Advertisement

ଗଞ୍ଜାମ

ଧାର ଟଙ୍କା ଶୁଝି ନ ପାରି ଯୁବକଙ୍କ ଆତ୍ମହତ୍ୟାଧାର ଟଙ୍କା ଶୁଝି ନ ପାରି ଯୁବକଙ୍କ ଆତ୍ମହତ୍ୟା

ଧାର ଟଙ୍କା ଶୁଝି ନ ପାରି ଯୁବକଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୧୧।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଅନ୍‌ଲାଇନ୍‌ ଗେମ୍‌ ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗେମ୍‌ ପାଇଁ ଲୋକଙ୍କଠାରୁ ଧାର ଆଣିଥିବା ଟଙ୍କା ଶୁଝି ନ ପାରି ପୁରୁଣା…

7 months ago
ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଧରିଲା ଗୁଜରାଟ ପୋଲିସପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଧରିଲା ଗୁଜରାଟ ପୋଲିସ

ପୂର୍ବତନ ସରପଞ୍ଚଙ୍କ ଦେଢଶୁରଙ୍କୁ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଧରିଲା ଗୁଜରାଟ ପୋଲିସ

ପୁରୁଷୋତ୍ତମପୁର,୧୧ା୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଢଶୁର କାହ୍ନୁଚରଣ ବେହେରା(୫୫)ଙ୍କୁ ଗତ ମାର୍ଚ୍ଚ ୨୯ରେ ବିଚ୍‌…

7 months ago
ଗଞ୍ଜାମର ପୂର୍ବତନ ବିଜେଡି ବିଧାୟକଙ୍କ ପରଲୋକଗଞ୍ଜାମର ପୂର୍ବତନ ବିଜେଡି ବିଧାୟକଙ୍କ ପରଲୋକ

ଗଞ୍ଜାମର ପୂର୍ବତନ ବିଜେଡି ବିଧାୟକଙ୍କ ପରଲୋକ

ପୋଲସରା,୧୧।୧୦: ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ ହୋଇଛି। ଅସୁସ୍ଥ ହୋଇ ପ୍ରାୟ ଗୋଟେ ମାସ ହେବ ସେ ଚିକିତ୍ସିତ ହେଉଥିଲେ । ଗୁରୁବାର ଚିକିତ୍ସିତ…

7 months ago
ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…

ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…

ପୁରୁଷୋତ୍ତମପୁର,୧୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ବାଲିମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ବିନା ଦ୍ୱିଧାରେ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରୁ ବାଲି ଚୋରାଇ ନେବାରେ ଲାଗିପଡ଼ିଛନ୍ତ।…

7 months ago
ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍‌ପିଙ୍କ…

ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ ଥରେ…

7 months ago
ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କାପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଆସିଲା ହାଇକୋଟର୍ଙ୍କ ବଡ଼ ରାୟ: ଅଧକ୍ଷା ପ୍ରିୟଙ୍କା ଗୌଡଙ୍କୁ ଝଟ୍‌କା

ପୁରୁଷୋତ୍ତମପୁର,୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗ ଉପରେ ହାଇକୋର୍ଟ ୪୪ ପୃଷ୍ଠାର ଏକ ବଡ଼ ରାୟ ଦେଇଛନ୍ତି। କୋର୍ଟଙ୍କ ଏହି…

7 months ago
ବୈଠକର ଘଣ୍ଟାଏ ପରେ ମନେପଡ଼ିଲା: ୟୁଟ୍ୟୁବ ଶର୍ଚ୍ଚ କରି ବନ୍ଦେ ଉତ୍କଳ ଜନନୀ ଗାଇଲେ ମନ୍ତ୍ରୀ, ବିଧାୟକ, ବ୍ଲକ ଅଧ୍ୟକ୍ଷବୈଠକର ଘଣ୍ଟାଏ ପରେ ମନେପଡ଼ିଲା: ୟୁଟ୍ୟୁବ ଶର୍ଚ୍ଚ କରି ବନ୍ଦେ ଉତ୍କଳ ଜନନୀ ଗାଇଲେ ମନ୍ତ୍ରୀ, ବିଧାୟକ, ବ୍ଲକ ଅଧ୍ୟକ୍ଷ

ବୈଠକର ଘଣ୍ଟାଏ ପରେ ମନେପଡ଼ିଲା: ୟୁଟ୍ୟୁବ ଶର୍ଚ୍ଚ କରି ବନ୍ଦେ ଉତ୍କଳ ଜନନୀ ଗାଇଲେ ମନ୍ତ୍ରୀ, ବିଧାୟକ, ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୯।୧୦ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାପରିଷଦ ବୈଠକରେ ଘୋର ବ୍ୟତିକ୍ରମ ଦେଖିବାକୁ ମିଳିଛି । ପ୍ରତି ବୈଠକର ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ଗୀତ ଗାନ…

7 months ago
୭୦% ପ୍ରତିଶତ ଅର୍ଥ ହରିଲୁଟ୍‌: ମୋହନ ସରକାର କରିବେନି ବରଦାସ୍ତ୭୦% ପ୍ରତିଶତ ଅର୍ଥ ହରିଲୁଟ୍‌: ମୋହନ ସରକାର କରିବେନି ବରଦାସ୍ତ

୭୦% ପ୍ରତିଶତ ଅର୍ଥ ହରିଲୁଟ୍‌: ମୋହନ ସରକାର କରିବେନି ବରଦାସ୍ତ

ଛତ୍ରପୁର, ୯।୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ଗଞ୍ଜାମ ଜ଼ିଲାପରିଷଦ ବୈଠକ ବୁଧବାର ଜ଼ିଲାପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ବସିଛି। ପ୍ରତି ୩ ମାସକୁ ଥରେ…

7 months ago
ମା’ ନିଜ ବାଙ୍କେଶ୍ୱରୀଙ୍କ ପୀଠରେ ଦିଗପହଣ୍ଡି ପୂଜାକଲେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରମା’ ନିଜ ବାଙ୍କେଶ୍ୱରୀଙ୍କ ପୀଠରେ ଦିଗପହଣ୍ଡି ପୂଜାକଲେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର

ମା’ ନିଜ ବାଙ୍କେଶ୍ୱରୀଙ୍କ ପୀଠରେ ଦିଗପହଣ୍ଡି ପୂଜାକଲେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୯।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମଙ୍ଗଳବାର ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରେ ଥିବା ଅଧିଷ୍ଠାତ୍ରୀ ଦେବୀ…

7 months ago
ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…

ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…

ହିଞ୍ଜିଳିକାଟୁ, ୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀର ବ୍ଲକ, ପୌରାଞ୍ଚଳ ଓ ଜିଲା ପରିଷଦ ନିମନ୍ତେ…

7 months ago