ଗଞ୍ଜାମ

ଜୁଆଡ଼ି ଧରପଗଡ଼ ଅଭିଯାନ : ୯୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩।୧୦: ବ୍ରହ୍ମପୁର ପୋଲିସ ଜିଲାରେ ଜୁଆଡ଼ି ଧରପଗଡ଼ ଅଭିଯାନରେ ୭ଟି ଥାନା ପକ୍ଷରୁ ଶନିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯୩ ଜୁଆଡ଼ିଙ୍କୁ ଗିରଫ…

5 years ago

ମୃତ ଭାବି ଶ୍ମଶାନ ନେଉଥିଲେ ପରିବାର ଲୋକେ, କିନ୍ତୁ ଜୁଇରୁ ଫେରିଆସିଲେ ମୃତକ

ସୋରଡ଼ା,୧୩।୧୦(ଡି.ଏନ୍‌.ଏ.): କୁହାଯାଏ ନିମିଷେ ମାତ୍ର ଆୟୁଷ ଥିଲେ ଯମ ନେଇପାରେ ନାହିଁ। ଠିକ୍‌ ସେହିପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ…

5 years ago

ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କଲା କୁଆଁର ପୁନେଇ ଜହ୍ନଲୋ କାର୍ଯ୍ୟକ୍ରମ

ବ୍ରହ୍ମପୁର ଅଫିସ,୧୩।୧୦: ଓଡ଼ିଆ ସଂସ୍କୃତି ଓ ପରମ୍ପରା ଲୋପ ପାଇ ଯାଉଥିବା ବେଳେ ଗଞ୍ଜାମର ଗ୍ରାମ୍ୟ କ୍ରୀଡ଼ାକୁ ଲୋକାଭିମୁଖୀ ଉଦ୍ଦେଶ୍ୟ ନେଇ ମଧୁମାୟା ଫାଉଣ୍ଡେସନ ପକ୍ଷରୁ ୧୦ମ…

5 years ago

ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା…

5 years ago

ଜାତୀୟ ସ୍କେଟିଂ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ଜିଣିଲେ ବ୍ରହ୍ମପୁର ଖେଳାଳି

ବ୍ରହ୍ମପୁର ଅଫିସ,୧୩ା୧୦-ଛତିଶଗଡ଼ ରାୟପୁରରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାର ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି। ୩୦୦ ମିଟର ଟାଇମ ଟ୍ରାଏଲ…

5 years ago

ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍‌କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ ପୁଅ…

5 years ago

ବଡ଼ ବଜାର ପୋଷ୍ଟ ଅଫିସ କମ୍ପ୍ୟୁଟର ଅଚଳ: ସେବା ଠପ୍‌

ଗଞ୍ଜାମ,୧୨।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ ବଜାରରେ ଥିବା ପୋଷ୍ଟ ଅଫିସ କମ୍ପ୍ୟୁଟର ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଅଚଳ ରହିଛି। ଫଳରେ ପୋଷ୍ଟ ସମ୍ବନ୍ଧୀୟ ସେବା ଠପ୍‌…

5 years ago

ଫାଇଲିନ୍‌କୁ ପୂରିଲା ୬ ବର୍ଷ : ମନେପଡ଼ିଲେ ଥରିଉଠେ ଛାତି

ଛତ୍ରପୁର,୧୨ା୧୦(ଡି.ଏନ.ଏ)-୨୦୧୩ ଅକ୍ଟୋବର ୧୨ ତାରିଖ ରାତିରେ ଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫାଇଲିନ’। ଏହି ବାତ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷକରି ଗଞ୍ଜାମ ଜିଲାବାସୀଙ୍କ…

5 years ago

ନିଶାସକ୍ତ ଯୁବକଙ୍କ ଠେଙ୍ଗା ମାଡ଼ରେ: ମହିଳା ଗୁରୁତର

ସୋରଡ଼ା,୧୨ା୧୦(ଡି.ଏନ.ଏ.)-ସୋରଡ଼ା ବ୍ଲକ ଗୋପାଳପୁର ଶାସନ ହାତିପଡ଼ା ଗ୍ରାମର ବିଦେଶୀ ଗୌଡ଼ଙ୍କ ସ୍ତ୍ରୀ ନୟନୀଙ୍କୁ ଶୁକ୍ରବାର ଜଣେ ନିଶାସକ୍ତ ଯୁବକ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ନୟନୀ ଅପରାହ୍ନରେ ନିଜ…

5 years ago

ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ…

5 years ago