡି.ଏନ୍‌.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ ସହ ମୁକାବିଲା ପ୍ରୟାସ ଜୋରଦାର ଚାଲିଛି। ତହସିଲ, ବ୍ଲକ, ମେଡିକାଲ, ସାହିର...

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଆନ୍ଧ୍ରର ଶ୍ରୀକାକୁଲମ ଜିଲା ରେଗୁଲୁସ୍ଥିତ ଘରୋଇ ଚିକିତ୍ସାଳୟରେ ଚିକିତ୍ସା ଚାଲିଥିଲା। ମଙ୍ଗଳବାର...

୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର ଲକ୍‌ଡାଉନ ୧୨ ଦିନରେ ପହଞ୍ଚିଛି। ଏହାର ପ୍ରଭାବରେ ଅତ୍ୟାବଶ୍ୟକ ଦୋକାନ ଖୋଲା ରହୁଥିବା...

ଚର୍ଚ୍ଚରେ ଚାଲିଥିଲା ସାମୂହିକ ପ୍ରାର୍ଥନା: ପରିଚାଳକ ସମେତ ୮ ଗିରଫ

କାଶୀନଗର,୫।୪(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। ଘରୁ ନ ବାହାରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ତଥାପି ଲୋକେ ସଚେତନ ହେବାକୁ ନାରାଜ। ଗଜପତି ଜିଲା କାଶୀନଗର ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri