ଗଞ୍ଜାମ

ପୃଥକ୍‌ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ, ଜଣେ ଅଟକ

ଭଞ୍ଜନଗର,୨୧।୯(ଡି.ଏନ.ଏ.)-ଯେତେ କଠୋର ଆଇନ ପ୍ରଣୟନ କରାଗଲେ ମଧ୍ୟ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ବନ୍ଦ ହେଉନହିଁ। ପୃଥକ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରାଯାଇଥିବା ନେଇ ଶୁକ୍ରବାର…

5 years ago

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଥମୁନି ଅଣଛାତ୍ରଙ୍କ ଗୁଣ୍ଡାରାଜ

ବ୍ରହ୍ମପୁର ଅଫିସ,୨୧ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଗୁଣ୍ଡାରାଜ ଥମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି ା କିଛିଦିନ ତଳେ ଦୁଇ ଛାତ୍ର ନବାଗତ ଛାତ୍ରଙ୍କ ହଷ୍ଟେଲକୁ ଯାଇ…

5 years ago

କୁକୁଡ଼ାଖଣ୍ଡିରେ ମାପ, ଓଜନ ବିଭାଗର ଚଢ଼ାଉ

ବ୍ରହ୍ମପୁର ଅଫିସ୍‌,୨୧ା୯-ଉପଜିଲାପାଳ ସିିନ୍ଦେ ଦତ୍ତାତ୍ରେୟ ଭାଉସାହେବଙ୍କ ନିର୍ଦ୍ଦେଶକ୍ରମେ ମାପ ଓ ଓଜନ ବିଭାଗ ଏବଂ ଉପଖଣ୍ଡସ୍ତରୀୟ ପ୍ରଶାସନ ପକ୍ଷରୁ ଶୁକ୍ରବାର କୁକୁଡ଼ାଖଣ୍ଡି ତହସିଲ୍‌ ଅନ୍ତର୍ଗତ ବିଭିନ୍ନ ଜାଗାରେ…

5 years ago

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୨୧ା୯-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଥରପୁଞ୍ଜି ଗ୍ରାମ ଲୋକଙ୍କଠାରୁ କଲିକତାର ୟୁନିମାସ୍‌ ଡେଭଲପର୍ସ ଲିମିଟେଡ୍‌ ନାମକ ଏକ ଚିଟ୍‌ଫଣ୍ଡ କମ୍ପାନୀ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା…

5 years ago

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପାତ୍ରପୁର,୨୦ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଖରଣୀପଡ଼ା ଗ୍ରାମର ଶକ୍ରବାର ସନ୍ଧ୍ୟାରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୀଲ ବେହେରା (୩୦)।…

5 years ago

ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୨୦-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ…

5 years ago

ମାସକ ମଧ୍ୟରେ କାର୍ଯ୍ୟକାରୀ ହେବ ‘ସଫା ଆପ୍‌’

ବ୍ରହ୍ମପୁର ଅଫିସ,୨୦ା୯- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ର ସ୍ବତନ୍ତ୍ର ସାଧାରଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ନିଗମ ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

5 years ago

ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼

ବ୍ରହ୍ମପୁର ଅଫିସ୍‌,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼ । ରାଷ୍ଟ୍ରପତି…

5 years ago

ଧୂପକାଠି ଫ୍ୟାକ୍ଟ୍ରି ନାଁରେ ୩ ଲକ୍ଷ ଠକେଇ

ଦିଗପହଣ୍ଡି,୨୦ା୯(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ଗଁାରେ ଧୂପକାଠି ଫ୍ୟାକ୍ଟ୍ରି ପ୍ରତିଷ୍ଠା କରାଇ ଦେବା ନଁାରେ ଜଗନ୍ନାଥ ପ୍ରଧାନଙ୍କଠାରୁ ବ୍ରହ୍ମପୁର ସହରର ଜଣେ ବ୍ୟକ୍ତି ପ୍ରାୟ ୩ ଲକ୍ଷ…

5 years ago

ଧରାକୋଟ : ଜରାଜୀର୍ଣ୍ଣ ସ୍ଥିତିରେ ଗୋଦାମଗୃହ

ଧରାକୋଟ,୨୦ା୯(ଡି.ଏନ.ଏ.)- କୃଷକର ଆର୍ଥିକ ମାନଦଣ୍ଡ ବୃଦ୍ଧିରେ ସେବା ସମବାୟ ସମିତିର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଦୀର୍ଘଦିନରୁ ସମବାୟ ସମିତି ଓ ଗ୍ରେନ୍‌ଗୋଲା(ସମବାୟ ମଣ୍ଡି)ରାଜ୍ୟପାଳଙ୍କ ଅନୁମୋଦନରେ କାର୍ଯ୍ୟ କରୁଥିଲେ…

5 years ago