ଗଞ୍ଜାମ

ଭଷାଣି ବେଳେ ଯୁବକଙ୍କୁ ହତ୍ୟା ଉଦ୍ୟମ: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ

ବ୍ରହ୍ମପୁର ଅଫିସ,୧୮ା୯-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଗତ ୧୫ ତାରିଖ ରାତିରେ ଗଣେଶ ମୂର୍ତ୍ତି ଭାଷାଣି ବେଳେ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା।…

5 years ago

ବନ୍ଦ ହେବ କଲେଜ, ଡିଆରଡିଏ ଛକ: ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଭେଇକିଲ୍‌ ଅଣ୍ଡରପାସ୍‌

ଛତ୍ରପୁର,୧୮ା୯(ଡି.ଏନ.ଏ.)-ଛତ୍ରପୁର କଲେଜ ଓ ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି ା ଏହା ପୋଲିସ, ପ୍ରଶାସନ ଓ ଆରଟିଓ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କ…

5 years ago

କଙ୍କଡ଼ା ବିଛା କାମୁଡ଼ିବାରୁ ମହିଳା ମୃତ

ଗୋପାଳପୁର,୧୭ା୯-ଗୋଳନ୍ଥରା ଥାନା ଚାନ୍ଦପୁର ଗ୍ରାମରେ ସୋମବାର କଙ୍କଡ଼ା ବିଛା କାମୁଡ଼ିିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚନ୍ଦ୍ରମଣି ବେହେରା (୨୨)। ଚାନ୍ଦପୁର କୁମ୍ଭାର ସାହିର…

5 years ago

ଡୁଙ୍ଗୁରୁଗୁଡା ଗ୍ରାମରେ ତିନି ଭାଇଙ୍କୁ ବାସନ୍ଦ ଘଟଣା: ବିଇଓଙ୍କ ସହ ଆଲୋଚନା କଲେ ବାସନ୍ଦ ପରିବାର

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ୩ଭାଇଙ୍କୁ ଗ୍ରାମରୁ ବାସନ୍ଦ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମଙ୍ଗଳବାର ପାତ୍ରପୁର…

5 years ago

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏମ୍‌କେସିଜି କନିଷ୍ଠ କିରାଣୀ

ବ୍ରହ୍ମପୁର ଅଫିସ,୧୭।୮: ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କନିଷ୍ଠ କିରାଣୀଙ୍କ ଘର ସହ ୫ଟି ସ୍ଥାନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ…

5 years ago

ଚାଳକ ଦିବସ: ସରକାରୀ ସୁବିଧା ଦାବିକଲେ ଚାଳକ

ବ୍ରହ୍ମପୁର ଅଫିସ,୧୭ା୯: ଓଡ଼ିଶା ମୋଟର୍‌ ଚାଳକ ସଂଘର ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି। ଏହି ଅବସରରେ ସକାଳେ ବହୁ ସଂଖ୍ୟାରେ…

5 years ago

ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି

ପାତ୍ରପୁର,୧୭ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ…

5 years ago

ଟଙ୍କା ହେରଫେର ମାମଲା: ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କୁ ଜାମିନ

ବ୍ରହ୍ମପୁର ଅଫିସ,୧୭ା୯-ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଖାନା ଟାଙ୍କି ସଫା ମେଶିନ କିଣାରେ ସରକାରୀ ଟଙ୍କା ହେରଫେର ମାମଲାରେ ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁଙ୍କୁ…

5 years ago

ନାବାଳିକାଙ୍କୁ ବଳାକତ୍ାର ଘଟଣା:ଅଭିଯୁକ୍ତଙ୍କୁ ପାଉନି ପୋଲିସ

ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି। ଏପଟେ…

5 years ago

ବ୍ରହ୍ମପୁରରେ ଏଆର୍‌ଟିଓ ଅଫିସ ଖୋଲିବା ଦାବି

ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍‌ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି।…

5 years ago