ଗଞ୍ଜାମ

ଗୋଳାବାରୁଦ କାରଖାନାକୁ ବିରୋଧ, ୧୫୦ ଜଣଙ୍କ ପାଇଁ ବିପଦରେ ପଡ଼ିବେ ଦେଢ଼ ଲକ୍ଷ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ମହାରାଷ୍ଟ୍ରର ଏକ ଘରୋଇ ବିସ୍ଫୋରକ ଉତ୍ପାଦନ କମ୍ପାନୀ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଘାଟିପଲ୍ଲୀ ଓ ଲଣ୍ଡେଇହିଲଠାରେ ଗୋଳାବାରୁଦ କାରଖାନା ନିର୍ମାଣ ଯୋଜନା କରୁଛି।…

5 months ago

ୟୁନିଫାଏଡ ଅଟୋମେଶନ ସିଷ୍ଟମକୁ ଶିକ୍ଷକଙ୍କ ତୀବ୍ର ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କୁ ଦାବିପତ୍ର

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଗଣ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହର ଗୁରୁବାର ଠାରୁ ୟୁନିଫାଏଡ ଅଟୋମେଶନ ସିଷ୍ଟମ ଲାଗୁ ହୋଇଛି। ଏହି ସିଷ୍ଟମ ଲାଗୁ…

5 months ago

ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ ପରିବାର…

5 months ago

ଜମିବାଡ଼ିକୁ କେନ୍ଦ୍ର କରି ବୁଲିଲା ଖଣ୍ଡା: ମହିଳାଙ୍କ ସମେତ ୪ ଗୁରୁତର

ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ଗୋଟିଏ ପରିବାର ଉପରେ ଅନ୍ୟ ଏକ ପରିବାର…

5 months ago

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଜିଲାପାଳ, କହିଲେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ…

ଛତ୍ରପୁର,୨୮ା୭(ଦିଲ୍ଲୀପ ସାମଲ): ଗଞ୍ଜାମର ନୂତନ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଏହା ପୂର୍ବରୁ କୋରାପୁଟ ଜିଲାପାଳ ଦାୟିତ୍ୱ ନିର୍ବାହ…

5 months ago

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଇ କାର୍ଯ୍ୟରେ ଯୋଗଦେଲେ ଜିଲାପାଳ

ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ନୂଆ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ କାର୍ଯ୍ୟରେ ଯୋଗ ଦେବା ଅବସରରେ ସୋମବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସି…

5 months ago

ଘର ଆଗରେ ରଖିଥିଲେ ବାଇକ୍‌: ବିଳମ୍ବିତ ରାତିରେ ଘଟିଗଲା…

ଗଞ୍ଜାମ,୨୮।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଖଟୁଆକୁଦା ଗ୍ରାମରୁ ଗତ କାଲି ବିଳମ୍ବିତ ରାତିରେ ବାଇକ ଚୋରି ହୋଇଥିବା…

5 months ago

ଦଳ ପଛେ, ମାଟି ଆଗ: ସବୁ ଦଳର ନେତାଙ୍କୁ ଏକାଠି କଲା ମିଡ଼ିଆ କ୍ଲବ

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ମିଡ଼ିଆ କ୍ଲବ ରବିବାର ଗାୟତ୍ରୀ ମନ୍ଦିର ନିକଟରେ ମେଗା ରକ୍ତଦାନ ଶିବିର ଆୟୋଜନ କରିଥିଲା । ଶିବିରରୁ…

5 months ago

ବଜ୍ରପାତ ମୃତ୍ୟୁ ରୋକିବ ତାଳ ଗଛ, ଚଳିତ ବର୍ଷ ପୋତାଯାଉଛି ୭୮ ହଜାର ତାଳ ମଞ୍ଜି

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଗତବର୍ଷ ବର୍ଷା ଋତୁରେ ମୂଜାଗଡ, ଗାଲେରି, ତାରସିଂ, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳ ଅଧିନରେ…

5 months ago

ଜ୍ଞାନ ବିଜ୍ଞାନ ମେଳାରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଷଷ୍ଠୀ ପ୍ରସାଦ…

5 months ago