ଛତ୍ରପୁର,୧୮ା୧୨(ଡି.ଏନ.ଏ)- ମମତା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନରେ ଅବହେଳା ଗଞ୍ଜାମ ଜିଲାର ୧୬ ସିଡିପିଓଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୁପ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…
ବ୍ରହ୍ମପୁର ଅଫିସ,୧୮ା୧୨- ବ୍ରହ୍ମପୁର ଟାଉନ ଥାନା ମିଲିଟାରୀ ଲାଇନ୍ରେ ଥିବା କାନାରା ବ୍ୟାଙ୍କରୁ ଦୁର୍ବୃତ୍ତମାନେ ଜୁଲାଇ ୬ରେ ଜଣେ ଜମାକାରୀଙ୍କଠାରୁ ୧୮ ହଜାର ଟଙ୍କା ଠକି ନେଇଥିଲେ।…
ବ୍ରହ୍ମପୁର ଅଫିସ,୧୮ା୧୨- ଗଞ୍ଜାମ ଜିଲାରେ ଲମ୍ବିବାରେ ଲାଗିଛି ନକଲି ଶିକ୍ଷକଙ୍କ ତାଲିକା। ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ୍ ଦାଖଲ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକ ଏବେ ଶିକ୍ଷା…
ଛତ୍ରପୁର,୧୮ା୧୨(ଡି.ଏନ.ଏ)- ବେଗୁନିଆପଡ଼ା ବ୍ଲକର ଗର୍ଭବତୀ, ଶିଶୁଙ୍କୁ ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ ଘଟଣା ଭିନ୍ନମୋଡ ନେଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ କମିଟି ବେଗୁନିଆପଡା ବ୍ଲକକୁ ଛତୁଆ ଯୋଗାଣ…
ଜଗନ୍ନାଥ ପ୍ରସାଦ,୧୭।୧୨ (ଡି.ଏନ.ଏ): ପୁଣି ଅଲୋଡା ଶିଶୁ କନ୍ୟା ଉଦ୍ଧାର। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଲାଡ଼ି ପଞ୍ଚାୟତ କାଦପ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି।…
ବ୍ରହ୍ମପୁର ଅଫିସ,୧୭ା୧୨-ବ୍ରହ୍ମପୁର ରେଳଷ୍ଟେଶନ ଉପରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ ଆସୁଥିବା ଯାତ୍ରୀମାନେ ନିର୍ଭର କରୁଛନ୍ତି। ପ୍ରତିଦିନ ଏହି ଷ୍ଟେଶନର ଉଭୟ ପଟୁ ଶତାଧିକ ଟ୍ରେନ…
ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ…
ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍ ଜାମ୍ ରହୁଛି।…
ଭଞ୍ଜନଗର,୧୬।୧୨(ଡି.ଏନ.ଏ)-ଭଞ୍ଜନଗର ସହରର କେତେକ ଏଟିଏମ୍ରେ ରାତି ୮ଟାରୁ ତାଲା ପକାଇ ଦିଆଯାଉଛି । ଏଟିଏମ୍ ସମ୍ମୁଖରୁ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହଟାଇ ନିଆଯାଉଛି । କିଛି ଏଟିଏମ୍…
ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି।…