Advertisement

ଗଞ୍ଜାମ

ପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀ

ପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀ

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ): ଆଉଟ ସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି, ସମାନ କାମକୁ ଦରମା, ଛଟେଇ ପ୍ରକ୍ରିୟାକୁ ବନ୍ଦ କରିବା ସହ ପୂର୍ବ ସରକାରଙ୍କ ନିଷ୍ପତ୍ତି ତୁରନ୍ତ ଲାଗୁ…

1 month ago
ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ

ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ

ଛତ୍ରପୁର,୧୮।୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିସ ୱାର୍କର୍ସ ଆସୋସିଏଶନ ଗଞ୍ଜାମ ଜିଲା ପକ୍ଷରୁ ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ ଅଫିସ ସମ୍ମୁଖରେ ୧୦ ଦଫା ଦାବି…

1 month ago
ବହୁପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ରତ୍ନଗିରି ପାହାଡ ପ୍ରକମ୍ପିତବହୁପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ରତ୍ନଗିରି ପାହାଡ ପ୍ରକମ୍ପିତ

ବହୁପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ରତ୍ନଗିରି ପାହାଡ ପ୍ରକମ୍ପିତ

ପୁରୁଷୋତ୍ତମପୁର, ୧୮।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ…

1 month ago
ପୂର୍ବ ଶତ୍ରୁତାରୁ ଦାଦାଙ୍କୁ ହତ୍ୟା କରିଥିଲେ ୩ ପୁତୁରା, ପଡ଼ିଲେ ଧରା, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣପୂର୍ବ ଶତ୍ରୁତାରୁ ଦାଦାଙ୍କୁ ହତ୍ୟା କରିଥିଲେ ୩ ପୁତୁରା, ପଡ଼ିଲେ ଧରା, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ପୂର୍ବ ଶତ୍ରୁତାରୁ ଦାଦାଙ୍କୁ ହତ୍ୟା କରିଥିଲେ ୩ ପୁତୁରା, ପଡ଼ିଲେ ଧରା, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖଲ୍ଲିକୋଟ, ୧୭।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ହରିପୁର ନାଏବ ସରପଞ୍ଚ ମିନତୀ କୁମାରୀ ଦାସଙ୍କ ସ୍ବାମୀ ରବି ଦାସଙ୍କୁ ହତ୍ୟା ଘଟଣାରେ ୩ ପୁତୁରା…

1 month ago
ମଙ୍ଗଳବାରଠୁ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ: ଲକ୍ଷାଧିକ ଭକ୍ତଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥାମଙ୍ଗଳବାରଠୁ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ: ଲକ୍ଷାଧିକ ଭକ୍ତଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ମଙ୍ଗଳବାରଠୁ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ: ଲକ୍ଷାଧିକ ଭକ୍ତଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୁଷୋତ୍ତମପୁର,୧୭।୩ (ସିମାଞ୍ଚଳ ମିଶ୍ର) : ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏଥିନେଇ ଜିଲାପ୍ରଶାସନ ଓ ମନ୍ଦିର…

1 month ago
ବ୍ଲକ ଜୀବିକା ମିଶନ କାର୍ଯ୍ୟକାରୀ କମିଟି ସଂଘର ଆନ୍ଦୋଳନ: ବକେୟା ଭତ୍ତା ପ୍ରଦାନ ସହ ମାସିକ ୧ ହଜାର ଟଙ୍କା କରିବାକୁ ଦାବିବ୍ଲକ ଜୀବିକା ମିଶନ କାର୍ଯ୍ୟକାରୀ କମିଟି ସଂଘର ଆନ୍ଦୋଳନ: ବକେୟା ଭତ୍ତା ପ୍ରଦାନ ସହ ମାସିକ ୧ ହଜାର ଟଙ୍କା କରିବାକୁ ଦାବି

ବ୍ଲକ ଜୀବିକା ମିଶନ କାର୍ଯ୍ୟକାରୀ କମିଟି ସଂଘର ଆନ୍ଦୋଳନ: ବକେୟା ଭତ୍ତା ପ୍ରଦାନ ସହ ମାସିକ ୧ ହଜାର ଟଙ୍କା କରିବାକୁ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ନିଖିଳ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟକାରୀ କମିଟି (ଇସି) ସଂଘ ଦିଗପହଣ୍ଡି ବ୍ଲକ ଶାଖା ପକ୍ଷରୁ ବିଭିନ୍ନ ଦାବି ପୂରଣ ନିମନ୍ତେ ଆନ୍ଦୋଳନ…

1 month ago
ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କାଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା

ଉପଖଣ୍ଡସ୍ତରୀୟ ଅଭିଯୋଗ ଶୁଣାଣି: ୪ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ସହ ମିଳିଲା ଟଙ୍କା

ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ…

1 month ago
ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ୧୨୮ ଗାଈ, ମାଡ଼ିବସିଲା ପୋଲିସ, ଗିରଫ ହେଲେ…ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ୧୨୮ ଗାଈ, ମାଡ଼ିବସିଲା ପୋଲିସ, ଗିରଫ ହେଲେ…

ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ୧୨୮ ଗାଈ, ମାଡ଼ିବସିଲା ପୋଲିସ, ଗିରଫ ହେଲେ…

ଭଞ୍ଜନଗର,୧୭।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ବିଗତ କିଛି ଦିନ ହେବ ବେଆଇନ ଗୋଚାଲାଣ ଉପରେ କଡ଼ା ଆଭିମୁଖ୍ୟ ଆପଣାଇଛି। ରବିବାର ଓ ସୋମବାର ୨…

1 month ago
ବିଦ୍ୟୁତ ଆଘାତରେ ଆସି ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ, ନିଯୁକ୍ତି ଦାବିରେ ମୃତଦେହ ରଖି ରାସ୍ତାରୋକୋବିଦ୍ୟୁତ ଆଘାତରେ ଆସି ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ, ନିଯୁକ୍ତି ଦାବିରେ ମୃତଦେହ ରଖି ରାସ୍ତାରୋକୋ

ବିଦ୍ୟୁତ ଆଘାତରେ ଆସି ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ, ନିଯୁକ୍ତି ଦାବିରେ ମୃତଦେହ ରଖି ରାସ୍ତାରୋକୋ

ବ୍ରହ୍ମପୁର, ୧୭/୩(ସୁବାସ ଚନ୍ଦ୍ର ପାଢ଼ୀ): ବିଦ୍ୟୁତ ତାର ଆଘାତରେ ଜଣେ ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସଦର ଥାନା ଅନ୍ତର୍ଗତ ଲାଠୀ ଗ୍ରାମ କୁମ୍ଭାର ସାହିର…

1 month ago
ଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦଯାପିତ: ଚନ୍ଦ୍ରକାନ୍ତ-ବିଘ୍ନେଶ ଯୋଡି ଚାମ୍ପିୟନଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦଯାପିତ: ଚନ୍ଦ୍ରକାନ୍ତ-ବିଘ୍ନେଶ ଯୋଡି ଚାମ୍ପିୟନ

ଆନ୍ତଃରାଜ୍ୟ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦଯାପିତ: ଚନ୍ଦ୍ରକାନ୍ତ-ବିଘ୍ନେଶ ଯୋଡି ଚାମ୍ପିୟନ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳ ପଡିଆ ପରିସରରେ ଥିବା ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଆନ୍ତଃରାଜ୍ୟ ଖେମୁଣ୍ଡି ଓପନ ବ୍ୟାଡମିଣ୍ଟନ…

1 month ago