ଗଞ୍ଜାମ

ଏମ୍‌ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ମରରାନ୍ତକ…

4 weeks ago

ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ ହୋଇଛି।…

4 weeks ago

ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ

ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ…

4 weeks ago

୭ ପରିବାରର ଜଳିଗଲା ୧୦ ବଖରା, ଅଧଘଣ୍ଟାରେ ସବୁ ପୋଡ଼ି ଛାରଖାର

ଭଞ୍ଜନଗର,୧୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଦୋମୁହାଣୀ ପଞ୍ଚାୟତର ବଞ୍ଜର ସାହି ନିକଟସ୍ଥ ତିନିସାହିରେ ରବିବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗିଯାଇଥିଲା। ଫଳରେ…

4 weeks ago

ବେଆଇନ ମଦ କାରଖାନା ଉପରେ ଚଢ଼ାଉ, ବିପୁଳ ପରିମାଣର ମଦପୋଚ୍‌, ଅପମିଶ୍ରିତ ମଦ ଜବତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ରବିବାର ଚିକିଟି ଅବକାରୀ ଉପ-ଅଧିକ୍ଷକ କୁମୁଦ ରଞ୍ଜନ କୁଅଁରଙ୍କ…

4 weeks ago

ମା’ ବାଙ୍କେଶ୍ୱରୀଙ୍କ ଡିମ୍ବୁଳା ଯାତ୍ରା ଉଦ୍‌ଯାପିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର):ସମଗ୍ର ଦକ୍ଷିଣ ଓଡିଶାର ଆରାଧ୍ୟ ଦେବୀ ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ରବିବାର ଉଦ୍‌ଯାପିତ ହୋଇଯାଇଛି। ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ…

4 weeks ago

ଆନ୍ତଃରାଜ୍ୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ହାଇସ୍କୁଲ ଖେଳ ପଡିଆ ପରିସରରେ ଥିବା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରେ ଆନ୍ତଃରାଜ୍ୟ ଖେମୁଣ୍ଡି ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ସାମାଜିକ…

4 weeks ago

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା। ଉକ୍ତ…

4 weeks ago

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି ମଧ୍ୟରେ…

4 weeks ago

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ ଜିଲାକୁ…

4 weeks ago