ଗଞ୍ଜାମ

ବନ୍ଦ ହୃତ୍‌ପିଣ୍ଡ ପୁଣି ଚାଲି ପାରିବ

ବ୍ରହ୍ମପୁର ଅଫିସ୍‌,୧୬।୧୦: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ…

5 years ago

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଭଞ୍ଜନଗରରେ ରକ୍ତଦାନ ଶିବିର

ଭଞ୍ଜନଗର, ୧୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଡାକବଙ୍ଗଳା ପରିସରରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ…

5 years ago

ଜମା ଅର୍ଥ ଦେଉନି ସାହାରା ଇଣ୍ଡିଆ

ଛତ୍ରପୁର, ୧୬।୧୦(ଡି.ଏନ.ଏ.)-ଛତ୍ରପୁର ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଜମାଅର୍ଥ ଫେରାଉ ନ ଥିବା ନେଇ ଜଣେ ଜମାକାରୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନା ଥାଉକି, ଗଞ୍ଜାମ ବ୍ଲକ…

5 years ago

ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର

ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ ନାହିଁ…

5 years ago

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: କଟକରୁ ଯୁବତୀ ଗିରଫ

ବ୍ରହ୍ମପୁର ଅଫିସ,୧୬ା୧୦-କୋଟିଏରୁ ଊର୍ଦ୍ଧ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ପୋଲିସ କଟକରୁ ଜଣେ ଯୁବତୀଙ୍କୁ ମଙ୍ଗବଳାର ଗିରଫ କରିଛି। ଅଭିଯୁକ୍ତା ରମ୍ଭାର ମଧୁସ୍ମିତା ମହାପାତ୍ର(୨୨)। ବୈଦ୍ୟନାଥପୁର ଥାନା…

5 years ago

ସିବିଏସ୍‌ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ବ୍ରହ୍ମପୁର ଅଫିସ୍‌,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍‌ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍‌ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର ସ୍କେଟରମାନେ…

5 years ago

‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍‌ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି

ବ୍ରହ୍ମପୁର ଅଫିସ୍‌,୧୬|୧୦-ବ୍ରହ୍ମପୁର ନୂଆବସ୍‌ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା ପରେ…

5 years ago

ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ

କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ ପିଣ୍ଟୁ…

5 years ago

ବାଇକ୍‌ ଡିକିରୁ ୨ ଲକ୍ଷ ଟଙ୍କା ଲୁଟ, ୨ ଅଟକ

ଦିଗପହଣ୍ଡି,୧୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍‌ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ ଚାଷୀଙ୍କ…

5 years ago

ଦାଦାବଟିକୁ କେନ୍ଦ୍ରକରି ଯୁବକଙ୍କୁ ଖଣ୍ଡା ଚୋଟ

ବ୍ରହ୍ମପୁର ଅଫିସ,୧୫ା୧୦-ଦାଦାବଟି ମାଗିବା ସହ ଜଣେ ଯୁବକଙ୍କୁ ରବିବାର ରାତିରେ ଝରଣାନଗରରେ ୨ ଅଭିଯୁକ୍ତ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆହତ ଯୁବକ ହେଲେ ରାଧାକାନ୍ତ ସାହିର ତୁଫାନ…

5 years ago