ଗଞ୍ଜାମ

ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି।…

5 years ago

ଭାଜପା ସଙ୍ଗଠକଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ ସାରି…

5 years ago

କେଏଟିଏସ୍‌ ଆୟୁର୍ବେଦ ମହାବିଦ୍ୟାଳୟ: କଲେଜ ସମସ୍ୟା ସମାଧାନକୁ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୮-ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍‌) ଆୟୁର୍ବେଦ ମହାବିଦ୍ୟାଳୟ ନୂତନ ଛାତ୍ର ସଂସଦର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି ା…

5 years ago

ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ ମାତ୍ରାରେ…

5 years ago

ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ସ୍ବାୀ ଓ ଶାଶୁ ଅଟକ

ପୋଲସରା/ହାତୀଓଟ,୧୯ା୮(ଡି.ଏନ.ଏ.)-ପୋଲସରା ଥାନା ଅଞ୍ଚଳରେ ରବିବାର ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ସେ ହେଲେ ରାଜେଶ୍ୱରୀ ପାତ୍ର । ଝିଅକୁ ତାଙ୍କ ସ୍ବାମୀ…

5 years ago

ବେଆଇନ ଇଟାଭାଟି ସିଲ୍‌ କଲା ପ୍ରଶାସନ

ହିଞ୍ଜିଳିକାଟୁ, ୧୯ା୮(ଡି.ଏନ୍‌.ଏ)- ହିଞ୍ଜିଳିକାଟୁ ତହସିଲର ବିଭିନ୍ନ ବେଆଇନ ଇଟାଭାଟିରେ ପ୍ରଶାସନ ପକ୍ଷରୁ ସୋମାବର ଲାଲ ବାନା ଲଗାଯିବା ସହ ଭାଟିରେ ତାଲା ପକାଯାଇଛି। ହିଞ୍ଜିଳିକାଟୁ ତହସିଲର ହିଞ୍ଜିଳି,…

5 years ago

ବିଶ୍ୱ ଫଟୋଗ୍ରାଫି ଦିବସ : ଫଟୋଗ୍ରାଫର ତ୍ରିନାଥ ସମ୍ବର୍ଦ୍ଧିତ

ବ୍ରହ୍ମପୁର ଅଫିସ,୧୯।୮: ବ୍ରହ୍ମପୁର ଫଟୋଗ୍ରାଫର୍‌ସ ୱେଲଫେୟାର୍‌ ଆସୋସିଏଶନ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଶୋଭାଯାତ୍ରା ଆୟୋଜିତ ହୋଇଛି। ଖଲିକୋଟ କଲେଜ…

5 years ago

ଦୁବାଇ ହସ୍ପିଟାଲରେ ପଡିରହିଛି ଓଡ଼ିଆ ମିସ୍ତ୍ରିଙ୍କ ମୃତଦେହ: ଗାଁକୁ ଆଣିବାକୁ ନିବେଦନ କଲେ ସ୍ତ୍ରୀ

ଖଲ୍ଲିକୋଟ/ଛତ୍ରପୁର, ୧୯ା୮ (ଡି.ଏନ.ଏ.)-ଦୁବାଇରେ ଜଣେ ଓଡିଆ ମିସ୍ତ୍ରୀଙ୍କର ୧୬ ତାରିଖରେ ମୃତ୍ୟୁ ହୋଇଛି। ତାଙ୍କ ମୃତଦେହ ଦୁବାଇର ଏକ ହସ୍ପିଟାଲରେ ପଡିରହିଛି। ସେ ହେଲେ ଖଲ୍ଲିକୋଟ ଥାନା…

5 years ago

ନିଷ୍କାସନ ହେଉନି ବର୍ଷାଜଳ, ଧାନ ଫସଲ ନଷ୍ଟ

ଶେରଗଡ,୧୯ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକ ଶେରଗଡ଼ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଏକର ଜମିର ଧାନ ଫସଲ ବର୍ଷା ଜଳରେ ବୁଡ଼ି ସଂପୂର୍ଣ୍ଣ ନଷ୍ଟ ହୋଇଛି। ଏନେଇ ସ୍ଥାନୀୟ ପ୍ରଶାସନକୁ ଲୋକମାନେ…

5 years ago

ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହେଉ ପେନ୍‌ସନ ଯୋଜନା

ବ୍ରହ୍ମପୁର ଅଫିସ,୧୯ା୮-ଶ୍ରମିକ ଓ ଅଣସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ମାସିକ ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଦାବି କରିଛି…

5 years ago