ଗଞ୍ଜାମ

ଅବସରପ୍ରାପ୍ତ ସୈନିକଙ୍କ ବାସଗୃହରୁ ଚୋରି: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଜଗନ୍ନାଥ ପ୍ରସାଦ,୨୧।୧୦ (ଡି.ଏନ୍‌. ଏ.) ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ପଞ୍ଚଭୂତି ଗ୍ରାମରେ ଶନିବାର ମଧ୍ୟରାତ୍ରିରେ ଅବସରପ୍ରାପ୍ତ ସୈନିକ ସୁଦର୍ଶନ ନାୟକଙ୍କ ଘରୁ ଚୋରି ହୋଇଥିବା…

5 years ago

ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ଗଞ୍ଜାମ,୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବଡ଼ବଜାର ଅସ୍ଥାୟୀ ପୂଜା ମଣ୍ଡପରେ ୮ ଦିନ ଧରି ପୂଜା ପାଉଥିବା ଧନଦାତ୍ରୀ ମା’ ଗଜଲକ୍ଷ୍ମୀ ରବିବାର ସନ୍ଧ୍ୟାରେ ସହରବାସୀଙ୍କଠାରୁ ବିଦାୟ ନେଇଛନ୍ତି। ଏହି…

5 years ago

ଗଞ୍ଜାମ ଜିଲାସ୍ତରୀୟ ପୋଲିସ ଶହୀଦ ଦିବସ

ଛତ୍ରପୁର, ୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାସ୍ତରୀୟ ପୋଲିସ ଶହୀଦ ଦିବସ ସୋମବାର ପାଳିତ ହୋଇଯାଇଛି। ଛତ୍ରପୁରସ୍ଥିତ ପୋଲିସ ପଡ଼ିଆରେ ଆୟୋଜିତ ପରେଡ୍‌ରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ…

5 years ago

କଙ୍ଗାରୁ କୋର୍ଟରେ ଶିକ୍ଷୟିତ୍ରୀଙ୍କ ପରିବାରକୁ ବାସନ୍ଦ ଘଟଣା ଭିଡିଓ ଭାଇରାଲ ପରେ ଗାଁ କମିଟି ବୈଠକ

ହିଞ୍ଜିଳିକାଟୁ,୨୧ା୧୦(ଡ଼ି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ କମିଟି ନିଷ୍ପତ୍ତି କରି ଗ୍ରାମର ଏକ ପରିବାରକୁ ବାସନ୍ଦ କରିବା ଘଟଣାରେ ରବିବାର ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି।…

5 years ago

୧୮ରେ ଦିବ୍ୟାଙ୍ଗଙ୍କୁ ମାଗଣା କୃତ୍ରିମ ଅଙ୍ଗ ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୧ା୧୦-ବ୍ରହ୍ମପୁର ରୋଟାରୀ କ୍ଲବ ଇଷ୍ଟ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ମାଗଣା ଅଙ୍ଗ ପ୍ରଦାନ କାର୍ଯ୍ୟକ୍ରମ ସକ୍ଷମ-୨ ଶିବିର ପାଇଁ ପଞ୍ଜୀକରଣ ରବିବାର ଅନୁଷ୍ଠିତ ହୋଇଯାଇଛି। ଧର୍ମନଗର ପଞ୍ଚମ…

5 years ago

‘ନିଯୁକ୍ତି ସଂକଟ କବଳରେ ସାରା ଭାରତ’

ବ୍ରହ୍ମପୁର ଅଫିସ୍‌,୨୦ା୧୦-କେନ୍ଦ୍ର ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ଏବେ ଦେଶରେ ବେକାରି ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହା କ୍ରମଶଃ ଗୋଟିଏ ପରେ ଗୋଟିଏ…

5 years ago

ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ଛତ୍ରପୁର,୨୧ା୧୦(ଡି.ଏନ.ଏ.)-ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀଙ୍କୁ ରବିବାର ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ଚିକିଲଖଣ୍ଡି ଗଁା ରବି ରଞ୍ଜନ ଗୌଡ। ଗଞ୍ଜାମ ଓଡିଆ ଢାମଣା ସାହିର…

5 years ago

ମୃତ ଡାକ୍ତରଙ୍କ ଶରୀରଦାନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ୍‌,୨୧୧୦-ବ୍ରହ୍ମପୁର ଭାବାନଗର ବାସିନ୍ଦା ଡା. ଗୌର ଚନ୍ଦ୍ର ଚୌଧୁରୀ (୭୮)ଙ୍କର ରବିବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା ମୁତାବକ…

5 years ago

ବାଲୁଙ୍କେଶ୍ୱର ବାଣ ବଜ଼ାର ସିଲ୍‌କଲା ପୋଲିସ; ୪୬ ବ୍ୟବସାୟୀଙ୍କୁ ହାଜର ପାଇଁ ନୋଟିସ

ବ୍ରହ୍ମପୁର ଅଫିସ,୨୧ା୧୦ -ଗଞ୍ଜାମ ଜିଲା ବ୍ରହ୍ମପୁରରରେ ଥିବା ବାଲୁଙ୍କେଶ୍ୱର ବାଣ ବଜ଼ାରକୁ ରବିବାର ରାତିରେ ପୋଲିସ ସିଲ୍‌ କରିଛି। ବେପାରୀମାନେ ବେଆଇନ ଭାବେ ବାଣ ମହଜୁଦ ରଖିବା…

5 years ago

ଯୁବତୀଙ୍କୁ ଅଶ୍ଳୀଳଇଙ୍ଗିତ, ଅଭିଯୁକ୍ତ ଗିରଫ

ଆସିକା,୨୦ା୧୦(ଡି.ଏନ୍‌.ଏ.)- ଆସିକା ଥାନା ଇଲାକାରେ ଜଣେ ଯୁବତୀଙ୍କୁ ଅଶ୍ଳୀୟଇଙ୍ଗିତ ଅଭିଯୋଗରେ ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ…

5 years ago