ଗଞ୍ଜାମ

ହଷ୍ଟେଲ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀ

ବ୍ରହ୍ମପୁର ଅଫିସ,୨୨ା୮-ବ୍ରହ୍ମପୁର ଉପକଣ୍ଠ ପାରଳା ମହାରାଜା ଇଂଞ୍ଜିନିୟରିଂ କଲେଜରେ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି ା କିଛିଦିନ ପୂର୍ବେ ଛାତ୍ରାବାସ ସମସ୍ୟା ସମାଧାନ ଦାବିନେଇ ଛାତ୍ରମାନେ ଆନ୍ଦୋଳନକୁ…

5 years ago

ବିଜେଡି ଶାସନରେ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୨ା୮-ବିଜେଡି ଶାସନରେ ରେଶମ ନଗରୀ ବ୍ରହ୍ମପୁର ବିକାଶ ବାଧାପ୍ରାପ୍ତ ହୋଇଛି। ସାମାନ୍ୟ ବର୍ଷା ହେଲେ ମହାନଗର ଜଳାର୍ଣ୍ଣବ ହେବା ସହ ପାଣି ନିଷ୍କାସନ ହୋଇ ନ…

5 years ago

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌.ଗୋପାଳପୁର ଗ୍ରାମର ବାସନ୍ତୀ…

5 years ago

ରାଜ୍ୟ ଜଳସମ୍ପଦ ବିଭାଗ ଟିମ୍‌ଙ୍କ ରାମେୟାପାଟଣା ଗସ୍ତ

ଚିକିଟି,୨୧।୮(ଡି.ଏନ.ଏ.)-ରାଜ୍ୟ ଜଳସମ୍ପଦ ବିଭାଗର ଏକ ସ୍ବତନ୍ତ୍ର ବୈଷୟୀକ ଟିମ୍‌ ବୁଧବାର ମଧ୍ୟାହ୍ନରେ ଚିକିଟି ବ୍ଲକ୍‌ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣାରେ ପହଞ୍ଚତ୍ଥିଲେ। ଗତ ୧୪ ତାରିଖରେ ଜୁଆର ମାଡରେ…

5 years ago

ଜମିକୁ ମାଡୁନି କେନାଲ ପାଣି, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଦିଗପହଣ୍ଡି,୨୧ା୮(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କୟାଁନାଳ କ୍ଷୁଦ୍ର ଜଳସେଚନ ଯୋଜନା କେନାଲ ନିର୍ମାଣର ୧୮ ବର୍ଷ ବିତିଲା। ଚାଷୀ ନିୟମିତ ଜଳକର ପୈଠ କରୁଛନ୍ତି। କିନ୍ତୁ…

5 years ago

ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ

ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର ଯାନ…

5 years ago

ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର…

5 years ago

ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ…

5 years ago

ଟେଲାପାଲି ସେବାଶ୍ରମ ନୂତନ ଶ୍ରେଣୀଗୃହ କାମ ସରୁନି: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା…

5 years ago

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ।…

5 years ago