ଗଞ୍ଜାମ

ସିଡିଏମ୍‌ଓଙ୍କ ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ

ହିଞ୍ଜିଳିକାଟୁ,୫।୧୦(ଡି.ଏନ୍‌.ଏ.): ଗଞ୍ଜାମ ସିଡିଏମ୍‌ଓ (ଜିଲା ମୁଖ୍ୟ ଚିକିତ୍ସାଧିକାରୀ) ଡାକ୍ତର ବିଜୟ କୁମାର ପାଣିଗ୍ରାହୀ ଶନିବାର ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଡାକ୍ତରଖାନାର ବିଭିନ୍ନ ସମସ୍ୟା ପଚାରି…

5 years ago

ବନ୍ଧୁକ ମୁନରେ ୧ ଲକ୍ଷ ୨୨ ହଜାର ଲୁଟ୍‌

ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଛୁରି…

5 years ago

ଜିଲାପାଳ, ଆରଟିଓ ଅଫିସକୁ ବ୍ରହ୍ମପୁର ସ୍ଥାନାନ୍ତର ଦାବି

ବ୍ରହ୍ମପୁର ଅଫିସ,୫ା୧୦-ଗଞ୍ଜାମ ଜିଲା ସଦର ମହକୁମା ତଥା ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲା ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବାକୁ ଦାବି କରିଛି ଭାରତୀୟ ବିକାଶ ପରିଷଦ…

5 years ago

ସ୍ପେଶାଲ ଡ୍ରାଇଭରେ ଦିଆଗଲାଣି ୭୭.୯୬ କୋଟି ଋଣ

ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା…

5 years ago

ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।…

5 years ago

ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ

ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି।…

5 years ago

ହତ୍ୟା ଘଟଣାର ସାକ୍ଷୀଙ୍କୁ ଧମକ ଦେବା ମାମଲା:  ବିଧାୟକ ରମେଶ ଜେନାଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୫ା୧୦-ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ତଥା ଏମପି ଓ ବିଧାୟକଙ୍କ ମାମଲାର ବିଚାର ପାଇଁ ଥିବା କୋର୍ଟର ଜଜ ନିରଞ୍ଜନ ଜେନା ବହୁଚର୍ଚ୍ଚିତ ଶାନ୍ତି ମିଶ୍ର…

5 years ago

କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ…

5 years ago

୨୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଛତ୍ରପୁର,୪ା୧୦(ଡି.ଏନ.ଏ.)- ଛତ୍ରପୁର ପୋଲିସ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣଙ୍କୁ ଗିରଫ କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା…

5 years ago

୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ ୧୩ଜଣ…

5 years ago