ଗଞ୍ଜାମ

ଗାଁ ଯୁବକଙ୍କ ପ୍ରଚେଷ୍ଟାରେ ରାସ୍ତା ପାର୍ଶ୍ୱରୁ ହଟିଲା ଆବର୍ଜନା

ଗଞ୍ଜାମ,୬।୯(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମର ଉତ୍ସାହୀ ଯୁବକମାନେ ଶୁକ୍ରବାର ସକାଳୁ ବନ୍ଧ ଏବଂ ରାସ୍ତାରୁ ଅଳିଆ ଆବର୍ଜନା ହଟାଇବାରେ ଲାଗିପଡ଼ିଛନ୍ତି। ଗ୍ରାମ କୋଠଘର…

5 years ago

ନଦୀରେ ଭାସିଗଲେ ବୃଦ୍ଧା: ୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କଣ୍ଟେଇଯୋଡ଼ି ନଦୀରେ ଭାସିଯାଇ ଶୁକ୍ରବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର ଗାଁର…

5 years ago

ସାପକାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ଗଞ୍ଜାମ,୬।୯(ଡି.ଏନ୍‌.ଏ.) : ଗଞ୍ଜାମ ଏନ୍‌ଏସିର ୬ ନଂ ଓ୍ବାର୍ଡ ବ୍ରାହ୍ମଣ ଢାମଣା ସାହିର ଜଣେ ମହିଳାଙ୍କୁ ବିଷାକ୍ତ ସାପ କାମୁଡ଼ି ଦେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

5 years ago

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କ ସମେତ ୧୧ ଗିରଫ

ରାଇକିଆ, ୬ା୯(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ରାଇକିଆ ପୋଲିସ ଅଭିଯୁକ୍ତଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଶିବାନୀ ପ୍ରଧାନ। ଘଟଣାକୁ…

5 years ago

ଲଗାଣ ବର୍ଷା, ଆତଙ୍କିତ ଶେରଗଡ଼ବାସୀ

ଶେରଗଡ଼,୬ା୯(ଡି.ଏନ୍‌.ଏ.)- ଶେରଗଡ଼ରେ ବୁଧବାର ରାତିରୁ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ନନ୍ଦିନୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଉପଯୁକ୍ତ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ଶେରଗଡ଼…

5 years ago

ଅଶାନ୍ତ ସମୁଦ୍ର, ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ

ଗୋପାଳପୁର,୬ା୯-ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ଗଞ୍ଜାମ ଜିଲାରେ ବର୍ଷା ଲାଗି ରହିଛି। ବୁଧବାର ସକାଳ ୮.୩୦ରୁ ଗୁରୁବାର ୮.୩୦ ପର୍ଯ୍ୟନ୍ତ…

5 years ago

ବନ୍ୟାପାଣିରେ ପୋଲ ଭୁଶୁଡ଼ିଲା

ପାଟପୁର,୬ା୯(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ା ସମଗ୍ର ସାନଖେମୁଣ୍ଡି ଅଞ୍ଚଳ ଜଳମଗ୍ନ…

5 years ago

ଭସାଣି ଶୋଭାଯାତ୍ରାବେଳେ ଗୋଷ୍ଠୀ ବିବାଦ

ଦିଗପହଣ୍ଡି,୬ା୯(ଡି.ଏନ.ଏ.) - ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗାଁରେ ଗଣେଶ ମୂର୍ତ୍ତି ଭସାଣି ଉତ୍ସବକୁ କେନ୍ଦ୍ରକରି ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଗୁରୁବାର…

5 years ago

ଶ୍ରମିକ କାର୍ଡ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଛତ୍ରପୁର,୬ା୯(ଡି.ଏନ.ଏ)- ଛତ୍ରପୁରସ୍ଥିତ ଶ୍ରମ କାର୍ଯ୍ୟାଳୟରୁ ଶ୍ରମିକ କାର୍ଡ ଓ ପଞ୍ଜୀକୃତ ଶ୍ରମିକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ କେତେଜଣ ଦଲାଲ ସକ୍ରିୟ ହୋଇଛନ୍ତି। ଏଥିପାଇଁ ଦୈନିକ ଜିଲା…

5 years ago

ଡ୍ରେନ୍‌ରେ ପଡ଼ି ୩ ବାର୍‌ହା ଛୁଆ ମୃତ

ପାତ୍ରପୁର,୬ା୯(ଡି.ଏନ୍‌.ଏ.)- ସାମନ୍ତିଆପଲ୍ଲି ବନାଞ୍ଚଳରେ ଦିନକୁ ଦିନ ବାର୍‌ହା ସଂଖ୍ୟା ବଢିଚାଲିଛି। ଜଙ୍ଗଲ କ୍ଷୟ ଯୋଗୁ ଏମାନେ ଅନେକ ସମୟରେ ଜନବସତି ମୁହଁା ହେଉଛନ୍ତି। ଫଳରେ ବିଭିନ୍ନ ସମୟରେ…

5 years ago