ଦିଗପହଣ୍ଡି,୬ା୧୦(ଡି.ଏନ.ଏ.)-ସାମାନ୍ୟ ବଚସାକୁ ନେଇ ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଘରେ ଶୋଇଥିବା ରବି ଓରଫ ରବୀନ୍ଦ୍ର ବାଡ଼ତ୍ୟାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ…
ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ ମାଛର…
କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା ଘଟିଛି…
ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କ…
ହିଞ୍ଜିଳିକାଟୁ,୫।୧୦(ଡି.ଏନ୍.ଏ.): ଗଞ୍ଜାମ ସିଡିଏମ୍ଓ (ଜିଲା ମୁଖ୍ୟ ଚିକିତ୍ସାଧିକାରୀ) ଡାକ୍ତର ବିଜୟ କୁମାର ପାଣିଗ୍ରାହୀ ଶନିବାର ହିଞ୍ଜିଳି ଉପଖଣ୍ଡ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଡାକ୍ତରଖାନାର ବିଭିନ୍ନ ସମସ୍ୟା ପଚାରି…
ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଛୁରି…
ବ୍ରହ୍ମପୁର ଅଫିସ,୫ା୧୦-ଗଞ୍ଜାମ ଜିଲା ସଦର ମହକୁମା ତଥା ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଜିଲା ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରିବାକୁ ଦାବି କରିଛି ଭାରତୀୟ ବିକାଶ ପରିଷଦ…
ଛତ୍ରପୁର,୫ା୧୦(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲ ଖେଳପଡିଆରେ ଗଞ୍ଜାମ ଜିଲାର ସମସ୍ତ ବ୍ୟାଙ୍କକୁ ନେଇ ଚାଲିଥିବା ଗ୍ରାହକ ସମ୍ପର୍କ, ଋଣ ବଣ୍ଟନ ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି ା…
ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।…
ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି।…