ଗଞ୍ଜାମ

ହିଞ୍ଜିଳିକାଟୁ କୋର୍ଟରେ ସିଶୋର ଏମ୍‌ଡିଙ୍କ ଆତ୍ମସମର୍ପଣ

ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍‌.ଏ.): ସି-ଶୋର ଚିଟଫଣ୍ଡ ସଂସ୍ଥାର ଏମଡି ପ୍ରଶାନ୍ତ ଦାଶ ମଙ୍ଗଳବାର ହିଞ୍ଜିଳିକାଟୁ ଜେଏମ୍‌ଏଫସି କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ଆନ୍ତରୀଣ ଜାମିନ ନିର୍ଦ୍ଦେଶକ୍ରମେ ହିଞ୍ଜିଳିକାଟୁ କୋର୍ଟରୁ…

5 years ago

ଗୋପପୁରରେ ଗୁଣି ସନ୍ଦେହ: ୬ ଜଣଙ୍କୁ ମାଡ଼ ମାରି ଅଖାଦ୍ୟ ଖୁଆଇଲେ ଗ୍ରାମବାସୀ

ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି…

5 years ago

୧୦ ବର୍ଷ ପରେ ହଜିଲା ପୁଅଙ୍କୁ ପାଇଲେ ମା’

କୋଦଳା,୩୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ଜଣେ ଦିବ୍ୟାଙ୍ଗ ନାବାଳକ ୧୦ବର୍ଷ ତଳେ କେଉଁଆଡ଼େ ଚାଲିଯାଇଥିଲେ। ଗତ ଶୁକ୍ରବାର ହଜିଲା ପୁଅ ତାଙ୍କ ମା’ଙ୍କ…

5 years ago

ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା।…

5 years ago

ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି : ଦୂଷିତ ପାଣି ପିଇ ୩୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଗୋପାଳପୁର,୩୦।୯-ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ରବିବାର ୩୦୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର ୩୦…

5 years ago

ତୁଳୁ-ମାର୍କଣ୍ଡି ରାସ୍ତାରେ ପାଣି

ଗୋପାଳପୁର,୩୦ା୯-ଗତ କିଛିଦିନ ଧରି ଗଞ୍ଜାମ ଜିଲାରେ ହୋଇଥିବା ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ରାସ୍ତାଘାଟ, ଚାଷଜମି ଏବେଯାଏ ଜଳମଗ୍ନ ହୋଇ ରହିଛି। ଫଳରେ ଲୋକେ ନାହିଁ ନ ଥିବା…

5 years ago

ଧନେଇ ଡ୍ୟାମ୍‌ରେ ବୁଡ଼ି ନାବାଳକ ମୃତ

ପୋଲସରା/ହାତୀଓଟ,୩୦ା୯-ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପିହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ ଆଡୁାଆସାହିର ମନୁ…

5 years ago

ଜାତୀୟ ରାଜପଥରେ ଲାଗିବ ସିସି କ୍ୟାମେରା; ଛତ୍ରପୁର, ହଳଦିଆପଦରରେ କଣ୍ଟ୍ରୋଲ ରୁମ୍‌

ଛତ୍ରପୁର,୩୦ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥର ବିଭିନ୍ନ ଛକରେ ସିସି କ୍ୟାମେରା ଲାଗିବ। ଏହାର ମନିଟରିଂ ପାଇଁ ଛତ୍ରପୁର ଓ ହଳଦିଆପଦରଠାରେ କଣ୍ଟୋ୍ରଲ ରୁମ୍‌…

5 years ago

ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ ଦକ୍ଷତାର…

5 years ago

ଧନେଇ ଡ୍ୟାମରେ ବୁଡି ନାବାଳକ ମୃତ

ପୋଲସରା/ହାତୀଓଟ,୨୯ା୯- ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପି ହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ…

5 years ago