ଗଞ୍ଜାମ

ଶ୍ରମିକ ପଞ୍ଜୀକରଣ ନଁ।ରେ ଅର୍ଥ ଆଦାୟ ଅଭିଯୋଗ

ଦିଗପହଣ୍ଡି/ପାଟପୁର,୨ା୯(ଡି.ଏନ.ଏ.)-ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଶ୍ରମିକ ପଞ୍ଜୀକରଣ ପାଇଁ ଦଲାଲମାନେ ବୁଲୁଥିବା ଅଭିଯୋଗ ହୋଇଛି। ନିର୍ମାଣ ଶ୍ରମିକଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସହାୟତା…

5 years ago

ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ…

5 years ago

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ । ଏହାର…

5 years ago

ଶେରଗଡ ସମିତିସଭ୍ୟା ପଦବୀ ଅସିଦ୍ଧ ଘୋଷଣା: ସ୍ଥଗିତାଦେଶ ଆଣିଲେ ବିଜୟୀ ପ୍ରାର୍ଥିନୀ

ଶେରଗଡ,୧ା୯(ଡି.ଏନ.ଏ.)- ଶେରଗଡ ପଞ୍ଚାୟତ ସମିତିସଭ୍ୟା ପଦବୀକୁ ନେଇ ବିବାଦ ଥମୁନି। ପରାଜିତ ପ୍ରାର୍ଥତ୍ନୀ ବିଜୟୀ ପ୍ରାର୍ଥତ୍ନୀଙ୍କ ନିର୍ବାଚନ ଲଢିବାକୁ ବୟସ ହୋଇ ନ ଥିବାରୁ ତାଙ୍କ ପଦବୀକୁ…

5 years ago

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ୩ ଅଟକ

କୁକୁଡ଼ାଖଣ୍ଡି,୧ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଆଙ୍କୁଶପୁର ସଦରଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ଶନିବାର ୩ ଜଣଙ୍କୁ ଅଟକ ରଖି ପଚରାଉଚରା…

5 years ago

ଡଙ୍ଗା ଯାତ୍ରୀଙ୍କୁ ମିଳିଲା ଲାଇଫ୍‌ ଜାକେଟ

ପାତ୍ରପୁର,୧ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ବାଘଲଟି ଜଳ ଭଣ୍ଡାର ଦେଇ ଡଙ୍ଗାରେ ଯାତାୟାତ କରୁଥିବା ଜନସାଧାରଣଙ୍କୁ ଶନିବାର ଲାଇଫ୍‌ ଜାକେଟ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବାଘଲଟି…

5 years ago

ପଞ୍ଚାୟତ ସମ୍ମୁଖରୁ ଜବରଦଖଲ ହଟିଲା

ବେଗୁନିଆପଡ଼ା,୧ା୯(ଡି.ଏନ.ଏ.)-ଦୀର୍ଘଦିନ ପରେ ଅଙ୍ଗାରଗାଁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ଶନିବାର ଜବରଦଖଲ ହଟିଛି। ପୋଲିସ ଓ ପ୍ରଶାସନ ସହାୟତାରେ ଏହା ହଟାଯାଇଛି। ସୁମଣ୍ଡଳଠାରୁ ଶାଳିଆ ଡ୍ୟାମ ପର୍ଯ୍ୟନ୍ତ ୧୦…

5 years ago

ଭିଡିଓ କନଫରେନ୍ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧ା୯(ଡି.ଏନ.ଏ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲାର ୪ ସହରାଞ୍ଚଳରେ ମଳ ଉପଚାର ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହି ସହରାଞ୍ଚଳଗୁଡିକ ମଧ୍ୟରେ…

5 years ago

ପ୍ରକଳ୍ପ ପାଇଁ ବିସ୍ଥାପିତଙ୍କୁ ମିଳୁନି ମୌଳିକ ସୁବିଧା

ବ୍ରହ୍ମପୁର ଅଫିସ,୧ା୯-ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ବିସ୍ଥାପିତ ପରିବାରକୁ ମିଳୁନି ମୌଳିକ ସୁବିଧା । ସମାଧାନ ଲାଗି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆରଡିସି)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଉଛି…

5 years ago

ଏମ୍‌କେସିଜିରେ ୫ ଅପମୃତ୍ୟୁ ମାମଲା

ବ୍ରହ୍ମପୁର ଅଫିସ,୧ା୯-ଏମ୍‌କେସିଜି ମେଡିକାଲରେ ଦିନକରେ ୫ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ୨ ଜଣଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ବିଦ୍ୟୁତ୍‌ ଆଘାତ, ଜଣଙ୍କର…

5 years ago