ଗଞ୍ଜାମ

ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ

ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍‌ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ ମଧ୍ୟ…

5 years ago

ଶିକାରୀଙ୍କ ବିଦ୍ୟୁତ୍‌ ତାର ଲାଗି ଜଣେ ମୃତ

କବିସୂର୍ଯ୍ୟନଗର,୨୪ା୮-କବିସୂର୍ଯ୍ୟନଗର ଥାନା ଦୋରାବଗଡ଼ ଗାଁରେ ଗୁରୁବାର ବିଳମ୍ବିତ ରାତିିରେ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ଲାଗି ଜଣେ ଭାଇଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଭାଇ…

5 years ago

ଏମ୍‌ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ

ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ ଏହି…

5 years ago

‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’

ବ୍ରହ୍ମପୁର ଅଫିସ୍‌,୨୪ା୮-କ୍ୟାମ୍ପସ୍‌ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ ନିନ୍ଦା…

5 years ago

ବାପ ପୁଅଙ୍କୁ କାତିରେ ଆକ୍ରମଣ, ଜଣେ ଅଟକ

ବୁଗୁଡ଼ା,୨୩ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାରର ବାପ ଓ ପୁଅକୁ କାତିରେ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଗଁାର ଜଳନ୍ଧର…

5 years ago

ପାଟପୁର ସିଣ୍ଡିକେଟ୍‌ ବ୍ୟାଙ୍କରେ ନିଆଁ

ପାଟପୁର,୨୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପାଟପୁର ଶାଖା ସିଣ୍ଡିକେଟ ବ୍ୟାଙ୍କରେ ଶୁକ୍ରବାର ଅପରାହ୍ନରେ ଶର୍ଟସର୍କିଟରୁ ନିଅଁା ଲାଗିଛି। ଜନ୍ମାଷ୍ଟମୀ ପାଇଁ ବ୍ୟାଙ୍କ ଛୁଟି…

5 years ago

ଗ୍ରାମାଞ୍ଚଳରେ ଆତଙ୍କ ସହ ପୋଲିସ ଉପରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ଶିବ ସମେତ ୮ ଗିରଫ; ବନ୍ଧୁକ, ଗୁଳି, ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୩।୮- ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଆତଙ୍କରାଜ ଚଳାଇଥିବା ଶିବ ସେଠୀ ଗ୍ୟାଙ୍ଗର ମୁଖ୍ୟ ଦୁର୍ଦ୍ଦାନ୍ତ ଶିବ ସମେତ ୮ଜଣଙ୍କୁ କାବୁ କରିଛି ବ୍ରହ୍ମପୁର ପୋଲିସ। ଗିରଫ…

5 years ago

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ: କମାପାଲିଠାରେ ଏଆଇଡିଏସ୍‌ଓର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୩।୮- ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା କରାଯାଇଛି। ଏହାକୁ ଏଆଇଡିଏସ୍‌ଓ ତରଫରୁ ବିରୋଧ କରାଯାଇଛି। ସଂଗଠନ…

5 years ago

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ବ୍ରହ୍ମପୁର ଅଫିସ, ୨୩।୮- ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା କୋର୍ଟପେଟା ଛକ ରାସ୍ତାକଡ଼ରେ ଶୁକ୍ରବାର ଜଣେ ମହିଳା ଶିଶୁକନ୍ୟା ପ୍ରସବ କରିଛନ୍ତି। ସେ ହେଲେ ଜରଡ଼ା ଥାନା…

5 years ago

ଗଞ୍ଜାମରେ ବୋମାମାଡ଼ ପୂର୍ବତନ ଏମ୍‌ପି ପ୍ରତିନିଧି, କାର୍‌ ଚାଳକ ଗୁରୁତର

ଗଞ୍ଜାମ,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଥାନା ସାନବଜାରଠାରେ ଗୁରୁବାର ସନ୍ଧ୍ୟାରେ ବୋମାମାଡ଼ ହୋଇଛି। ଏଥିରେ ପୂର୍ବତନ ଏମ୍‌ପି ପ୍ରତିନିଧି ସୁଧୀର କୁମାର ପାଢ଼ୀ ଓ ତାଙ୍କ କାର ଚାଳକ ଗଣେଶ…

5 years ago