ଗଞ୍ଜାମ

ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ

ଭୁବନେଶ୍ୱର,୪।୬: ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ…

4 months ago

ଖଲ୍ଲିକୋଟରେ ଭାଙ୍ଗିଲା ବିଜେଡି ଦୁର୍ଗ, ପୂର୍ଣ୍ଣଚନ୍ଦ୍ର ସେଠୀ ବିଜୟୀ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଏକଦା ବିଜେଡିର ଦୁର୍ଗ କୁହାଯାଉଥିବା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ଦୁର୍ଗକୁ ଭାଙ୍ଗି ଇତିହାସ ରଚିଛି ଭାଜପା। ବିଧାୟକ ପ୍ରାର୍ଥୀ…

4 months ago

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ଆଗୁଆ

ପୁରୁଷୋତ୍ତମପୁର,୪।୬(ସିମାଞ୍ଚଳ ମିଶ୍ର):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ହିଞ୍ଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ୩,୪୪୫ ଭୋଟରେ…

4 months ago

ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ରାଉଣ୍ଡ ସୁଦ୍ଧା ଭାଜପା ୭୩୮୩ ଭୋଟ୍‌ରେ…

4 months ago

ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ଆଗୁଆ

ଛତ୍ରପୁର,୪ା୬: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ ଅଛନ୍ତି। ପ୍ରଦୀପ…

4 months ago

ବିଦ୍ୟୁତ୍‌ ତାର ଲାଗି ହରିଣ, କୁଟୁରାର ଚାଲିଗଲା ଜୀବନ

ଗଞ୍ଜାମ,୩ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଫରେଷ୍ଟ ଅଧୀନ ଲାଉପୁଟ ଗ୍ରାମ ସ୍ଥିତ ଏକ ନିର୍ଜନ ସ୍ଥାନରେ ବିଦ୍ୟୁତ୍‌ ତାର ଲାଗି ଏକ ହରିଣ ଏବଂ କୁଟୁରାର…

4 months ago

ଗଞ୍ଜାମରେ ଭୋଟ ଗଣତି ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଛତ୍ରପୁର,୩।୬(ସନ୍ତୋଷ ପାଢ଼ୀ )- ଆସନ୍ତାକାଲି ଭୋଟଗଣତି ଥିବା ବେଳେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଭୋଟଗଣତି କେନ୍ଦ୍ରରେ ସୁରକ୍ଷା ପାଇଁ ଥ୍ରୀ ଟାୟାର…

4 months ago

ମଙ୍ଗଳବାର ଭୋଟ ଗଣତି: ଶେଷ ପର୍ଯ୍ୟାୟରେ ଗଞ୍ଜାମ ଜିଲା ପୋଲିସର ପ୍ରସ୍ତୁତି

ଛତ୍ରପୁର ୩।୬ (ଦିଲୀପ କୁମାର ସାମଲ): ଆସନ୍ତାକାଲି ଗଞ୍ଜାମ ଜିଲାର ଛତ୍ରପୁର ଅନଶ୍ଲୋ ଉଚ୍ଚ ବିଦ୍ୟାଳୟରେ ଛତ୍ରପୁର, ଖଲ୍ଲିକୋଟ, ହିଞ୍ଜିଳିକାଟୁ, ପୋଲସରା ଓ କବିସୂର୍ଯ୍ୟନଗର ବିଧାନସଭା ପାଇଁ…

4 months ago

ଦିଲ୍ଲୀପ ହତ୍ୟା ଘଟଣାରେ ବନ୍ଧା ହେଲେ ଆଉ ୩ ଅଭିଯୁକ୍ତ, ଖବରଦାତା ସମ୍ମିଳନୀରେ ଗଞ୍ଜାମ ଏସ୍‌ପିଙ୍କ ସୂଚନା

ଛତ୍ରପୁର /ଖଲ୍ଲିକୋଟ,୩।୬ (ଦିଲୀପ କୁମାର ସାମଲ/ ପ୍ରଶାନ୍ତ କୁମାର ମିଶ୍ର/ସନ୍ତୋଷ ପାଢ଼ୀ): ଗତ ୧୫ ତାରିଖ ଦିନ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର…

4 months ago

ପୁଅର କାତି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସାହାଣୀ ସାହିରେ ରବିବାର ପାରିବାରିକ ହିଂସାରୁ ପୁଅର କାତି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଗୁରୁତର ଆହତ ପଦ୍ମିନୀ ଦାସଙ୍କୁ ପ୍ରଥମେ…

4 months ago